ବିପୁଳ ପରିମାଣରେ ଚୋରା ମଦ ଜବତ: ୬ଗିରଫ

ନିରାକାରପୁର,୮।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ପୋଲିସ ବୁଧବାର ଗୋଡିପଡା, ଛଣାଗିରି ଓ ବଳପୁର ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣରେ ମଦ ଜବତ କରିଛି। ଏଥିସହ ଏହି ଘଟଣାରେ ପୋଲିସ ୬ଜଣଙ୍କୁ ଗିରଫ କରିଛି। ତେବେ ହୋଲି ପାଇଁ ପ୍ରଶାସନ ପକ୍ଷରୁ ମଦ ଦୋକାନଗୁଡିକ ପାଇଁ ବଣ୍ଡ କରାଯାଇଥିବା ବେଳେ ଗିରଫ ହୋଇଥିବା ବ୍ୟକ୍ତିମାନେ ଆଗରୁ ଧରା ହୋଇଥିବା ମଦଗୁଡିକୁ ରଖି ଚଢ଼ା ଦରରେ ବିକ୍ରି କରୁଥିଲେ। ଏହି ଖବର ସ୍ଥାନୀୟ ପୋଲିସ ପାଇ ହୋଲିରେ ଚଢ଼ାଉ କରିଥିଲା। ଏହି ସମୟରେ ଉକ୍ତ ବ୍ୟକ୍ତିମାନେ ବିକ୍ରି କରୁଥିବା ବେଳେ ପୋଲିସ ହାତରେ ଧରା ପଡ଼ିଥିଲେ ବୋଲି ଥାନା ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେପିଏଲ୍‌ କ୍ରିକେଟ ଟୁର୍ନାମେଣ୍ଟ: ଖୁଣ୍ଟବନ୍ଧ ଚାମ୍ପିୟନ

ଜହ୍ନାପଙ୍କ, ୩୧।୧୨ (ଡି.ଏନ.ଏ): ବୌଦ୍ଧ ବ୍ଲକ ଖୁଣ୍ଟବନ୍ଧ ପଞ୍ଚାୟତ ଅନ୍ତର୍ଗତ ଜହ୍ନାପଙ୍କ ମେଡିକାଲ ପଡ଼ିଆରେ ୟୁଥ ସ୍ପୋର୍ଟିଂ ଆନୁକୂଲ୍ୟରେ ଚାଲିଥିବା ୨ୟ ଜେପିଏଲ କ୍ରିକେଟ ପ୍ରତିଯୋଗିତା...

ପୋଖରୀକୁ ଭୁଶୁଡ଼ିଲା ଗାର୍ଡଓ୍ବାଲ

ବାସୁଦେବପୁର,୩୦।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଲବଗାସ୍ଥିତ ଝାଡ଼େଶ୍ୱର ମହାଦେବଙ୍କ ପୋଖରୀ ଗାର୍ଡଓ୍ବାଲ ଭୁଶୁଡ଼ି ପଡ଼ିଛି। ଏହି ପୋଖରୀରେ ଗତ କିଛିମାସ ତଳେ ନିର୍ମାଣ ହୋଇଥିବା ଗାର୍ଡଓ୍ବାଲ...

ସାମାଜିକ ଦୂରତା ରକ୍ଷାକରି ପାଳିତ ହେଲା ହନୁମାନ ଜୟନ୍ତୀ, ଓଡ଼ିଆ ନୂଆବର୍ଷ

ପାଟଣା,୧୩।୪(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ବାମ ଛକସ୍ଥିତ ହନୁମାନ ମନ୍ଦିରରେ ସୋମବାର ମହାବିଷୁବ ସଂକ୍ରାନ୍ତି, ହନୁମାନ ଜୟନ୍ତୀ ଓ ଓଡ଼ିଆ ନୂଆବର୍ଷ ସକାଶେ...

ବରଗଡ଼ରେ ଭାରତ ବନ୍ଦର ପ୍ରଭାବ: ଦୋକାନ ବଜାର ବନ୍ଦ, ଯାତାୟାତ ଠପ୍‌

ବରଗଡ଼ ଅଫିସ, ୨୩।୨- ସୁପ୍ରିମକୋର୍ଟଙ୍କ ସଂରକ୍ଷଣ ରାୟକୁ କେନ୍ଦ୍ର କରି ରବିବାର ଭୀମ ଆର୍ମି ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ବରଗଡ଼ରେ...

ଥଇଥାନ କେନ୍ଦ୍ରରେ ବୃଦ୍ଧାଙ୍କୁ ମିଳୁନି ସକାଳ ଖାଦ୍ୟ

ମହାକାଳପଡ଼ା,୧୯ା୮(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ମହାନଦୀ, ଲୁଣା ଓ ପାଇକା ନଦୀରେ ପ୍ରଖର ବନ୍ୟାଜଳ ପ୍ରବାହିତ ହେଉଥିଲେ ମଧ୍ୟ ଗୁରୁବାର ସକାଳଠାରୁ ଦୁଇ ଫୁଟ...

‘ଓଡ଼ିଶା ଲୋକେ ପିଉଛନ୍ତି ଝାଡ଼ଖଣ୍ଡ ପାଣି’

ବାରିପଦା ଅଫିସ,୨୮।୮-ମୟୂରଭଞ୍ଜ ଜିଲା ତିରିଂ ବ୍ଲକ ଅନ୍ତର୍ଗତ କେତେକ ଗ୍ରାମର ଲୋକେ ପାନୀୟ ଜଳରୁ ବଞ୍ଚିତ ହୋଇ ସୀମାନ୍ତ ଝାଡ଼ଖଣ୍ଡ ରାଜ୍ୟର ପାଣିକୁ ବ୍ୟବହାର କରୁଛନ୍ତି।...

ପାହାଡ଼ରେ ସିଡ୍‌ବଲ୍‌ ମାଧ୍ୟମରେ ହେବ ମଞ୍ଜି ରୋପଣ

ବ୍ରହ୍ମପୁର ଅଫିସ,୧୦ା୭-ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ଗଞ୍ଜାମ ଜିଲା। କିନ୍ତୁ ଏବେ ଏହାର ସୌନ୍ଦର୍ଯ୍ୟ କ୍ରମଶଃ ହ୍ରାସ ପାଇବାକୁ ବସିଲାଣି। ପଥର, ମାଟି ସଂଗ୍ରହ ସମେତ ଅନ୍ୟାନ୍ୟ...

ପୋଖରୀରେ ବୁଡ଼ି ୨ ଭଉଣୀ ମୃତ

ଖଲ୍ଲିକୋଟ,୨୧ା୧୦(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ତୁଳସୀପୁର ଗ୍ରାମ ନିକଟ ପୋଖରୀରେ ବୁଡ଼ି ବୁଧବାର ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଉକ୍ତ...

Advertisement
Archives

Model This Week