ବିବାଦରେ ଗାୟିକା ହାର୍ଡ କୌର

ମୁମ୍ବାଇ: ବିବାଦରେ ଗାୟିକା ହାର୍ଡ କୌର। ନିଜର ଇନଷ୍ଟା ଆକାଉଣ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଅଧ୍ୟକ୍ଷ ମୋହନ ଭାଗବତ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ଆପତ୍ତିଜନକ ମତ ପ୍ରକାଶ କରି ପୋଷ୍ଟ ଶେୟାର କରିବା ପରେ ସେ ବିବାଦୀୟ ହୋଇପଡ଼ିଛନ୍ତି। ଏଥିପାଇଁ ଅନେକେ ତାଙ୍କୁ ଟ୍ରୋଲ ମଧ୍ୟ କରୁଛନ୍ତି।

ମୋଦି କ’ଣ ପ୍ରତିଶ୍ରୁତି ଦେଇଥିଲେ ଓ କ’ଣ ପୂରଣ କଲେ ସେନେଇ ଏକ ଫଟୋ ଶେୟାର କରିଛନ୍ତି ହାର୍ଡ କୌର। ସେହିପରି ମୋହନ ଭାଗବତଙ୍କ ଏକ ଫଟୋ ଶେୟାର କରିବା ସହ ପୁଲଓ୍ବାମା ଆକ୍ରମଣ ତଥା ଅନ୍ୟ ଆତଙ୍କବାଦୀ ଆକ୍ରମଣ ପଛରେ ଆର୍‌ଏସ୍‌ଏସ୍‌ ସଂଗଠନର ହାତ ଥିବା ପ୍ରକାଶ କରିଛନ୍ତି। ଆଦିତ୍ୟନାଥଙ୍କୁ ମଧ୍ୟ ମହିଳାଙ୍କ ଉପରେ ବୃଦ୍ଧି ପାଉଥିବା ବଳାତ୍କାର ଘଟଣାକୁ ନେଇ ସେ କଟୁ ଭାଷାରେ ଟିପ୍ପଣୀ ଦେଇଛନ୍ତି। ସମସ୍ତ ପୋଷ୍ଟ ଗୁଡ଼ିକରେ ଲୋକମାନେ ଦେଉଥିବା କମେଣ୍ଟଗୁଡ଼ିକୁ ସେ ଜବାବ ଦେଉଥିବା ମଧ୍ୟ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଭ୍ୟାଲେଣ୍ଟାଇନ୍‌ ଡେ’ର ଦିନକ ପୂର୍ବରୁ ଏକା ହୋଇଗଲେ ହ୍ରିତିକ୍‌! ସବାଙ୍କ ସହ ବ୍ରେକ୍‌ଅପ୍‌ ନେଇ…

ମୁମ୍ବାଇ: ବଲିଉଡର ‘ଗ୍ରୀକ ଗଡ୍‌’ ହ୍ରିତିକ ରୋଶନ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଏହା ପଛରେ ରହିଛି ତାଙ୍କର ଏକ ରହସ୍ୟମୟ ସୋସିଆଲ ମିଡିଆ ପୋଷ୍ଟ ।…

ରଣବୀର ସିଂହଙ୍କୁ ହତ୍ୟା ନୁହେଁ, ଏମିତି ଧମକ ଦେଲେ ବିଷ୍ନୋଇ ଗ୍ୟାଙ୍ଗ, କହିଲେ..

ମୁମ୍ବାଇ,୧୩।୨: ଚଳଚ୍ଚିତ୍ର ନିର୍ମାତା ରୋହିତ ଶେଟ୍ଟୀଙ୍କ ଘର ବାହାରେ ଗୁଳିକାଣ୍ଡ ପରେ, ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗ ବଲିଉଡ ଅଭିନେତା ରଣବୀର ସିଂହ ଏବଂ ରୋହିତ ଶେଟ୍ଟୀଙ୍କୁ ଏକ…

ଚମତ୍କାର ଅଭିନୟ ପରେ MBBS ଡିଗ୍ରୀ ହାସଲ କଲେ ଏହି ଅଭିନେତ୍ରୀ: ଚାରିଆଡ଼ୁ ପ୍ରଶଂସା

‘ପୁଷ୍ପା-୨’ର ଆଇଟମ ଗୀତଟି ବହୁତ ହିଟ ହୋଇଥିଲା। ଏଥିରେ ଅଭିନୟ କରିଥିବା ନାୟିକା ରାତାରାତି ନ୍ୟାଶନାଲ କ୍ରଶ୍‌ ପାଲଟିଯାଇଥିଲେ। ଏହି ସୁନ୍ଦରୀ ଆଉ କେହି ନୁହଁନ୍ତି, ସେ…

ଉଦିତ ନାରାୟଣଙ୍କ ପ୍ରଥମ ପତ୍ନୀଙ୍କ ବଡ଼ ଖୁଲାସା, ଜୋରଜବରଦସ୍ତ ଗର୍ଭପାତ…

ନୂଆଦିଲ୍ଲୀ,୧୨ା୨: ପ୍ରସିଦ୍ଧ ବଲିଉଡ୍ ପ୍ଲେବ୍ୟାକ୍ ଗାୟକ ଉଦିତ ନାରାୟଣ ପୁଣି ଥରେ ବିବାଦରେ ଫସିଛନ୍ତି । ତାଙ୍କ ପ୍ରଥମ ପତ୍ନୀ ରଞ୍ଜନା ବିହାରର ସୁପୌଲ ଜିଲାର ମହିଳା…

ନାଣ୍ଡୁ ବାବୁ-ସାଇ ବିବାଦରେ ପୂର୍ଣ୍ଣଛେଦ: ମା’ବାପାଙ୍କ ଉପସ୍ଥିତରେ…

ଭୁବନେଶ୍ୱର,୧୨ା୨ (ସୌମ୍ୟରଞ୍ଜନ ରାଉତ):ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍‌ ନାଣ୍ଡୁ ବାବୁ ଓ ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ବିବାଦରେ ପୂର୍ଣ୍ଣଛେଦ ପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri