ବିବାହିତ ମହିଳାଙ୍କ ଆତ୍ମହତ୍ୟା

ବାରଙ୍ଗ, ୧୯।୧୦(ଡି.ଏନ୍‌.ଏ.): ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମର ଜଣେ ବିବାହିତ ମହିଳା ଶୁକ୍ରବାର ରାତିରେ ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଛନ୍ତି। ସେ ହେଲେ ବାଙ୍କୀ ଥାନା ଅନ୍ତର୍ଗତ ଗୟଳବାଙ୍କ ଗ୍ରାମର ସନାତନ ଜେନାଙ୍କ ଝିଅ କଲ୍ୟାଣୀ।
ପ୍ରକାଶ ଯେ, କଲ୍ୟାଣୀ ରଘୁନାଥପୁର ଗ୍ରାମର କିଶୋରଚନ୍ଦ୍ର ମାଝିଙ୍କୁ ବିବାହ କରିଥିଲେ। ଶୁକ୍ରବାର ରାତିରେ କିଶୋର ଶୌଚ ହେବାକୁ ଯାଇଥିବା ବେଳେ କଲ୍ୟାଣୀ ଭିତରପଟୁ କବାଟ ବନ୍ଦ କରିଦେଇଥିଲେ। କିଶୋର ଯେତେ ଡାକିଥିଲେ ମଧ୍ୟ ସେ ଶୁଣି ନ ଥିଲେ। କଲ୍ୟାଣୀ ଫ୍ୟାନ୍‌ରେ ଶାଢ଼ି ବାନ୍ଧି ଆତ୍ମହତ୍ୟା କରିଥିବା କିଶୋର ଝରକାବାଟେ ଦେଖିବାକୁ ପାଇଥିଲେ। ପରେ ସେ କଲ୍ୟାଣୀଙ୍କ ପରିବାର ସହ ନନ୍ଦନକାନନ ଥାନାକୁ ଜଣାଇଥିଲେ। କଲ୍ୟାଣୀଙ୍କ ବାପା ସନାତନ ଶନିବାର ସକାଳେ ଝିଅ ଆତ୍ମହତ୍ୟା କରିଥିବା ଅଭିଯୋଗ କରିଛନ୍ତି। ଏ ନେଇ ପୋଲିସ କେସ୍‌ ନଂ. ୬/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁକରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା

ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ…

ତାରସିଂ ରେଞ୍ଜରେ ଦନ୍ତା ହାତୀର ମୃତ୍ୟୁ, ନୟାଗଡ଼ ବନଖଣ୍ଡରେ ଚିକିତ୍ସାଧୀନ ଥିଲା

ଭଞ୍ଜନଗର,୯।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜରେ ଶନିବାର ଅପରାହ୍ନରେ ଏକ ଦନ୍ତା ହାତୀ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ହାତୀର ବୟସ ପ୍ରାୟ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

ଆଧ୍ୟାତ୍ମିକ ପରିବେଶରେ ଚାଲିଛି ଭଞ୍ଜନଗର ଠାକୁରାଣୀ ଯାତ୍ରା, ୫୦ ହଜାରରୁ ଊର୍ଦ୍ଧ୍ୱ ଭକ୍ତଙ୍କ ସମାଗମ

ଭଞ୍ଜନଗର,୯ ।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାରେ ଦିନକୁ ଦିନ ଅସମ୍ଭାଳ ଭିଡ ହେଉଛି ଦେବୀଙ୍କ ଦର୍ଶନ ପାଇଁ। ଶନିବାର ଦେବୀଙ୍କ ଦର୍ଶନ, ସାଂସ୍କୃତିକ କାର୍ଯ୍ୟକ୍ରମ…

ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…

ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର…

ଥୁଆମୂଳ ରାମପୁରରେ ବିଭାଗୀୟ ଅପାରଗତାର ଚରମ ସୀମା: ନବନିର୍ମିତ କୋଠା ଏବେ ‘ମଦ୍ୟପଙ୍କ ସ୍ଵର୍ଗ’

ଥୁଆମୂଳ ରାମପୁର, ୯ା୫ (ଦୁର୍ଗା କୀର୍ତ୍ତି): କୃଷି ଓ କୃଷକର ଉନ୍ନତି ପାଇଁ ସରକାରୀ ସ୍ତରରେ ଯୋଜନାର ଅଭାବ ନାହିଁ, ମାତ୍ର କ୍ଷେତ୍ର ସ୍ତରରେ ଏହାର ରୂପାୟନ…

ପାରଳାଖେମୁଣ୍ଡିରେ ବଢୁଛି ପାଇପ ମିଟର ଚୋରି ଘଟଣା: ସିସିଟିଭିରେ କଏଦ ହେଲା ଚୋରୀ ସମୟର ଦୃଶ୍ୟ, ଚିନ୍ତାରେ…

ପାରଳାଖେମୁଣ୍ଡି, ୯।୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଏବେ ପାଇପ ମିଟର ଚୋରଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି । ଜନସ୍ବାସ୍ଥ୍ୟ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri