ବିବାହ କରିବାକୁ ଯାଉଛନ୍ତି ଆଦିତ୍ୟ ରୟ କପୁର

ବଲିଉଡର ଆଉ ଜଣେ ଅଭିନେତା ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଆଶିକ୍‌-୨ ଫେମ୍‌ ଆଦିତ୍ୟ ରୟ କପୁର ଗର୍ଲଫ୍ରେଣ୍ଡ୍‌ ଦିଭା ଧାଓ୍ବନଙ୍କ ବିବାହ କରିବାକୁ ଯାଉଛନ୍ତି। ଉଭୟଙ୍କ ବିବାହ ୨୦୨୦ ଆରମ୍ଭରେ ଅନୁଷ୍ଠିତ ହେବ। ଏହାପୂର୍ବରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଦିଭା ଜଣେ ଫ୍ୟାଶନ୍‌ ଡିଜାଇନର୍‌। ସେ ନ୍ୟୁୟର୍କରେ ଜନ୍ମ ହୋଇ ସେଠାରେ ରହୁଛନ୍ତି। ତାଙ୍କ ମାତା ପିତା ଭାରତୀୟ। ମାତ୍ର ୧୪ବର୍ଷ ବୟସରୁ ଦିଭା ମଡେଲିଂ କରିବା ଆରମ୍ଭ କରିଥିଲେ। ସେ ଅଭିନେତ୍ରୀ ଲିଜା ହେଡେନଙ୍କ ଜରିଆରେ ଆଦିତ୍ୟଙ୍କୁ ଭେଟିଥିଲେ। ପ୍ରଥମେ ବନ୍ଧୁତା ଏବଂ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏକଦା ଦୁହେଁ ଦୁହିଁଙ୍କ ଥିଲେ ଜୀବନ, ଏବେ ମାମୁଁ ଗୋବିନ୍ଦା-କୃଷ୍ଣାଙ୍କ ସମ୍ପର୍କରେ ଫାଟ; କାରଣ ଜାଣିଲେ..

ବମ୍ବେ: ଟେଲିପରଦାର ଲୋକପ୍ରିୟ କମେଡି ଶୋ’ ‘କମେଡି ନାଇଟ୍ସ ଉଇଥ୍‌ କପିଲ’ରେ ନଜର ଆସିଥାନ୍ତି କୃଷ୍ଣା ଅଭିଷେକ। ସପନା ଭୂମିକାରେ କୃଷ୍ଣାଙ୍କ ଅଭିନୟ ଦର୍ଶକଙ୍କୁ ପସନ୍ଦ...

ଭୋକିଲା ଦୂର ପାଇଁ ଆଗେଇ ଆସିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଅଭିନେତ୍ରୀ ସୋନମ କପୁର ଅନେକ ସାମାଜିକ କାର୍ଯ୍ୟ ସହିତ ନିଜକୁ ଜଡିତ କରିଛନ୍ତ। ଏପେ ସମଗ୍ର ବିଶ୍ୱରେ କ୍ଷୁଧା ଦୂର କରିବାକୁ ସେ ସ୍ଥିର କରିଛନ୍ତି।...

୩ ବିବାହ କରିଛନ୍ତି ଏହି ପ୍ରସିଦ୍ଧ ଅଭିନେତା, ବିବାହ ପୂର୍ବରୁ ମା’ ହୋଇଥିଲେ ଗର୍ଲଫ୍ରେଣ୍ଡ

ସାଉଥ ସିନେମାର ପାୱାର ଷ୍ଟାର ଚିରଞ୍ଜୀବୀଙ୍କ ଭାଇ ତଥା ଅଭିନେତା ପୱନ କଲ୍ୟାଣଙ୍କୁ ୫୦ ବର୍ଷ ବୟସ ହୋଇଛି। ସେ ସେପ୍ଟେମ୍ବର ୨, ୧୯୭୧ ରେ...

ଅଭିନୟ କରିବେ ବୋଲି ପିଜା ଖାଇବା ଛାଡି ଦେଇଥିଲେ ପରିଣିତି

ମୁମ୍ବାଇ: ବଲିଉଡ୍ କୁଇନ୍ ପରିଣିତି ଚୋପ୍ରା ଅନେକ ୟଙ୍ଗଷ୍ଟରଙ୍କର ପ୍ରଥମ ପସନ୍ଦ ନାୟିକା ବୋଲି କୁହାଯାଏ । ଅଭିନୟରେ ସେ ଯେମିତି ପାରଙ୍ଗମ ପାଠପଢାରେ ବି...

ଟଙ୍କା ନାହିଁ, ଭଙ୍ଗା ଅଫିସ୍‌ରେ କାମ କରିବି: କଙ୍ଗନା

ମହାରାଷ୍ଟ୍ର ସରକାର ଏବଂ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଲାଗିରହିଛି। କଙ୍ଗନାଙ୍କ ମୁମ୍ବାଇ ଅଫିସକୁ ବିଏମସି ଭାଙ୍ଗିବା ପରେ ସେ ମର୍ମାହତ ହୋଇପଡିଛନ୍ତି। ଅଫିସର...

ଏହି ଅଭିନେତାଙ୍କ ଝିଅ କରିଥିଲେ ଏମିତି ଭୁଲ୍‌ : ହରାଇବାକୁ ପଡ଼ିଥିଲା ଆତ୍ମସମ୍ମାନ

ବଲିଉଡ ଅଭିନେତା ସଞ୍ଜୟ ଦତ୍ତଙ୍କ ଝିଅ ତ୍ରିଶାଳା ଦତ୍ତ ନିକଟରେ ଇନ୍‌ଷ୍ଟାଗ୍ରାମରେ ତାଙ୍କ ଫଲୋଅର୍ସଙ୍କ ସହ ‘ଆକ୍ସ ମି ଏନିଥିଙ୍ଗ’ ସିଜିନ୍‌ରେ ଯୋଡି ହୋଇଥିଲେ। ଯେଉଁଠାରେ...

ସୋନାଲି ଶେୟାର କଲେ ଥ୍ରୋବ୍ୟାକ୍‌ ଫଟୋ: ଏମିତି ପ୍ରତିକ୍ରିୟା ରଖିଲେ ଆୟୁଷ୍ମାନଙ୍କ ସ୍ତ୍ରୀ

ବଲିଉଡ୍‌ ଫିଲ୍ମ ହମ୍‌ ସାଥ୍‌ ସାଥ୍‌ ହୈ, ଦିଲଜଲେ, ସରଫରୋଶ, ଡୁପ୍ଲିକେଟ ଆଦିରେ କାମ କରିସାରିଛନ୍ତି ଅଭିନେତ୍ରୀ ସୋନାଲି ବେନ୍ଦ୍ରେ ପ୍ରଶଂସକଙ୍କ ସହ ସବୁବେଳେ ନିଜର...

ସୋନମ ମା’ ହେବାକୁ ଯାଉଥିବା ଜାଣିବା ପରେ କାନ୍ଦି ପକାଇଥିଲେ ଅନିଲ

ମୁମ୍ବାଇ: ବଲିଉଡ ନାୟିକା ସୋନମ କପୁର ଏବେ ତାଙ୍କ ପ୍ରେଗନେନସି ପିରିୟଡକୁ ଏନଜୟ କରୁଛନ୍ତି । ସୋସିଆଲ ମିଡିଆରେ ଆକ୍ଟିଭ ଥିବା ଏହି ନାୟିକା ସମୟ...

Advertisement
Archives

Model This Week