Posted inଜାତୀୟ

ବିବାହ କଲେ ପ୍ରଥମ ଟ୍ରାନ୍ସଜେଣ୍ଡର ଖବରଦାତା

ଥିରୁଭାନନ୍ଥପୁରମ,୨୬।୧: କେରଳର ପ୍ରଥମ ଟ୍ରାନ୍ସଜେଣ୍ଡର ଖବରଦାତା ହେଇଦି ସାଦିୟା ବିବାହ କରିଛନ୍ତି। ଏର୍ନାକୁଲମରେ ଅଥର୍ବ ମୋହନଙ୍କୁ ସେ ରବିବାର ବିବାହ କରିଥିବା ଜଣାପଡିଛି। ସ୍ପେଶାଲ ମ୍ୟାରେଜ୍‌ ଆକ୍ଟ ମାଧ୍ୟମରେ ଏହି ବିବାହ କରାଯାଇଛି। ସାଦିୟା ପ୍ରଥମ ଟ୍ରାନ୍ସଜେଣ୍ଡର ଖବରଦାତା ହୋଇଥିବା ବେଳେ ରାଜ୍ୟରେ ଏହା ଚତୁର୍ଥ ଟ୍ରାନ୍ସଜେଣ୍ଡର ବିବାହ ବୋଲି ଜଣାପଡିଛି। ସାଦିୟା କେରଳର ଏକ ଜଣାଶୁଣା ନ୍ୟୁଜ ଚ୍ୟାନେଲରେ ଖବରଦାତା ଭାବେ କାମ କରୁଥିବା ବେଳେ ଅଥର୍ବ ତ୍ରିଭାନ୍ଦ୍ରମରେ ଏକ ଘରୋଇ ସଂସ୍ଥାରେ ଆକାଉଣ୍ଟାଣ୍ଟ ଭାବେ କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ବିରୋଧ ପଡ଼ିଲା ମହଙ୍ଗା, ସତ୍ୟପାଲଙ୍କ ବଦଳରେ ବି.ଡ଼ି. ମିଶ୍ରା ମେଘାଳୟର ନୂଆ ରାଜ୍ୟପାଳ…

ନୂଆଦିଲ୍ଲୀ/ଶିଲଂ,୪।୧୦ : ମେଘାଳୟର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିରୋଧ କରିବା ମହଙ୍ଗା ପଡ଼ିଛି। ଅକ୍ଟୋବର ୩ରେ ସତ୍ୟପାଲଙ୍କ କାର୍ଯ୍ୟକାଳ ଶେଷ...

୩୬ତମ ନ୍ୟାଶନାଲ ଗେମ୍ସକୁ ଉଦ୍‌ଘାଟନ କଲେ ମୋଦି

ଅହମଦାବାଦ,୨୯।୯: ଗୁଜରାଟରେ ୩୬ତମ ନ୍ୟାଶନାଲ ଗେମ୍ସକୁ ଗୁରୁବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିଛନ୍ତି। ଏହି ପ୍ରତିଷ୍ଠିତ ଗେମ୍ସକୁ ନରେନ୍ଦ୍ର ମୋଦି ଷ୍ଟାଡିୟମ୍‌ରେ ଆୟୋଜିତ...

ଏପ୍ରିଲ୍‌ ସୁଦ୍ଧା ଭାରତକୁ ମିଳିପାରେ ୫ ନୂଆ କରୋନା ଟିକା

ନୂଆଦିଲ୍ଲୀ,୧୩।୧: ଏବେ ଭାରତକୁ ଦୁଇଟି କରୋନା ଟିକା ମିଳିଛି। କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌ ଟିକାର ସାର୍ବଜନୀକ ଟିକାକରଣ ଜାନୁୟାରୀ ୧୬ରୁ ଆରମ୍ଭ ହେବାକୁ ଯାଉଛି। ତେବେ...

କରୋନା ଚିକିତ୍ସା ନିୟମରେ ପରିବର୍ତ୍ତନ

ନୂଆଦିଲ୍ଲୀ,୯।୫: କରୋନା ସଂକ୍ରମିତ ରୋଗୀ ସୁସ୍ଥ ହେବା ପରେ ହସ୍ପିଟାଲରୁ ଡିସଚାର୍ଜ ହେବା ପାଇଁ ଯେଉଁସବୁ ନିୟମ ରହିଥିଲା ସେଥିରେ କିଛିଟା ପରିବର୍ତ୍ତନ କରାଯାଇଥିବା ଜଣାପଡିଛି।...

ଆରମ୍ଭ ହେଲା କୃଷକଙ୍କ ଟ୍ରାକ୍ଟର ରାଲି

ନୂଆଦିଲ୍ଲୀ,୭ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ପ୍ରାୟ ୪୩ ଦିନ ହେବ ଆନ୍ଦୋଳନରେ ବସିଛନ୍ତି ବିଭିନ୍ନ ରାଜ୍ୟର କୃଷକ ।...

ସଲମାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କ ମିଳିଲା ସୂଚନା

ମୁମ୍ବାଇ,୧୦।୬: ବଲିଉଡ ଅଭିନେତା ସଲମାନ ଖାନ ଏବଂ ପିତା ସଲିମ ଖାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କ ଶେଷରେ ସନ୍ଧାନ ମିଳିଛି। ସିଦ୍ଧୁ ମୂସେୱାଲାଙ୍କ ହତ୍ୟାକାରୀ...

ଜର୍ମାନ ଏୟାରଲାଇନ୍ସ ଉପରେ ଗୋ ଫାଷ୍ଟ ଭଳି ସଙ୍କଟ

ବର୍ଲିନ/ନୂଆଦିଲ୍ଲୀ,୪।୫: ଗୋ ଫାଷ୍ଟ ଏୟାର ଲାଇନ୍ସ ମେ’ ୯ ପର୍ଯ୍ୟନ୍ତ ତା’ର ଉଡାଣକୁ ରଦ୍ଦ କରିଦେଇଛି। ଏହି ଗୁରୁତର ସଙ୍କଟ ପାଇଁ ଏୟାରଲାଇନ୍ସ ଆମେରିକା କମ୍ପାନୀ...

ତୃତୀୟ ଥର ଜିତିଥିବା ୭୧ ଏମ୍‌ପିଙ୍କ ସମ୍ପତ୍ତିରେ ୨୮୬ ପ୍ରତିଶତ ବୃଦ୍ଧି, ବରୁଣ ଗାନ୍ଧୀଙ୍କ ସମ୍ପତ୍ତିି ୧୨ ଗୁଣା ବଢ଼ିଛି…

ନୂଆଦିଲ୍ଲୀ,୪।୨ : ୨୦୨୪ ଲୋକସଭା ନିର୍ବାଚନ ପାଇଁ ଆଉ ଏକ ବର୍ଷରୁ ଅଧିକ ସମୟ ବାକି ଅଛି। ଏହାପୂର୍ବରୁ ଆସୋସିଏଶନ ଫର ଡେମୋକ୍ରାଟିକ ରିଫର୍ମସ (ଏଡିଆର)...

Advertisement
Archives

Model This Week