ବିପିସିଏଲ୍‌ ଆଉଟଲେଟରେ ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ସେବା

ଭୁବନେଶ୍ୱର,୧।୮, (ବ୍ୟୁରୋ)  ସାରା ରାଜ୍ୟରେ ଥିବା ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ବିପିସିଏଲ୍‌) ଆଉଟଲେଟଗୁଡିକ ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ପଏଣ୍ଟ ଭାବେ କାର୍ଯ୍ୟ କରିବ। ଓଡିଶାରେ କମ୍ପାନୀର ମୋଟ ୬୬୦ ଆଉଟ୍‌ଲେଟ ରହିଛି। ଏହା ମଧ୍ୟରୁ ପ୍ରାୟ ୨୦୦ ଆଉଟଲେଟରେ ବ୍ୟାଙ୍କିଙ୍ଗ ସୁବିଧା ଉପଲବ୍ଧ କରାଯିବାକୁ ପଦକ୍ଷେପ ନିଆଯାଇଛି। ୨୦୨୦ ମାର୍ଚ୍ଚ ସୁଦ୍ଧା ୫୫୦ (ପ୍ରାୟ ୮୦%) ଆଉଟଲେଟରେ ସେବା ଉପଲବ୍ଧ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଏହି କାର୍ଯ୍ୟକୁ ରୂପରେଖ ପ୍ରଦାନ କରିବା ଲାଗି ବିପିସିଏଲ୍‌ ଏବଂ ଫିନୋ ପେମେଣ୍ଟସ ବ୍ୟାଙ୍କ ଚୁକ୍ତିରେ ସାମିଲ ହୋଇଛନ୍ତି। ରିଜର୍ଭ ବ୍ୟାଙ୍କର ମଞ୍ଜୁରୀ ପରେ ଫିନୋର ଏକ ପ୍ରମୁଖ ସହଯୋଗୀ ଭାବେ ବିପିସିଏଲ୍‌ କାର୍ଯ୍ୟ କରୁଛି। ରାଜ୍ୟରେ ‘ଗଲି ଗଲି ଫିନୋ’ ଅଭିଯାନର ଶୁଭାରମ୍ଭ କରି ବ୍ୟାଙ୍କର ବିକ୍ରି ଓ ବିପଣନ ମୁଖ୍ୟ ବିପ୍ର ଭରଦ୍ୱାଜ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

୫୨ ପଇସା ଦୁର୍ବଳ ହେଲା ଭାରତୀୟ ମୁଦ୍ରା

ମୁମ୍ବାଇ,୧୪।୪:(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଭୂରାଜନୈତିକ ଉତ୍ତେଜନା ଭାରତୀୟ ମୁଦ୍ରାକୁ ପୁଣି ଦୁର୍ବଳ କରିଦେଇଛି । ଇଣ୍ଟରବ୍ୟାଙ୍କ ଫରେନ୍‌ ଏକ୍ସଚେଞ୍ଜରେ ସୋମବାର ଟଙ୍କା ୫୨ ପଇସା ଦୁର୍ବଳ…

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ

ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍‌ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri