ବିବାହିତ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା,୧୫।୨୦(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ପଞ୍ଚାୟତ ବେଲପଶି ଗ୍ରାମ ଜଙ୍ଗଲରେ ମଙ୍ଗଳବାର ଜଣେ ୩୯ ବର୍ଷୀୟ ବିବାହିତ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଉଛନ୍ତି ମୟୁରଭଞ୍ଜ ଜିଲା ରରୁଆଁଥାନା ଆଦିପୁର ଗ୍ରାମର ଉମେଶ ଦାସ। ଆତ୍ମହତ୍ୟାର ସଠିକ କାରଣ ଜଣାପଡି ନ ଥିବାବେଳେ ଯୁବକ ଜଣକ ରବିବାର ଶଶୁର ଘର ବେଲପଶିକୁ ଲକ୍ଷ୍ମୀପୂଜା ଦେଖିବା ପାଇଁ ଆସିଥିଲେ। ସୋମବାର ବିଳମ୍ବିତ ରାତିରେ ସେ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୪ତମ ବୋଇତ ବନ୍ଦାଣ ମହୋତ୍ସବ ଉଦ୍‌ଘାଟିତ: ସୁଦୃଢ଼ ପାଇଁ ସହଯୋଗ କରିବ ସଂସ୍କୃତି ବିଭାଗ

ଅନୁଗୋଳ ଅଫିସ, ୧୦।୧୧ – ଅନୁଗୋଳର ସେବା ଓ ସାଂସ୍କୃତିକ ଅନୁଷ୍ଠାନ ‘କଳାକାର’ ପକ୍ଷରୁ ୩୪ତମ ବୋଇତ ବନ୍ଦାଣ ମହୋତ୍ସବ ୨୦୧୯ ଶନିବାର ଉଦ୍‌ଘାଟିତ ହୋଇଯାଇଛି।...

୬ ମାସ ତଳୁ ଶେଷ ହେଲାଣି ଇକୋ ପାର୍କ ପରିଚାଳନା ଚୁକ୍ତି: ନାଲି ଫିତା ତଳେ ନବୀକରଣ

ଅନୁଗୋଳ ଅଫିସ, ୧୩।୧୧-ସହରବାସୀଙ୍କୁ ସତେଜ ରଖିବା ତଥା ଏକ ସୁସ୍ଥ ପରିବେଶ ଭେଟିଦେବାକୁ ଅନୁଗୋଳ ପୌରପାଳିକା ପକ୍ଷରୁ ଶିକ୍ଷକପଡ଼ାଠାରେ ଇକୋ ପାର୍କର ପରିକଳ୍ପନା କରାଯାଇଥିଲା। ପ୍ରଥମେ...

ଅପହୃତା ନାବାଳିକା ଛାତ୍ରୀ ଉଦ୍ଧାର: ଅଭିଯୁକ୍ତ ଗିରଫ

କଣ୍ଟାପଡା,୨।୧୧(ଡି.ଏନ୍‌.ଏ.): ଓଲଟପୁର ଥାନା ଅଞ୍ଚଳର ଏକ କଲେଜରେ ପାଠ ପଢ଼ୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ କରିବା ଅଭିଯୋଗରେ ଓଲଟପୁର ପୋଲିସ ଶନିବାର ଜଣେ ଯୁବକଙ୍କୁ...

ପୋକତୁଙ୍ଗା ସେବା ସମବାୟ ବ୍ୟାଙ୍କରୁ ଲୁଟ୍‌: ତାଲା ତାଡ଼ି ନେଇଗଲେ ଆଇରନ ଚେଷ୍ଟ

ବନ୍ତଳା,୭।୮ (ଡି.ଏନ.ଏ.):ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ସେବା ସମବାୟ ବ୍ୟାଙ୍କରୁ ସୋମବାର ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ବ୍ୟାଙ୍କ ଗ୍ରୀଲ ତାଡି ଭିତରେ ପଶିବା...

୨ ସେବାୟତଙ୍କୁ କରୋନା

ପୁରୀ ଅଫିସ,୨୦ା୭:ରଥଯାତ୍ରା ପରେ କରୋନା ସଂକ୍ରମଣ ସ୍ଥିତି ଜାଣିବା ପାଇଁ ସେବାୟତମାନଙ୍କର ତୃତୀୟ ପର୍ଯ୍ୟାୟ କୋଭିଡ୍‌ ଟେଷ୍ଟ କରାଯାଇଥିଲା। ମୋଟ ୨,୬୩୬ ସେବାୟତଙ୍କ ସ୍ବାବ୍‌ ସଂଗ୍ରହ...

ଜିଲା ଆଇନସେବା ପ୍ରାଧିକରଣ କର୍ମଶାଳା

ଫୁଲବାଣୀ ଅଫିସ, ୩୦ା୧-ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ବିଭିନ୍ନ ଦିନରେ ଭିନ୍ନ ବିଷୟରେ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ସୋମବାର ଜିଲା ଆଇନ ସେବା ପ୍ରାଧିକରଣ ପରିସରରେ...

କଣ୍ଟେନର ଅଟକାଇ ୭୨ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଚମ୍ପୁଆ, ୧୮।୫(ଡି.ଏନ.ଏ.)-ଚମ୍ପୁଆ ସୀମାନ୍ତ ଦେଇ ଗତ ରବିବାର ରାତିରେ ଯାଉଥିବା ଏକ କଣ୍ଟେନରକୁ ଚମ୍ପୁଆ ପୋଲିସ ଅଟକାଇବା ସହିତ ସେଥିରେ ଥିବା ୭୨ ଶ୍ରମିକଙ୍କ ସ୍ବାସ୍ଥ୍ୟ...

ସରକାରୀ ସାହାଯ୍‌ ଆଶ୍‌ରେ ବୁନାକାର ପରିବାର

ଲାଠୋର, ୨୯ା୧୦ (ଡି.ଏନ୍‌.ଏ.)- ସରକାର ବୁନାକାର ପରିବାରମାନକୁ ଅନେକ ସୁବିଧା ସୁଯୋଗ ଯୁଗେଇ ଦେଉଛନ୍‌। ସେନ୍‌ତା ଭିନେ ଭିନେ ଗଁାଗଁଲିରେ ଥିବାର ବୁନାକାରମାନକୁ ପ୍ରଶିକ୍ଷକମାନକର ଜରିଆରେ...

Coronavirus Update

Archives

Model This Week

Why Dharitri