Posted inଫୁରସତ

ବିବାହରେ ଅତିଥିମାନଙ୍କ ପାଇଁ ପ୍ରବେଶ ଫି ରଖିଲେ ଯୁବତୀ: ସୋସିଆଲ୍‌ ମିଡ଼ିଆରେ ହେଲେ ଟ୍ରୋଲ୍‌

ନ୍ୟୁୟର୍କ,୨୦।୧: ବିବାହରେ ନବ ବିବାହିତ ଯୋଡ଼ାଙ୍କୁ ଆଶୀର୍ବାଦ ଦେବା ପାଇଁ ଅତିଥିମାନେ ଆସିଥାନ୍ତି। ଏଥି ଲାଗି କୌଣସି ପ୍ରବେଶ ଫି ନ ଥାଏ। ତେବେ ଆମେରିକାର ଜଣେ ୨୬ ବର୍ଷ ବୟସ୍କା ଯୁବତୀ ତାଙ୍କ ବିବାହରେ ଅତିଥିମାନଙ୍କ ପାଇଁ ୫୦ ଡଲାରର ପ୍ରବେଶ ଫି ରଖି ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ଏନେଇ ତାଙ୍କ ୧୯ ବର୍ଷ ବୟସ୍କା ଭଉଣୀ ଡ୍ୟାଣ୍ଟି ଶିପ୍‌ ସୋସିଆଲ୍‌ ମିଡ଼ିଆ ରେଡ୍ଡିଟ୍‌ରେ ସୂଚନା ଦେଇଥିଲେ। ରବିବାର ହୋଇଥିବା ତାଙ୍କ ବିବାହ ଉତ୍ସବରେ ଅତିଥିମାନେ ପ୍ରଥମେ ଫି ପୈଠ କରିବା ପରେ ଉତ୍ସବରେ ଯୋଗ ଦେଇପାରିବେ ବୋଲି କୁହାଯାଇଥିଲା। ଏହାଦ୍ୱାରା ବିବାହ ଉତ୍ସବରେ ଖାଇବାପିଇବା ଏବଂ ସାଜସଜ୍ଜାରେ ହୋଇଥିବା ଖର୍ଚ୍ଚ ଭରଣା ହୋଇପାରିବ ବୋଲି ସେ କହିଥିଲେ। ଏହାକୁ କେତେକ ସମର୍ଥନ କରିଥିବାବେଳେ ଅନ୍ୟମାନେ ଏହାକୁ ଟ୍ରୋଲ୍‌ କରିଥିଲେ। ଏହା ଅତିଥିମାନଙ୍କ ପ୍ରତି ଅପମାନ ସଦୃଶ ବୋଲି ଲୋକେ ନିଜର ପ୍ରତିକ୍ରିୟା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୦ ବର୍ଷ ଲିଭ୍‌ଇନ୍‌ରେ ରହିବା ପରେ ହେଲା ବିବାହ

ରାୟପୁର,୧୬।୨: ଛତିଶଗଡ଼ରେ ୫୦ ବର୍ଷ ଲିଭ୍‌ଇନ୍‌ରେ ରହିବା ପରେ ଜଣେ ୬୭ ବର୍ଷ ବୟସ୍କା ମହିଳା ୭୩ ବର୍ଷ ବୟସ୍କ ପୁରୁଷଙ୍କ ବିବାହ କରିଛନ୍ତି। ସ୍ଥାନୀୟ...

ହାତରେ ମେହେନ୍ଦୀ, ହଳଦୀ ଲଗାଇ ବସିଥିଲା କନ୍ୟା: ହେଲେ ଆସିଲାନି ବର…

ମହାରାଜଗଞ୍ଜ,୧୭।୫: ବିବାହକୁ ନେଇ ଅନେକ ଯୁବକ ଯୁବତୀ ବହୁ ସ୍ବପ୍ନ ଦେଖିଥାନ୍ତି। ସାତଜନ୍ମ ଯାଏ ଏକାସାଙ୍ଗରେ ରହିବାଠାରୁ ଆରମ୍ଭ କରି ସଂସାର ଗଢ଼ିବା ପର୍ଯ୍ୟନ୍ତ କେତେ...

ସବୁଠୁ ଛୋଟ ନଦୀ ‘ରୋଏ’

ୱାଶିଂଟନ: ଭାରତରେ ଅନେକ ନଦୀ ବହିଛି। ହେଲେ ଆମେ ସେହି ନଦୀ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଅତିକ୍ରମ କରିବାକୁ ଆମକୁ ବହୁ ମାସ ସମୟ ଲାଗିଯିବ।...

ବନ୍ଧାହୋଇ ରହିଲେ କ’ଣ ସମସ୍ୟା ହେବ

*ଅଧିକ ସମୟ ଗୋଡ଼ରେ ଶିକୁଳି ପଡ଼ି ରହିବାରୁ କ୍ଷତ ହୁଏ ଏବଂ ସଂକ୍ରମଣ ମଧ୍ୟ ବଢ଼ିଥାଏ। *ଗୋଟିଏ ପ୍ରାପ୍ତବୟସ୍କ ହାତୀକୁ ଯେତିକି ଖାଦ୍ୟ ଆବଶ୍ୟକ, ବନ...

ଆଖିରେ ପଟି ବାନ୍ଧି ୫ ସେକେଣ୍ଡ୍‌ରେ ପିଆଜ କାଟୁଛନ୍ତି ଯୁବକ

ମୁମ୍ବାଇ,୨ା୧୦: ମହାରାଷ୍ଟ୍ରର ଜଣେ ଯୁବକ ଆଖିରେ ପଟି ବାନ୍ଧି ପିଆଜ କାଟି ପକାଉଛନ୍ତି। ଓ୍ବାଶିମ ଜିଲାର ସେଲୁ ବଜାରରେ ରହୁଥିବା ଜିତେଶଙ୍କ ଏପରି ଅଭିନବ କାମ...

ବିଶ୍ୱରେ ପାଳିତ ହେଉଥିବା କିଛି ଅଜବ ଦିବସ

* ଜାନୁୟାରୀ ୩ ତାରିଖକୁ ବିଶ୍ୱର ବିଭିନ୍ନ ସ୍ଥାନରେ ଶୟନ ଦିବସ ଭାବେ ପାଳନ କରାଯାଏ। ଏହି ଦିନ ଲୋକମାନେ ନିଜ ଇଚ୍ଛା ମୁତାବକ ଯେତେ...

ଗୁଗୁଲ ଗର୍ଲ କାଶଭି ତୃତୀୟ ଶ୍ରେଣୀରୁ ଯିବେ ଅଷ୍ଟମକୁ, ହାଇକୋର୍ଟଙ୍କ ନିର୍ଦ୍ଦେଶ…

ପାଲାମପୁର,୨୪।୩ : ଏକ ସ୍ବତନ୍ତ୍ର ମାମଲାରେ ହିମାଚଳ ପ୍ରଦେଶ ହାଇକୋର୍ଟ ପାଲାମପୁରର ତୃତୀୟ ଶ୍ରେଣୀ ଛାତ୍ରୀ ଗୁଗୁଲ ଗର୍ଲ କାଶଭିଙ୍କୁ ଅଷ୍ଟମ ଶ୍ରେଣୀରେ ପଢ଼ିବାକୁ ଅନୁମତି...

ପ୍ରଥମ ଉପାର୍ଜନ ବୋଉକୁ ଦେଇଥିଲି: ଗାଳ୍ପିକା, ପ୍ରାବନ୍ଧିକା ସବିତା ମହାପାତ୍ର

ରୌପ୍ୟ ନଗରୀ କଟକର ମେରିଆ ବଜାରରେ ମୋର ଜନ୍ମ। ପାଠପଢା ବି ସେଇଠି। ପ୍ୟାରିମୋହନ ଏକାଡେମୀରୁ ଏକାଦଶ ପାସ୍‌ କରି ଶୈଳବାଳା ମହିଳା ମହାବିଦ୍ୟାଳୟରେ ଗୃହ...

Advertisement
Archives

Model This Week