ବିବାହର ପ୍ରଲୋଭନ ଦେଖାଇ ପ୍ରତାରଣା: ଯୁବତୀ ୮ ମାସର ଗର୍ଭବତୀ, ଅଭିଯୁକ୍ତ ପ୍ରେମିକ ଗିରଫ

ପାଟଣା,୨୦।୯(ସ୍ବ.ପ୍ର.): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ପ୍ରତାରଣା କରିବା ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ପୋଲିସ ଜନୈକ ବିବାହିତ ଅଭିଯୁକ୍ତ ପ୍ରେମିକଙ୍କୁ ଶୁକ୍ରବାର ଗିରଫ କରିଛି। ଗିରଫ ଯୁବକ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା କୁଚେଇକୁଦ ଗ୍ରାମର ବଡ଼ସାଖିଲା ମାଝିଙ୍କ ପୁଅ ପଞ୍ଚୁ ହେମ୍ରମ୍‌(୨୪)।
ସୂଚନା ଅନୁଯାୟୀ, ସାହାରପଡ଼ା ବ୍ଲକ ଅଞ୍ଚଳର ଜଣେ କଲେଜ ପଢ଼ୁଆ ଯୁବତୀଙ୍କୁ ପଞ୍ଚୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କସହ ଶାରୀରିକ ସମ୍ପର୍କ ରଖିଥିଲେ। ଫଳରେ ଯୁବତୀ ଜଣକ ୮ମାସର ଗର୍ଭବତୀ ହୋଇଥିଲେ। ଏ ନେଇ ଯୁବତୀଙ୍କ ମା’ ପାଟଣା ଥାନାରେ ଗୁରୁବାର ଅଭିଯୋଗ କରିଥିଲେ। ଶୁକ୍ରବାର ପୋଲିସ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଯୁବତୀଙ୍କ ଡାକ୍ତରୀ ମାଇନା କରିବାପରେ ଅଭିଯୁକ୍ତ ପଞ୍ଚୁଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଅଁରମାଲ ପତ୍ରା ଜଙ୍ଘଲ ରୁ କୁଟୁରା ଶିକାର

ଲଇକେରା ୪।୪ (ଡି.ଏନ.ଏ.) ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ କୁଅଁରମାଲ ବିଟ୍ ଚିରଗୁଣି ପତ୍ରା ଜଙ୍ଘଲରୁ ଏକ କୁଟୁରା ଶିକାର ଅଭିଯୋଗରେ ବନ ବିଭାଗ...

ନାବାଳିକା ବଳାତ୍କାର: ଅଭିଯୁକ୍ତଙ୍କ ସହ ଧରାପଡ଼ିଲେ ୨ ସହଯୋଗୀ

ପାଟଣାଗଡ଼,୧୮ା୧୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଝୁଲେନବର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାର ତଦନ୍ତ...

ଗ୍ରାମବାସୀ ନେଲେ ଭୋଟ ବର୍ଜନ ନିଷ୍ପତ୍ତି

ଦଶମନ୍ତପୁର,୨୨ା୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପାଇକ ଫୁଲବେଡ଼ା ପଞ୍ଚାୟତର ୪ଟି ଗ୍ରାମର ଗ୍ରାମବାସୀ ମଙ୍ଗଳବାର ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି...

ଜଳୁଛି କୁଲଡ଼ିହା, ଦେବଗିରି

ନୀଳଗିରି/ସୋର, ୧୩।୩(ସ୍ବ.ପ୍ର./ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟ ଓ ସୋର ତହସିଲ ଅଧୀନ ଦେବଗିରି ପାହାଡ଼ରେ ନିଆଁ ଜଳୁଥିବା ବେଳେ ନିଆଁକୁ ଆୟତ୍ତ କରିବାକୁ...

ଅଫ୍‌ଲାଇନ, ଅନ୍‌ଲାଇନରେ ସାମଗ୍ରୀ ବିକ୍ରି

କେନ୍ଦ୍ରାପଡ଼ା ଅଫିସ, ୧।୨: ସୁନେଲି ରଙ୍ଗର ବଣୁଆ ଘାସ କାଇଁଚ। ଏହି ଘାସ ଏବେ କେନ୍ଦ୍ରାପଡ଼ା ଜିଲାର ୧୮୬୪ ପରିବାରର ମହିଳାଙ୍କୁ ରୋଜଗାର ଦେବା ସହ...

୧୪ ସୁଦ୍ଧା ଅଯୋଗ୍ୟ ହିତାଧିକାରୀ ଫେରାଇବେ କାଳିଆ ଟଙ୍କା

ବୁଗୁଡ଼ା,୧୩ା୮(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ୨୧ ପଞ୍ଚାୟତରେ କାଳିଆ ଯୋଜନାରେ ୫ ହଜାର ଟଙ୍କା ଲେଖାଏ ୧୫ ହଜାର ୩୯୪ ହିତାଧିକାରୀ ପାଇ ଉପକୃତ ହୋଇଛନ୍ତି। ସେଥିରୁ...

ଗଞ୍ଜାମରେ ପାଳନ ହେବନି ଦୁର୍ଗାପୂଜା: ଜିଲାପାଳ

ଛତ୍ରପୁର,୧୨ା୧୦(ଡି.ଏନ୍‌.ଏ.): ଗଞ୍ଜାମରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଆପଣମାନଙ୍କ ସହଯୋଗ ଓ ଚେଷ୍ଟା ଯୋଗୁ ଏହା ହୋଇପାରିଛି। ଏଥିପାଇଁ ଗଞ୍ଜାମର ଜନସାଧାରଣଙ୍କୁ ସୋମବାର...

ଅଦିନିଆ ବର୍ଷାରେ ଗଜା ହେଲା ଧାନ, ଚିନ୍ତାରେ ଚାଷୀ

କୋକସରା,୧୫ା୧(ଡି.ଏନ୍‌.ଏ.): ଭିତ୍ତିଭୂମି ନାହିଁ, ଖୋଲା ଆକାଶ ତଳେ ପଡ଼ିରହିଛି କଳାହାଣ୍ଡି ଜିଲା କୋକସରା ବ୍ଲକ କାଶୀବାହାଲ ମଣ୍ଡିରେ ହଜାର ହଜାର କ୍ୱିଣ୍ଟାଲ ଧାନ। ଅଦିନିଆ ବର୍ଷା,...

Advertisement
Archives

Model This Week