Posted inଖେଳ

ବିବାହ କରିବାକୁ ଯାଉଛନ୍ତି ଏହି ଭାରତୀୟ କ୍ରିକେଟର,ନିର୍ବନ୍ଧ ଶେଷ

ପୂର୍ବ ଭାରତୀୟ କ୍ରିକେଟର୍‌ କରୁଣ ନାୟାର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଦୀର୍ଘଦିନର ପ୍ରେମିକା ଶନାୟା ଟଙ୍କରିଓ୍ବାଲାଙ୍କ ସହ କରୁଣଙ୍କ ନିର୍ବନ୍ଧ ଶେଷ ହୋଇଛି। ଶନିବାର କରୁଣ ନିଜ ଇନଷ୍ଟାଗ୍ରାମରେ ପ୍ରେମିକାଙ୍କ ଫଟୋ ଛାଡିଛନ୍ତି। ଆଇପିଏଲରେ କିଙ୍ଗ୍ସ ଇଲେଭେନ୍‌ ପଞ୍ଜାବ ପକ୍ଷରୁ ଖେଳୁଥିବା କରୁଣଙ୍କ ଚିୟର୍‌ କରିବା ପାଇଁ ଷ୍ଟାଡିୟମରେ ଉପସ୍ଥିତ ଥାନ୍ତି ଶନାୟା। ସୂଚନାଯୋଗ୍ୟ, ବିରେନ୍ଦ୍ର ସେହଓ୍ବାଗଙ୍କ ପରେ ଦ୍ୱିତୀୟ ଭାରତୀୟ ବ୍ୟଟ୍ସମ୍ୟାନ୍‌ ଭାବେ ଟେଷ୍ଟରେ ତ୍ରିଶତକ ହାସଲ କରିଥିଲେ କରୁଣ। ୨୦୧୬ରେ ଇଂଲଣ୍ଡ ବିପକ୍ଷରେ ଚେନ୍ନାଇ ଟେଷ୍ଟରେ ସେ ଏହି ଉପଲବ୍ଧି ହାସଲ କରିଥିଲେ। ସେ ଭାରତ ପକ୍ଷରୁ ୨ଟି ଏକଦିବସୀୟ ଏବଂ ୬ଟି ଟେଷ୍ଟ ଖେଳିଛନ୍ତି। ସେହିପରି ପ୍ରଥମଶ୍ରେଣୀ କ୍ରିକେଟରେ ୬୭ଟି ମ୍ୟାଚ୍‌ ଖେଳି ୪୭୨୩ରନ୍‌ କରିଛନ୍ତି। ଏଥିରେ ୧୩ଟି ଶତକ ଏବଂ ୧୯ଟି ଅର୍ଦ୍ଧଶତକ ସାମିଲ ରହିଛି। କରୁଣ ଆଇପିଏଲରେ ରାଜସ୍ଥାନ ରୟାଲ୍ସ, ଦିଲ୍ଲୀ କ୍ୟାପିଟାଲ୍ସ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କିଙ୍ଗ୍ସ ଇଲେଭେନ୍‌ ପଞ୍ଜାବ ପକ୍ଷରୁ ଖେଳିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri