ବିବାହ କଲେ ୬୭ ବର୍ଷ ବରକୁ ୬୫ ବର୍ଷୀୟା କନ୍ୟା

ତ୍ରିଶୂର,୨୯।୧୨: କେରଳ ତ୍ରିଶୂର ଜିଲାର ରାମାଭରମାପୁରମରେ ୬୭ ବର୍ଷ ବରକୁ ୬୫ ବର୍ଷୀୟା କନ୍ୟା ବିବାହ କରିବା ଦୃଶ୍ୟ ସମସ୍ତଙ୍କୁ ଆନନ୍ଦ ଦେଇଛି। ଏକ ସରକାରୀ ବୃଦ୍ଧାଶ୍ରମରେ ରହୁଥିବା ୬୭ ବର୍ଷୀୟ କୋଚାନିୟନ ମେନନ ଉକ୍ତ ଆଶ୍ରମର ୬୫ ବର୍ଷୀୟ ଲକ୍ଷ୍ମୀ ଅମାଲଙ୍କୁ ଶନିବାର ବିବାହ କରିଛନ୍ତି। ବୃଦ୍ଧାଶ୍ରମରେ ରହୁଥିବା ଏହି ଦମ୍ପତିଙ୍କ ମଧ୍ୟରେ ପ୍ରେମ ହେବାରୁ ଏମାନେ ବିବାହ କରିଥିବା କୁହାଯାଉଛି। କେରଳର କୃଷିମନ୍ତ୍ରୀ ଭିଏସ୍‌ ସୁନୀଲ କୁମାର ଏଥିରେ ଯୋଗ ଦେଇ କନ୍ୟାଦାନ କରିଥିଲେ।

ଶୁକ୍ରବାର ଏହି ବିବାହର ମେହେନ୍ଦି ସେରିମନୀ ମଧ୍ୟ ଆୟୋଜିତ ହୋଇଥିବା କହିଛନ୍ତି ବୃଦ୍ଧାଶ୍ରମର ପରିଚାଳକ। ଏହି ବିବାହରେ ଲକ୍ଷ୍ମୀ ଲାଲ ରଙ୍ଗର ଏକ ଶାଢୀ ପିନ୍ଧିଥିବା ବେଳେ କୋଚାନିୟନ ପାରମ୍ପରିକ ଧୋତି ଓ ଅଫ୍‌ ହ୍ବାଇଟ୍‌ କଲର ସାର୍ଟ ପିନ୍ଧିଥିବା ଦେଖିବାକୁ ମିଳିଥିଲା। ମଣ୍ଡପରେ ଏମାନଙ୍କ ବିବାହ କରାଯିବା ସହ ଏଥିରେ ଯୋଗ ଦେଇଥିବା ଅତିଥିଙ୍କୁ ସୁସ୍ବାଦୁ ଭୋଜନରେ ମଧ୍ୟ ଆପ୍ୟାୟିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଭରେ ଚଳନ୍ତା ଫ୍ୟାନ୍‌ ଅଟକାନ୍ତି ଏହି ମହିଳା; ଦେଖି ଯେ କେହି ଭାବିବେ…

ଫ୍ୟାନ୍‌ ବୁଲୁଥିବା ସମୟରେ ଦେଖିଥିବେ ଏହା କେତେ ଜୋର୍‌ରେ ବୁଲିଥାଏ। ଆଙ୍ଗୁଠି ଯଦି ଭୁଲ୍‌ରେ ବାଜିଯାଏ, କଟିଯିବାର ଭୟ ଥାଏ। କିନ୍ତୁ ଜାଣି ଆଶ୍ଚର୍ଯ୍ୟ ହେବେ...

ଫ୍ରିରେ ମିଳିବ କେଜରିଓ୍ବାଲଙ୍କ ଭଲପାଇବା

ନୂଆଦିଲ୍ଲୀ,୧୬।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ତୃତୀୟଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାମଲୀଳା ମଇଦାନରେ ଆୟୋଜିତ ଏହି ଶପଥ...

ଭାରତୀୟ ସେନାର କଡ଼ା ଜବାବ: ୬ ପାକିସ୍ତାନୀ ଫରଓ୍ବାର୍ଡ ପୋଷ୍ଟ ଧ୍ୱଂସ

ଶ୍ରୀନଗର,୨୨।୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଲାଗି ରହିଛି। ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ତେବେ ଭାରତୀୟ ସେନା ଏହାର କଡ଼ା...

ଆଜୀବନ କାରାଦଣ୍ଡ ଭୋଗୁଥିବା ୫୫ ମହିଳା କଏଦୀ ହେବେ ମୁକ୍ତ

ବିଜୟଓ୍ବାଡା,୭।୧୧: ଆନ୍ଧ୍ରପ୍ରଦେଶ ସରକାର ଆଜୀବନ କାରାଦଣ୍ଡ ଭୋଗୁଥିବା ୫୫ ମହିଳା କଏଦୀଙ୍କୁ ମୁକ୍ତ କରିବା ଲାଗି ଯୋଜନା କରିଛନ୍ତି। ରାଜ୍ୟର ବିଭିନ୍ନ ଜେଲ୍‌ରେ ଏହି ମହିଳା...

ଅନ୍ତର୍ଜାତୀୟ ସ୍ତରରେ ମୋଦିଙ୍କ ଭଳି ନେତା ନାହାନ୍ତି: ରାଜୀବ ଗାନ୍ଧୀଙ୍କ ସହିତ ମୋଦିଙ୍କୁ ତୁଳନା କଲେ ଅଜିତ ପାଓ୍ବାର…

ମୁମ୍ବାଇ,୨।୮ : ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କୁ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ତୁଳନା କରିଛନ୍ତି। ଅଜିତ କହିଛନ୍ତି,...

ଏସ୍‌ପି ସହ ହାତ ମିଳାଇବାକୁ ଚାହାନ୍ତି ମମତା

ଲକ୍ଷ୍ନୌ, ୧୨।୯: ଆସନ୍ତା ବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସମାଜବାଦୀ ପାର୍ଟି ସହ ମେଣ୍ଟ କରିବାକୁ ଲକ୍ଷ୍ୟ...

କରୋନାକୁ ଭୟ ନ କରି କଲେ ବିବାହ: ବାଣ୍ଟିଲେ ସଚେତନତାର ବାର୍ତ୍ତା

ମୁମ୍ବାଇ,୧୯।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରିଥିବା ବେଳେ ବିଶ୍ୱ ଏକ ପ୍ରକାର ଅଚଳ ହୋଇଗଲାଣି କହିଲେ ଚଳେ। କରୋନାର...

ଛୁରିଭୁସି ଶିକ୍ଷକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩ା୯ ଦିଲ୍ଲୀର ଜାମିଆନଗର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୨୮ ବର୍ଷୀୟ ଶିକ୍ଷକଙ୍କୁ ଛାତ୍ର ଜଣକ ଛୁରିଭୁସି ହତ୍ୟା କରିଛନ୍ତି। ପୋଲିସ ଘଟଣାରେ...

Advertisement
Archives

Model This Week