ବିବାହକୁ ନେଇ ମୁହଁ ଖୋଲିଲେ ସାରା

ମୁମ୍ବାଇ: ବଲିଲଡ୍‌ ଷ୍ଟାରକିଡ୍‌ ସାରା ଅଲି ଖାଁ ଏବେ ତାଙ୍କ ଅପ୍‌ କମିଂ ଫିଲ୍ମ ‘ଲଭ ଆଜ କଲ୍‌’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ନିକଟରେ ସେ ଏହାର ଏକ ପ୍ରମୋଶନ ଇଭେଣ୍ଟରେ ଯୋଗ ଦେବା ଅବସରରେ କିଛି ପର୍ସନାଲ କଥା ମଧ୍ୟ ଖୋଲାଖୋଲି ଭାବେ କଥା ହୋଇଛନ୍ତି। ବିବାହକୁ ନେଇ ତାଙ୍କୁ କିଛି ପ୍ରଶ୍ନ କରିବାରୁ ସେ ହସି ହସି କହିଥିଲେ ସେ ନ୍ୟୁୟର୍କରେ ଡେଷ୍ଟିନେଶନ ଓ୍ବେଡିଂ କରିବାକୁ ଚାହାନ୍ତି। ଅବଶ୍ୟ ଏକଥା ଅନେକ ଜାଣିଥିବେ ନ୍ୟୁୟର୍କ ସାରାଙ୍କୁ ବହୁତ ପସନ୍ଦ। ଅଧିକାଂଶ ସମୟ ସେ ଛୁଟି କାଟିବାକୁ ସେହିଠାକୁ ଯାଇଥାଆନ୍ତି। କିନ୍ତୁ ସେ ଆହୁରି ମଧ୍ୟ କହିଛନ୍ତି ଧୁମ୍‌ଧାମରେ ନୁହେଁ ବରଂ ସାଧାରଣ ଭାବେ ସେ ନ୍ୟୁୟର୍କରେ ବିବାହ କରିବାକୁ ଇଚ୍ଛା ରଖିଛନ୍ତି। ସାରା ଓ କାର୍ତ୍ତିକ ଆର୍ଯ୍ୟନଙ୍କ ରିଲେଶନସିପକୁ ନେଇ ସବୁବେଳେ ଆଲୋଚନା ହେଉଥିବା ବେଳେ ଏବେ ପ୍ରଥମ ଥର ଏହି ଲଭ ବାର୍ଡଙ୍କୁ ଏକାଠି ପରଦାରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ବିରୋଧରେ ସମନ, ଏପ୍ରିଲ ୫ରେ କୋର୍ଟରେ ହେବେ ହାଜର

ନୂଆଦିଲ୍ଲୀ,୨୩।୩: ପୁଣି ଥରେ ବିବାଦ ମଧ୍ୟକୁ ଆସିଛନ୍ତି ଦବଙ୍ଗ ଖାନ୍‌ । ବର୍ତ୍ତମାନ ଆଉ ଏକ ନୂଆ ମାମଲା ସାମ୍ନାକୁ ଆସିଛି, ଯେଉଁଥି ପାଇଁ ସଲମାନଙ୍କୁ...

ଅର୍ଜୁନଙ୍କ ପିଲାଦିନର ଫଟୋ ଦେଖି ମଲାଇକା ଦେଲେ ଏମିତି କମେଣ୍ଟ

ଅର୍ଜୁନ କପୁର ସୋସିଆଲ ମିଡିଆରେ ବହୁ ଆକ୍ଟିଭ୍‌ ରହୁଛନ୍ତି। ଏବେ ତାଙ୍କର ଏକ ପିଲାଦିନ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ସେ ଏକ ଖେଳନା...

୯ ଦିନ ପରେ ବି ସମାନ କ୍ରେଜ୍‌: ୭୦୦ କୋଟି ରୋଜଗାର କଲା ‘ପଠାନ’

ବମ୍ବେ: ରିଲିଜ ପୂର୍ବରୁ ବିବାଦରେ ଫସିଥିଲା କିଙ୍ଗ ଖାଁ ଶାହାରୁଖଙ୍କ ଫିଲ୍ମ ‘ପଠାନ୍‌’। ଫିଲ୍ମର କିଛି ଦୃଶ୍ୟକୁ ବିରୋଧ କରାଯାଉଥିବାରୁ ଏହା ଭଲ ବ୍ୟବସାୟ କରିବ...

ଏହି ମାମଲାରେ ସୁପରମଡେଲ ଗିଗି-ଜୈନଙ୍କୁ କାଟିଲେ ବିରୁଷ୍କା: ରଚିଲେ ନୂଆ ରେକର୍ଡ

ବମ୍ବେ: ଭାରତୀୟ କ୍ରିକେଟର ବିରାଟ କୋହଲୀ ପିତା ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ପତ୍ନୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ସହ ଏକ ଫଟୋ ଶେୟାର...

ସିଜାନ ମହମ୍ମଦଙ୍କୁ କଠୋର ଦଣ୍ଡ ଦିଆଯାଉ: ତୁନିଶାଙ୍କ ମା’

ମୁମ୍ବାଇ: ଟେଲି ଅଭିନେତ୍ରୀ ତୁନିଶା ଶର୍ମା ମାତ୍ର ୨୦ ବର୍ଷ ବୟସରେ ଆତ୍ମହତ୍ୟା କରିଛନ୍ତି। ତାଙ୍କ ମୃତ୍ୟୁ ଖବରରେ ଟେଲି ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି।...

ଏହି ଅଭିନେତ୍ରୀଙ୍କ ଆବ୍ସ ଦେଖି ଏମିତି କହିଦେଲେ ଅର୍ଜୁନ

‘ଖତ୍‌ରୋଂ କେ ଖିଲାଡି ୧୧’ ଶୁଟିଂ ପାଇଁ ଏବେ କିଛି ଟେଲି ଅଭିନେତା/ଅଭିନେତ୍ରୀ କେପଟାଉନରେ ଅଛନ୍ତି। ସେଠାରେ ସେମାନେ ନେ ଅନେକ ଫଟୋସୁଟ ମଧ୍ୟ କରୁଛନ୍ତି।...

ବିଗ ବସ ୫ର ପ୍ରତିଯୋଗୀ ଥିଲେ ଆଣ୍ଡ୍ରିୟୁ ସାଇମଣ୍ଡସ, ସନ୍ନି ଲିଓନଙ୍କ ସହ ଥିଲା ଭଲ ବନ୍ଧୁତା

ମୁମ୍ବାଇ,୧୫ ।୫: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଆଣ୍ଡ୍ରିୟୁ ସାଇମଣ୍ଡସଙ୍କର କାର ଦୁର୍ଘଟଣାରେ ମାତ୍ର ୪୬ ବର୍ଷ ବୟସରେ ପରଲୋକ ହୋଇଛି । କ୍ରିକେଟ କ୍ୟାରିୟରରେ ଚର୍ଚ୍ଚାରେ...

ପତ୍ନୀଙ୍କ ପୁରୁଣା ଫଟୋ ଶେୟାର କଲେ ଅମିତାଭ

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ଅନେକ ସମୟରେ ସେ ତାଙ୍କ ଟୁଇଟର ଓ ଇନଷ୍ଟାଗ୍ରାମରେ ଯାହା ଶେୟାର କରନ୍ତି...

Advertisement
Archives

Model This Week