Posted inଖେଳ

ବିବାହ କରିବେ ରେସଲର ବବିତା

ନୂଆଦିଲ୍ଲୀ, ୫ା୬ (ପି.ଟି.)-ପରିବାରର ସମ୍ମତି ମିଳିବା ପରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଚାମ୍ପିୟନ ରେସ୍‌ଲର ବବିତା କୁମାରୀ ଫୋଗତ ବିବେକ ସୁହାଗଙ୍କୁ ବିବାହ କରିବା ପକ୍କା ହୋଇଛି। ଏହି ପରିପ୍ରେକ୍ଷୀରେ ୨୯ବର୍ଷୀୟା ବବିତା ମଙ୍ଗଳବାର ତାଙ୍କ ଟୁଇଟର ପେଜ୍‌ରେ ଏକ ଫଟୋ ଶେୟାର କରିଛନ୍ତି। ବିଭାଘର ସମ୍ଭବତଃ ବର୍ଷ ଶେଷରେ ହେବ। ସୋସିଆଲ ମିଡିଆରେ ପ୍ରକାଶିତ ପ୍ରୋଫାଇଲ୍‌ ଅନୁସାରେ ବିବେକ ସୁହାଗ ହେଉଛନ୍ତି ଗତବର୍ଷର ‘କେଶରୀ ଆଓ୍ବାର୍ଡ’ ବିଜେତା। ପ୍ରସିଦ୍ଧ ଫୋଗ୍‌ ଭଗିନୀ ଦ୍ୱୟଙ୍କ ମଧ୍ୟରେ ବବିତା ହେଉଛନ୍ତି ସାନ। ବଡ଼ ଭଉଣୀ ଗୀତାଙ୍କ ଉପରେ ସଫଳ ବଲିଉଡ୍‌ ଚଳିଚିତ୍ର ‘ଦଙ୍ଗଲ’ ନିର୍ମିତ ହୋଇଛି। ୨୦୧୨ ବିଶ୍ୱ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ଏକ ବ୍ରୋଞ୍ଜ ପଦକ ଜିତିଥିବା ୨୦୧୪ ଏବଂ ୨୦୧୮ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri