Posted inଜାତୀୟ

ବିବାଦୀୟ ମନ୍ତବ୍ୟ: କମଲ ହାସନଙ୍କ ଉପରକୁ ଚପଲ ଫିଙ୍ଗିଲେ ହନୁମାନ ସେନା

ଚେନ୍ନାଇ,୧୬।୫: କମଲ ହାସନଙ୍କ ବିବାଦୀୟ ମନ୍ତବ୍ୟ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ଏହି ମର୍ମରେ ହନୁମାନ ସେନା ପକ୍ଷରୁ କମଲଙ୍କ ଉପରକୁ ଚପଲ ଫିଙ୍ଗାଯାଇଛି। ସେ ତାମିଲନାଡୁର ମଦୁରାଈଠାରେ ଏକ ନିର୍ବାଚନ ପ୍ରଚାର ସମୟରେ ଏଭଳି ହୋଇଛି। କିଛି ଭାଜପା ସମର୍ଥକଙ୍କ ସମେତ ୧୧ ଜଣ ଲୋକ ସଭାରେ ହଟ୍ଟଗୋଳ କରିବା ସହିତ ଚପଲ ଫିଙ୍ଗିଥିବା କୁହାଯାଉଛି। ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ଼ସେଙ୍କୁ କମଲ ହାସନ ପ୍ରଥମ ହିନ୍ଦୁ ଆତଙ୍କବାଦୀ ବୋଲି କହିଥିଲେ। ଏହାକୁ ନେଇ ପରବର୍ତ୍ତୀ ସମୟରେ ଦେଶର ରାଜନୈତିକ ମହଲ ବେଶ୍‌ ସରଗରମ ହୋଇ ଉଠିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ମମତାଙ୍କ ନାଁରେ ସୁପ୍ରିମକୋର୍ଟରେ ଆବେଦନ

କୋଲକାତା,୬।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ସୋମବାର ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଛି। ମମତାଙ୍କୁ ପଦରୁ ହଟାଇବା ପାଇଁ ରାଜ୍ୟପାଳ...

ଚିନ୍ତା ବଢ଼ାଇଲା ଦିଲ୍ଲୀ

ନୂଆଦିଲ୍ଲୀ, ୨୪ା୬: ଭାରତରେ ମହାମାରୀ କରୋନାର ପ୍ରକୋପ ବଢ଼ି ବଢ଼ି ଚାଲିଥିବାବେଳେ ମହାରାଷ୍ଟ୍ର, ତାମିଲନାଡ଼ୁ ଓ ରାଜଧାନୀ ଦିଲ୍ଲୀ ପରିସ୍ଥିତିକୁ ବିଗାଡ଼ିବାରେ ଲାଗିଛନ୍ତି। ଦିଲ୍ଲୀରେ ଗତ...

ରାହୁଲ କରୁଛନ୍ତି ଛୋଟ ରାଜନୀତି: ଶାହା

ନୂଆଦିଲ୍ଲୀ,୨୮।୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ନ୍ୟୁଜ ଏଜେନ୍ସି ଏଏନ୍‌ଆଇକୁ ଦେଇଥିବା ଏକ ସାକ୍ଷାତ୍‌କାରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି।...

୧୦ ଟଙ୍କାରେ ବର୍ଷକୁ ୨ଥର ମିଳିବ ଧୋତୀ-ଶାଢ଼ୀ

ରାଞ୍ଚି, ୧୭।୧୦: ଝାଡ଼ଖଣ୍ଡରେ ୫୭.୧ ଲକ୍ଷ ପରିବାରକୁ ବର୍ଷରେ ୨ଥର ଧୋତୀ-ଶାଢ଼ୀ ଯୋଗାଇ ଦିଆଯିବ। ଏଥିଲାଗି ପରିବାରଠାରୁ ପ୍ରତ୍ୟେକ ଥର ୧୦ ଟଙ୍କା ନିଆଯିବ। ରାଜ୍ୟ...

ମାସେ ବଢ଼ିଲା କୋଭିଡ୍‌ କଟକଣା

ନୂଆଦିଲ୍ଲୀ, ୨୯।୯: କେତେକ ରାଜ୍ୟର ନିର୍ଦ୍ଦିଷ୍ଟ ଅଞ୍ଚଳରେ କରୋନା ସଂକ୍ରମଣ ବଢ଼ୁତ୍ଥିବାରୁ ଜନସ୍ବାସ୍ଥ୍ୟ ପାଇଁ ଏହା ବଡ଼ ଚ୍ୟାଲେଞ୍ଜ ହୋଇ ରହିଛି। ଏହାକୁ ଦୃଷ୍ଟିରେ ରଖି...

ଭାଜପା ସହ ମିଶି ନିର୍ବାଚନ ଲଢିବେ କ୍ୟାପଟେନ

ଚଣ୍ଡିଗଡ଼,୬ ।୧୨: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଆସନ୍ତା ବିଧାନସଭା ନିର୍ବାଚନକୁ ନେଇ ସୋମବାର ବଡ ଘୋଷଣା କରିଛନ୍ତି । ତାଙ୍କ ଦଳ...

ଭବିଷ୍ୟବାଣୀ: ଫଡନବିଶ ମୁଖ୍ୟମନ୍ତ୍ରୀ, ସିନ୍ଧେ ଉପମୁଖ୍ୟମନ୍ତ୍ରୀ, ହେଲେ ଏବେ ନୁହେଁ

ମୁ୍‌ମ୍ବାଇ,୨୮ ।୭: ଭିଲୱାଡାର କାରୋଇ ଗାଁକୁ ଜ୍ୟୋତିଷ ନଗରୀ ବୋଲି କୁହାଯାଏ । ଯେଉଁ ବୟସରେ ଦେଶର ଶିଶୁ କଥା କହିବା ଓ ଏବିସିଡି ଶିଖିଥାଆନ୍ତି,...

ଜାତୀୟ ସୁରକ୍ଷା କେବଳ ସ୍ଲୋଗାନରେ

ନୂଆଦିଲ୍ଲୀ, ୫।୭(ପି.ଟି.): ରାଫାଲ ଯୁଦ୍ଧବିମାନ କିଣା ଚୁକ୍ତିନାମାରେ ହୋଇଥିବା ଦୁର୍ନୀତି ଓ ପ୍ରିୟାପ୍ରୀତି ତୋଷଣ ଅଭିଯୋଗର ତଦନ୍ତ ପାଇଁ ଫ୍ରାନ୍ସ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେବା ପରେ...

Advertisement
Archives

Model This Week