ବିବାଦୀୟ ଲେଖକଙ୍କ କୁଶ ପୁତ୍ତଳିକା ଦାହ

ବଅଁରପାଳ,୨୪ା୫(ଡି.ଏନ.ଏ.)- ଭୀମ ଭୋଇଙ୍କ ଚରିତ୍ରକୁ ଆକ୍ଷେପ କରି ପ୍ରକାଶିତ ପୁସ୍ତକକୁ ନେଇ ବଅଁରପାଳ ବ୍ଲକ କୁଲାଡ଼ ମହାନିତ୍ୟ ମହିମା ସମାଜ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରାଯାଇଛି। କୁଲାଡ଼ ମହିମା ଟୁଙ୍ଗୀଠାରେ ସମ୍ପୃକ୍ତ ବିବାଦୀୟ ଲେଖକଙ୍କୁ ନିନ୍ଦା କରାଯିବା ସହ ତାଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି। ଏଥିସହ ବଅଁରପାଳ ଥାନାରେ ଏତଲା ଦିଆଯିବ ବୋଲି ମହାନିତ୍ୟ ମହିମା ସମାଜ ପକ୍ଷରୁ ଏକ ପ୍ରେସ୍‌ ବିବୃତିରେ କୁହାଯାଇଛି। ଏହି କାର୍ଯ୍ୟକ୍ରମରେ ମହାନିତ୍ୟ ସାଧୁ ଭକ୍ତ ମଣ୍ଡଳୀର ସମ୍ପାଦକ ଭୂତେଶ ଚନ୍ଦ୍ର ଜେନା, ପରେଶ ଚନ୍ଦ୍ର ଜେନା, ପ୍ରେମାନନ୍ଦ ସେଠ, କାର୍ତ୍ତିକ ସେଠ, ରାଜେଶ ଜେନା, ବୈରାଗୀ ସେଠ, ପ୍ରଣବ ଜେନା, ମନୋଜ ଜେନା, କରୁଣାକର ସେଠ, ସୁରେଶ ସେଠ, ଗୁରୁଚରଣ ସେଠ, ଗଦାଧର ସେଠ, ପୃଥିରାଜ ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟକରୁ ୧୫୪୦ କିଲୋ ନକଲି ଡିଟରଜେଣ୍ଟ ପାଉଡର ଜବତ

କଟକ ଅଫିସ,୧୯।୪: କଟକରୁ ପୁଣି ନକଲି ଡିଟରଜେଣ୍ଟ ପାଉଡର ଜବତ ହୋଇଛି। ଟାଙ୍ଗି ଓ ମାହାଙ୍ଗା ଅଞ୍ଚଳରେ ମାଲଗୋଦାମ ଥାନା ପୋଲିସ ମଙ୍ଗଳବାର ଚଢାଉ କରି...

ମୃତଦେହ ଦାହ ପାଇଁ ହଇରାଣ ହେଉଛନ୍ତି ସହରବାସୀ: ଶ୍ମଶାନ, ବିଦ୍ୟୁତ୍‌ ଚୁଲା ବ୍ୟବସ୍ଥା ଦାବି

ଅନୁଗୋଳ ଅଫିସ, ୯।୮-ଅନୁଗୋଳ ସହରରେ ନାହିଁ ଶ୍ମଶାନ ସୁବିଧା। ଅଧିକାଂଶ ଶ୍ମଶାନ ଜମିକୁ ଜବରଦଖଲକାରୀ ମାଡ଼ି ବସିଥିବାବେଳେ ଅନେକ ଅବହେଳିତ ହୋଇ ପଡ଼ିରହିଛି। ହେମସୁରପଡ଼ାରେ ପୌରପାଳିକାର...

୧୦ ପଜିଟିଭ୍‌ ଭିତରୁ ନାଲ୍‌କୋରୁ ୬

ଅନୁଗୋଳ ଅଫିସ୍‌/ବଅଁରପାଳ,  ୫।୭:  ଅନୁଗୋଳରେ ଶନିବାର ଆଉ ୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ ଜଣ କ୍ବାରାଣ୍ଟାଇନ୍‌ ସେଣ୍ଟରରୁ ହୋଇଥିବାବେଳେ...

ଉନ୍ନତୀକରଣ ପାଇଁ ଉଚ୍ଛେଦ

ଅନୁଗୋଳ ଅଫିସ, ୪।୧୧ – ଅନୁଗୋଳ ସହରର ହେବ ଉନ୍ନତୀକରଣ। ଏଥିପାଇଁ ପୂର୍ବରୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ସରିଥିବା ବେଳେ ମଙ୍ଗଳବାରଠାରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ...

କର୍ମଚାରୀ, ଗ୍ରାମବାସୀଙ୍କୁ ମାସ୍କ ବାଣ୍ଟିଲା କଣିହାଁ ଏନଟିପିସି

ତାଳଚେର, ୫ା୪(ନି.ପ୍ର.)- ଏନଟିପିସି କଣିହାଁ ବିଦ୍ୟୁତ ପ୍ରକଳ୍ପ ପକ୍ଷରୁ ଏହାର କର୍ମଚାରୀ, ଠିକା ଶ୍ରମିକ, ଟାଉନଶିପ୍ ଏବଂ ଏହାର ଆଖପାଖ ଅଞ୍ଚଳବାସୀଙ୍କୁ କରୋନା ସଂକ୍ରମଣରୁ ସୁରକ୍ଷିତ...

ଓଡିଆ ପ୍ରବାସୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ; ୬ ଗୁରୁତର

ବଇଣ୍ଡା,୧୪।୫(ଡି.ଏନ୍‌.ଏ.)-ଅନୁଗୋଳ ଜିଲା ବଇଣ୍ଡା-ଆଠମଲ୍ଲିକ ପୂର୍ତ୍ତବିଭାଗ ରାସ୍ତାର ଠାକୁରଗଡ଼ ଥାନା ଷୋଳପଦା କଲେଜ ପରିସରରେ ଆନ୍ଧ୍ରରୁ ଫେରନ୍ତା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ନେଇ ଆସୁଥିବା ଏକ ଉଇଁଗର...

ନିଷ୍କାସନ ହୋଇପାରୁନି ଆବର୍ଜନା ପାଣି: ପୂତ୍ତି ଗନ୍ଧମୟ ପରିବେଶରେ ଗଡତରାସ

ବନ୍ତଳା,୩୧।୮(ଡି.ଏନ.ଏ.) ଘର ଆଗରେ ଜମି ରହିଛି ବର୍ଷା, ଆବର୍ଜନା ପାଣି। ନିଷ୍କାସନର ବାଟ ନ ଥିବାରୁ ଏହା ଘରେ ପଶୁଛି। ଦୁର୍ଗନ୍ଧରେ ନାକ ଫାଟି ପଡୁଛି।...

ବଢୁଛି ଚୋରାମଦ କାରବାର

ବଇଣ୍ଡା,୧୮।୪(ଡି.ଏନ.ଏ.): ଆଠମଲ୍ଲିକ ଓ ଠାକୁରଗଡ଼ ଥାନା ଅଞ୍ଚଳରେ କିଛିଦିନ ହେଲା ଚୋରା ମଦ କାରବାର ବଢ଼ିବାରେ ଲାଗିଛି। ବିଶେଷକରି ଜାମୁଡୋଲି, ଲୁହାସିଂହା, ନଅଁଗା, ଠାକୁରଗଡ଼, କୃତ୍ତିବାସପୁର,...

Advertisement
Archives

Model This Week