ବିବାହ ଉତ୍ସବ ପାଲଟିଲା ଶ୍ମଶାନ

କାବୁଲ, ୧୮।୮: ଆଫଗାନିସ୍ତାନରେ ଏକ ବିବାହ ଉତ୍ସବରେ ବିସ୍ଫୋରଣ ଘଟି ୬୩ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ଶହେ ୮୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ଥିବା ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। କିଭଳି ବିସ୍ଫୋରଣ ଘଟିଲା ତାହାର ତଦନ୍ତ ପୋଲିସ ପକ୍ଷରୁ ଜାରି ରହିଛି। ସୂଚନାଯୋଗ୍ୟ, ୧୦ ଦିନ ପୂର୍ବରୁ ଏଠାରେ ଏକ ବସରେ ବିସ୍ଫୋରଣ ଘଟିଥିଲା। ଏଥିରେ ୯୫ ଲୋକ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ଆଫଗାନିସ୍ତାନ ବିସ୍ଥାପିତଙ୍କ ପାଇଁ ବିପଜ୍ଜନକ ହେବ ଶୀତଦିନ: ଜାତିସଂଘର ଚେତାବନୀ…

ଜେନେଭା,୧୩।୧୧ : ଆଫଗାନିସ୍ତାନରେ ହୋଇଥିବା କ୍ଷମତା ଦଖଲ, ୟୁକ୍ରେନରେ ଚାଲିଥିବା ଯୁଦ୍ଧ ଏବଂ ମଧ୍ୟ ପୂର୍ବରେ ସଙ୍କଟ ଯୋଗୁଁ ଲକ୍ଷ ଲକ୍ଷ ଲୋକ ବିସ୍ଥାପିତ ହୋଇଛନ୍ତି।...

ଟ୍ରମ୍ପ କଲେ କରୋନା ଭାଇରସ ଟେଷ୍ଟ

ଓ୍ବାଶିଂଟନ,୧୫।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏହାକୁ ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ତାଙ୍କର କରୋନା ଭାଇରସ ଟେଷ୍ଟ...

କରୋନାକୁ ପରାସ୍ତ କଲେ ୧୧୩ ବର୍ଷ ବୟସ୍କା ବୃଦ୍ଧା

ମାଦ୍ରିଦ୍‌,୧୩।୫: କରୋନା ସଂକ୍ରମିତ ସଂଖ୍ୟା ଅନୁସାରେ ସ୍ପେନ୍‌ ପୃଥିବୀରେ ଦ୍ୱିତୀୟ ସ୍ଥାନରେ ରହିଛି। ଏଠାରେ ୨ଲକ୍ଷ ୬୯ ହଜାର ୫୨୦ ଜଣ ସଂକ୍ରମିତ ହୋଇଥିବାବେଳେ ମୃତକଙ୍କ...

ମୋଦିଙ୍କ ସମ୍ମାନରେ ଛତା ଧରିଲେ କିରଗିଜ୍‌ସ୍ଥାନ ରାଷ୍ଟ୍ରପତି

ବିଶକେକ୍‌,୧୫।୬: ଶୀଲଙ୍କା ପରେ ଏବେ କିରଗିଜ୍‌ସ୍ଥାନରେ ବଢ଼ିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ମାନ। ସେଠାକାର ରାଷ୍ଟ୍ରପତି ମୋଦିଙ୍କ ପାଇଁ ଛତା ଧରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ,...

ଭାରତର ନିମନ୍ତ୍ରଣରେ ଆସିବେ ଇସ୍ରାଏଲ ପ୍ରଧାନମନ୍ତ୍ରୀ

ଜେରୁଜେଲମ, ୨୫ା୧: ଭାରତ ଓ ଇସ୍ରାଏଲ ମଧ୍ୟରେ କୂଟନତୈକ ସମ୍ପର୍କର ୩୦ ବର୍ଷ ପୂର୍ତ୍ତି ଅବସରରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନାଫଟାଲି ବେନେଟ୍‌ ଭାରତ ଆସିପାରନ୍ତି। ଏ...

ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା କମିଛି: ମୋଦି-ଇମ୍ରାନ୍‌ଙ୍କୁ ଖୁବ୍‌ ଶୀଘ୍ର ଭେଟିବାକୁ ସୂଚନା ଦେଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୭।୯: ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ପୁଣି ଥରେ ମଙ୍ଗଳବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମନ୍ତବ୍ୟ ଦେଇଛନ୍ତିି। ଜମ୍ମୁ-କଶ୍ମୀର ନାମ ନ ନେଇ ଟ୍ରମ୍ପ୍‌ କହିଛନ୍ତି ଯେ,...

ବନ୍ୟା ପ୍ରପୀଡ଼ିତଙ୍କୁ ସାହାଯ୍ୟ କରିବା ପାଇଁ ପାକିସ୍ତାନରୁ ମୁହଁ ଫେରାଇଲା ଓଆଇସି

ଇସଲମାବାଦ,୧୩ା୧୦: ପାକିସ୍ତାନରେ ହୋଇଥିବା ବନ୍ୟା ପରିସ୍ଥିତି ସମ୍ପର୍କରେ କାହାକୁ ଅଜଣା ନାହିଁ। ଏହି ବନ୍ୟାରେ ୬୦-୬୫ ଲକ୍ଷ ଲୋକ ଭୂମିହୀନ ହୋଇଛନ୍ତି। ୧୭୦୦ରୁ ଅଧିକ ଲୋକ...

ରାଣୀର ଲମ୍ବ ୨୦ ଇଞ୍ଚ

ଢାକା,୧୩ ।୭: ବାଂଲାଦେଶର ଏକ ଗାଈ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଯାହାକୁ ଦେଖିବାକୁ ତା’ ମାଲିକଙ୍କ ଘରେ ପ୍ରତିଦିନ ହଜାର...

Advertisement
Archives

Model This Week