Posted inଜାତୀୟ

ବିପିନ୍‌ ରାଓ୍ବତ ପ୍ରଥମ ସିଡିଏସ୍‌

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାଫ୍‌(ସିଡିଏସ୍‌) ଭାବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସେନା ମୁଖ୍ୟ ଜେନେରାଲ ବିପିନ୍‌ ରାଓ୍ବତଙ୍କ ନାମ ଘୋଷଣା କରାଯାଇଛି। ରାଓ୍ବତ ଡିସେମ୍ବର ୩୧ରେ ଅବସର ନେବେ। କ୍ୟାବିନେଟ୍‌ କମିଟି ପକ୍ଷରୁ ତାଙ୍କ ସିଡିଏସ୍‌ ପଦବୀ ଲାଗି ସ୍ବୀକୃତି ମିଳିବା ପରେ ସୋମବାର କେନ୍ଦ୍ର ସରକାର ଏଥିପାଇଁ ରାଓ୍ବତଙ୍କ ନାମ ଘୋଷଣା କରାଯାଇଛି। ଏସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡ୍‌କର ସୂଚନା ଦେଇଛନ୍ତି। ସିଡିଏସ୍‌ ପଦବୀରେ ରାଓ୍ବତ ୪ ତାରକାଯୁକ୍ତ ଜେନେରାଲ ଭାବେ ନିଯୁକ୍ତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଚା ନେହେରୁଙ୍କ ୧୩୧ ଜନ୍ମ ତିଥି: ଶାନ୍ତିବନରେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୪।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୧ତମ ଜନ୍ମ ତିଥିରେ ବରିଷ୍ଠ ରାଜନେତାଙ୍କ ସମେତ ସାଧାରଣ ବ୍ୟକ୍ତି ବିଶେଷ ଶାନ୍ତିବନରେ ଶନିବାର ତାଙ୍କୁ ଶ୍ରଦ୍ଧାଞ୍ଜଳି...

ଗୁରୁ ନାନକଙ୍କ ବାଣୀ ସମାଜରେ ଶାନ୍ତି ଓ ମୈତ୍ରୀ ଭାବନା ସୃଷ୍ଟି କରୁ: ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୨।୧୧: ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଗୁରୁ ନାନକଙ୍କ ବାଣୀ ସମାଜରେ ଶାନ୍ତି ଓ...

୪୪ ଏମ୍‌ପି, ୧୪୩ ବିଧାୟକଙ୍କ ନାମରେ ଆପରାଧୀକ ମାମଲା

ଲକ୍ଷ୍ନୌ, ୯।୭: ଦେଶରେ ଆପରାଧୀକ ମାମଲାରେ ଶୀର୍ଷରେ ଉତ୍ତରପ୍ରଦେଶ ରହିଛି। ରାଜ୍ୟର ମୋଟ ୪୦୩ ବିଧାୟକଙ୍କ ମଧ୍ୟରୁ ୧୪୩ଜଣଙ୍କ ନାମରେ ଏକାଧିକ ଆପରାଧୀକ ମାମଲା ରହିଛି।...

ଋଣ ପରିଶୋଧ ନ କରିଥିବା ଯାନବାହନ ଜବତ କରିବା ଭୁଲ: ପାଟନା ହାଇକୋର୍ଟଙ୍କ ବଡ ନିଷ୍ପତ୍ତି …

ପାଟନା,୨୪।୫ : ପାଟନା ହାଇକୋର୍ଟ କହିଛନ୍ତି ଋଣ ଡିଫଲ୍ଟ ମାଲିକଙ୍କଠାରୁ ଯାନବାହନ ଜବତ କରିବା ଭୁଲ ଅଟେ। ଏହା ସମ୍ବିଧାନ ଦ୍ୱାରା ନିଶ୍ଚିତ ଜୀବନ ଏବଂ...

ପିଓକେକୁ ନେଇ ପ୍ରତିରକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ

ଲକ୍ଷ୍ନୌ,୨୦।୧: ଉତ୍ତରପ୍ରଦେଶର ପ୍ରୟାଗରାଜରେ ପହଞ୍ଚିଥିବା ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପାକିସ୍ତାନକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ପଡ଼ୋଶୀ ଦେଶ ପାକିସ୍ତାନର ଅର୍ଥନୈତିକ...

ପୃଥିବୀର କଷ୍ଟସାଧ୍ୟ ପରୀକ୍ଷା ମାଷ୍ଟର ସମେଲିଅର ଡିପ୍ଲୋମା

ସଫଳ ବୃତ୍ତିଗତ ଜୀବନରେ ପାଦଦେବା ଆଗରୁ ମଣିଷ ସମ୍ମୁଖୀନ ହୋଇଥାଏ ଅନେକ ପରୀକ୍ଷାର। ସେଥିରୁ କେତୋଟିରେ ସହଜରେ ସଫଳତା ମିଳିଥାଏ ତ ଆଉ କେତେକରେ ବିଫଳତା।...

ଅଧିକ ଆଣ୍ଟିବଡି ସୃଷ୍ଟି କରୁଛି କୋଭିଶିଲ୍ଡ

ନୂଆଦିଲ୍ଲୀ,୭।୬: କୋଭାକ୍ସିନ ଅପେକ୍ଷା କୋଭିଶିଲ୍ଡ ଟିକା ଅଧିକ ଆଣ୍ଟିବଡି ସୃଷ୍ଟି କରୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଉପରୋକ୍ତ ଟିକାର ଦୁଇଟି ଡୋଜ୍‌ ନେଇଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ...

କୃଷକଙ୍କ ସମର୍ଥନରେ ଆନ୍ନା ହଜାରେ, ରଖିଲେ ଗୋଟିଏ ଦିନର ଉପବାସ

ନୂଆଦିଲ୍ଲୀ,୮ ।୧୨: କେନ୍ଦ୍ରର ନୂଆ କୃଷି ଆଇନକୁ ବିରୋଧ କରି ଗତ ୧୨ ଦିନ ହେବ ଦିଲ୍ଲୀ ସୀମାରେ କୃଷକଙ୍କ ଦ୍ୱାରା ବିରୋଧ ପ୍ରଦର୍ଶନ ଜାରି...

Advertisement
Archives

Model This Week