Posted inଜାତୀୟ

ବିବାହରେ କେତେ ଅତିଥି ଯୋଗ ଦେବେ ତାହା ସ୍ଥିର କରିବେ ସରକାର

ନୂଆଦିଲ୍ଲୀ,୨୧।୫: ରାଜଧାନୀ ଦିଲ୍ଲୀରେ ହୋଟେଲ, ମୋଟେଲ ଓ ବଡ ବଡ ଫାର୍ମ ହାଉସରେ ହେଉଥିବା ବିବାହରେ ଖାଦ୍ୟ ନଷ୍ଟ ହେବ ନାହିଁ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଦିଲ୍ଲୀ ସରକାର ଏନେଇ କଡା ନିୟମ ପ୍ରଣୟନ କରିବାକୁ ଚିନ୍ତା କରୁଛନ୍ତି। ଏହି ନିୟମ ଅନୁଯାୟୀ ବିବାହର ଆୟୋଜକ ସ୍ଥାନୀୟ ହୋଟେଲ ସହ ଗୋଟିଏ ଦିନ ପୂର୍ବରୁ କେତେ ବରଯାତ୍ରୀ ଆସିବେ ସେ ନେଇ କଥା ହେବେ। ଯେତେ କାର ଆସିବ ତା’ର ଚାରି ଗୁଣା ଅତିଥିଙ୍କୁ ନିମନ୍ତ୍ରଣ ଦିଆଯିବ। ଏବେ ଏହି ନିୟମ ପ୍ରଣୟନ ହୋଇ ନ ଥିବା ବେଳେ ଏହା ଖୁବ୍‌ ଶୀଘ୍ର ଲାଗୁ କରିବା ପାଇଁ ପ୍ରସ୍ତୁତି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ହନିଟ୍ରାପ୍‌ଙ୍କ ସହିତ ଜେଲରଙ୍କ ଫଟୋ ଭାଇରାଲ

ଭୋପାଳ, ୩।୯: ଜଣେ ଜିଲା ଜେଲରଙ୍କ ଫଟୋ ଏବେ ସୋସିଆଲ୍‌ ମିଡ଼ଆରେ ଭାଇରାଲ ହେବାରେ ଲାଗିଛି। ମଧ୍ୟପ୍ରଦେଶର ବହୁଚର୍ଚ୍ଚିତ ହନିଟ୍ରାପ୍‌ ଶ୍ୱେତା ବିଜୟ ଜୈନଙ୍କ ସହିତ...

ରାଣା ଗୁରଜିତ ସିଂଙ୍କୁ ନେଇ ସରଗରମ ପଞ୍ଜାବ ରାଜନୀତି

ଚଣ୍ଡିଗଡ଼,୨୮ ।୯: ପଞ୍ଜାବ ରାଜନୀତିରେ ସଂଘର୍ଷ ଲାଗି ରହିଛି । କଂଗ୍ରେସ ଶାସିତ ଏହି ରାଜ୍ୟରେ ସବୁବେଳେ କିଛି ନା କିଛି ଅସୁବିଧା ପରିଲକ୍ଷିତ ହେଉଛି...

ନୂଆ ସଂସଦ ଭବନ ଉପରେ ୬.୫ ମିଟର ଉଚ୍ଚତାର ଅଶୋକ ସ୍ତମ୍ଭ, ଉଦ୍‌ଘାଟନ କଲେ ମୋଦି

ନୂଆଦିଲ୍ଲୀ,୧୧।୭: ସଂସଦ ଗୃହର ନୂତନ କୋଠାର ଛାତ ଉପରେ ୬.୫ ମିଟର ଉଚ୍ଚର ଅଶୋକ ସ୍ତମ୍ଭ ନିର୍ମାଣ କରାଯାଇଛି। ଏହାକୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଆଫଗାନିସ୍ତାନରେ ଭାରତୀୟ ସାମ୍ବାଦିକଙ୍କୁ ହତ୍ୟା; ଜାଣନ୍ତୁ କିଏ ଥିଲେ ଦାନିଶ

ନୂଆଦିଲ୍ଲୀ,୧୬।୭: ପୁଲିଟର ପୁରସ୍କାର ବିଜେତା ଭାରତୀୟ ଫଟୋ ସାମ୍ବାଦିକ ଦାନିଶ ସିଦ୍ଦିକିଙ୍କୁ ଶୁକ୍ରବାର ଆଫଗାନିସ୍ତାନରେ ହତ୍ୟା କରାଯାଇଛି। ସେ କାନ୍ଦାହାରର ସ୍ପିନ୍‌ ବୋଲଡାକ ହିଂସାକାଣ୍ଡ ଘଟଣାର...

ରୂପକୁଣ୍ଡ କଙ୍କାଳର ରହସ୍ୟ ଜଣାପଡ଼ିଲା

ହାଇଦ୍ରାବାଦ:ହିମାଳୟରେ ବହୁ ପ୍ରାକୃତିକ ହ୍ରଦ ଓ କୁଣ୍ଡ ମଧ୍ୟରେ ରୂପକୁଣ୍ଡ ହ୍ରଦ ପୂରା ଭିନ୍ନ। ହିମାଳୟର ୫,୦୨୯ ମିଟର ଉଚ୍ଚରେ ଥିବା ଏହି ହ୍ରଦ ଭିତରେ...

ଥମୁନି ଦାଦନଙ୍କ ଗଣପଳାୟନ

ନୂଆଦିଲ୍ଲୀ,୩୦ା୩(ପି.ଟି.): କୋଭିଡ୍‌-୧୯ ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ଲକ୍‌ଡାଉନ୍‌ ଡାକରା ପଞ୍ଚମ ଦିନରେ ପହଞ୍ଚତ୍ଛି। ସାମ୍ପ୍ରତିକ ଅଚଳାବସ୍ଥା ଦେଶର ବଡ଼ ବଡ଼ ସହରରେ...

୪ ବର୍ଷ ଶିଶୁର କାନ୍ଦ ସହି ନ ପାରି ଜେଲ୍‌ରେ ବନ୍ଦ ଥିବା ମା’ ସହ ରାତିରେ ଭେଟ କରାଇଲେ ପ୍ରଶାସନ

ସାଗର,୩୦।୧: ମଧ୍ୟପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ଜେଲ୍‌ରେ ବନ୍ଦ ଥିବା ମା’କୁ ଦେଖିବା ପାଇଁ ୪ ବର୍ଷର ଶିଶୁ ରାତିରେ ରାହା ଧରି କାନ୍ଦିଥିଲା।...

ରାମଦାସ ଅଠୱାଲେଙ୍କୁ କରୋନା

ମୁମ୍ବାଇ,୨୭।୧୦:ରିପବ୍ଲିକାନ ପାର୍ଟି ସଭାପତି ତଥା କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ମୁମ୍ବାଇର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୋଟିଏ ଦିନ...

Advertisement
Archives

Model This Week