ବିବାହକୁ ଆସିଥିବା ବରଯାତ୍ରୀଙ୍କୁ ଉପହାରରେ ଦିଆଗଲା ହେଲମେଟ୍‌

ନୂଆଦିଲ୍ଲୀ, ୩।୧୨: ସାଧାରଣତଃ ବରଯାତ୍ରୀଙ୍କୁ କନ୍ୟାଘର ପକ୍ଷରୁ ବିଭିନ୍ନ ପ୍ରକାର ଖାଦ୍ୟରେ ଆପାୟିତ କରାଯାଏ। କିନ୍ତୁ ନୂଆଦିଲ୍ଲୀର ଲକ୍ଷ୍ମଣଗଡରେ ଏକ ଅଜବ ବିବାହ ଅନୁଷ୍ଠିତ ହୋଇଛି। ଏହାରେ ପୁଅ ଘରୁ ଆସିଥିବା ବରଯାତ୍ରୀଙ୍କୁ କନ୍ୟା ଘର ପକ୍ଷରୁ ହେଲମେଟ୍‌ ଉପହାର ସ୍ବରୂପ ଦିଆଯାଇଛି। କନ୍ୟା ପିତାଙ୍କୁ ଏଭଳି ପଦକ୍ଷେପକୁ ସବୁଠି ପ୍ରଶଂସା କରାଯାଇଛି। ଅଲଖପୁରା ବୋଗନ ଗ୍ରାମର ମହାବୀର ପ୍ରସାଦ ଜୋଡିଙ୍ଗ ନିଜ ଝିଅ ବାହାଘରକୁ ଜୟପୁରରୁ ଆସିଥିବା ୧୫୦ ବରଯାତ୍ରୀଙ୍କୁ ଉପହାରରେ ହେଲମେଟ୍‌ ପ୍ରଦାନ କରିଥିଲେ। ଲଗାତାର ବଢୁଥିବା ସଡକ ଦୁର୍ଘଟଣା ରୋକିବା ଏବଂ ସଡକ ସୁରକ୍ଷା ପ୍ରତି ସଚେତନତା ସୃଷ୍ଟି କରିବାକୁ ଏଭଳି ପଦକ୍ଷେପ ନିଆଯାଇଥିବା ମହାବୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଚାଲିବନି ଟ୍ରକ୍‌

ନୂଆଦିଲ୍ଲୀ,୨୨।୧୧: ରାଜଧାନୀ ଦିଲ୍ଲୀରେ ଚାଲିବନି ଟ୍ରକ୍‌। ଆଗାମୀ ୨୬ ତାରିଖ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ। ଦିଲ୍ଲୀ ସରକାର କେନ୍ଦ୍ର ସରକାରଙ୍କ ବାୟୁ ଗୁଣବତ୍ତା...

ସଂଖ୍ୟାଲଘୁଙ୍କ ପାଇଁ ସବୁଠାରୁ ଭଲ ଦେଶ ଭାରତ, ମୁସଲିମ କଣ୍ଟ୍ରି ୟୁଏଇ ବି ପଛରେ

ନୂଆଦିଲ୍ଲୀ,୭ ।୨: ଭାରତରେ ସଂଖ୍ୟାଲଘୁଙ୍କ ଅଧିକାର ପାଇଁ ଅନେକ ସାମ୍ବିଧାନି ପ୍ରୟାସ କରାଯାଉଛି । ସଂଖ୍ୟାଲଘୁଙ୍କ ଜୀବନରେ ସୁଧାର ଆଣିବାକୁ ଭାରତ ପକ୍ଷରୁ ପ୍ରଣିତ ନୀତିଯୋଗୁ...

୩୦୦ କୋଟିର ଯୁଦ୍ଧାସ୍ତ୍ର କିଣିବ ସେନା

ନୂଆଦିଲ୍ଲୀ,୧୬।୭: ଚାଇନା ସହ ସୀମା ବିବାଦ ଲାଗି ରହିଥିବାବେଳେ ଭାରତ ସେନାକୁ ସଶକ୍ତ କରିବା ଓ ଅତ୍ୟାଧୁନିକ ଶସ୍ତ୍ର ଯୋଗାଇ ଦେବା ଲାଗି ଯୁଦ୍ଧକାଳୀନ ଭିତ୍ତିରେ...

ପୂର୍ବତନ ରାଷ୍ଟ୍ରପତିଙ୍କ ଅବସ୍ଥା ଏବେବି ସଙ୍କଟାପନ୍ନ

ନୂଆଦିଲ୍ଲୀ,୨୩।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସୁ ନ ଥିବା କହିଛି ଦିଲ୍ଲୀରେ ଥିବା ଆର୍ମି ହସ୍ପିଟାଲ। ଏବେ ସେ କୋମାରେ...

୧୧ରୁ କାର୍ଯ୍ୟସ୍ଥଳରେ ଟିକା

ନୂଆଦିଲ୍ଲୀ, ୮।୪: ଦେଶରେ କରୋନା ସଂକ୍ରମଣ ହୁହୁ ହୋଇ ବଢ଼ୁଥିବାରୁ ଟିକାକରଣକୁ ଅଧିକ ବ୍ୟାପକ କରିବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧୧ରୁ...

ସାମାନ୍ୟ ଅଣ୍ଡା ଖୋଳ ଯୋଗୁ ଟଳିଗଲା ବଡ଼ ବିପଦ: ବଞ୍ଚିଗଲା ଜୀବନ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ...

ଆଧାର କାର୍ଡ ବିନା ଏହି ମନ୍ଦିରରେ ହୁଏ ନାହିଁ ବିବାହ

ଉତ୍ତରାଖଣ୍ଡର ଅଲମୋଡାରେ ଥିବା ପ୍ରସିଦ୍ଧ ଗୋଲୁ ଦେବତାଙ୍କ ମନ୍ଦିରରେ ଆଧାର କାର୍ଡ ବିନା ବିବାହ ସମ୍ଭବ ନୁହେଁ। ମନ୍ଦିରର ପୂଜାରୀ ତଥା କୋଷାଧ୍ୟକ୍ଷ ହରି ବିନୋଦଙ୍କ...

ପିକ୍‌ନିକ୍‌ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ରାୟପୁର,୨ା୧: ଛତିଶଗଡ଼ର ଯଶପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ଶିଶୁ ରହିଥିବା ବେଳେ...

Advertisement
Archives

Model This Week