ବିବାହ କରିବେ ଫରହାନ!

ମୁମ୍ବାଇ: ବଲିଉଡ୍ ଅଭିନେତା ଫରହାନ୍ ଅଖତର ଏବେ ତାଙ୍କ ଦ୍ୱିତୀୟ ବିବାହକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ । ଯେବେଠାରୁ ସେ ତାଙ୍କ ପ୍ରଥମ ପତ୍ନୀଙ୍କଠାରୁ ଅଲଗା ହେଲେଣି ସେବେଠାରୁ ସେ ଗର୍ଲଫ୍ରେଣ୍ଡ ଶିବାନୀ ଦାଣ୍ଡେକରଙ୍କ ସହ ରିଲେସନଶିପରେ ରହିଛନ୍ତି । ଏହା ଅବଶ୍ୟ କାହାକୁ ଅଛପା ନାହିଁ । ନିକଟରେ ଶିବାନୀ ତାଙ୍କ ବିବାହକୁ ନେଇ ଅନେକ କଥା ଖୋଲା ଖୋଲି କଥା ହୋଇଛନ୍ତି । ଏକ ଏଣ୍ଟରଟେନମେଣ୍ଟ ୱେବ ପୋର୍ଟାଲ ସହ କଥା ହେବା ବେଳେ ଶିବାନୀ କହିଛନ୍ତି, ଫରହାନଙ୍କ ସହ ମୋର ରିଲେସନଶିପ କଥା ସମସ୍ତଙ୍କୁ ଜଣା । ଅବଶ୍ୟ କରୋନା ଲକ୍‌ଡାଉନ ସମୟରେ ଆମେ ପରସ୍ପରକୁ ଅତି ନିକଟରୁ ଜାଣିବାର ସୁଯୋଗ ପାଇଲୁ । ଆଉ ଏବେ ପ୍ରଶ୍ନ ଆସୁଛି ଆମେ କେବେ ବିବାହ କରିବୁ । ଏକଥା ମୁଁ ତ ଏପର୍ଯ୍ୟନ୍ତ ଚିନ୍ତା କରିନାହିଁ । ସେ ସମୟ ଆସିଲେ ମୁଁ ନିଜେ ଜଣାଇବି ବୋଲି କହିଛନ୍ତି ଶିବାନୀ । ଲକଡାଉନରେ ସେ ଫରହାନଙ୍କ ସହ ଅଧିକ ସମୟ କଟାଇବା, ଏକାଠି ୱାର୍କ ଆଉଟ କରିବା, ଏକାଠି ଖାଇବା ଭଳି ମୁହୂର୍ତ୍ତକୁ ଏନଜୟ କରିଛୁ ବୋଲି ଶିବାନୀ କହିଛନ୍ତି । ଫରହାନ ଓ ଶିବାନୀ ୩ ବର୍ଷ ହେବ ରିଲେସନଶିପରେ ରହିଛନ୍ତି । ଫରହାନ ପ୍ରଥମେ ଅଧୁନା ଭାବାନୀଙ୍କୁ ବିବାହ କରିଥିବା ବେଳେ ୧୭ ବର୍ଷ ପରେ ଉଭୟ ଅଲଗା ହୋଇ ଯାଇଥିଲେ । ଏବେ ଫରହାନ ଶିବାନୀଙ୍କ ସହ ରିଲେସନଶିପରେ ଥିବା ବେଳେ ଅଧୁନା ନିକୋଲାସ ମମୋରିଆଙ୍କ ସହ ରିଲେସନଶିପରେ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri