ବିବାହ ପରେ ନଓ୍ବାବଙ୍କ ଭାଗ୍ୟ ବଦଳିଲା: ରଜନୀକାନ୍ତଙ୍କ ଫିଲ୍ମରେ ମିଳିଲା ଅଫର

ବଲିଉଡ୍‌ରେ କେତେବେଳେ କ’ଣ ଘଟିଥାଏ ତାହା ପୂର୍ବରୁ କହିବା କଷ୍ଟକର। ଏମିତି କିଛି ଘଟିଛି ଅଭିନେତା ନଓ୍ବାବ ଶାହଙ୍କ ସହ। ନିକଟରେ ସେ ଅଭିନେତ୍ରୀ ପୂଜା ବାତ୍ରାଙ୍କ ସହ ଲୁଚିଛପି ବିବାହ କରିଛନ୍ତି। ବର୍ତ୍ତମାନ ସେମାନଙ୍କ ବିବାହ ଫଟୋ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ଇତିମଧ୍ୟରେ ଆଉ ଏକ ବଡ଼ ଖବର ମଧ୍ୟ ସମ୍ମୁଖକୁ ଆସିଛି। ବିବାହର ଅଳ୍ପ କିଛି ଘଣ୍ଟା ମଧ୍ୟରେ ଶାହଙ୍କୁ ଏକ ବଡ଼ ପ୍ରୋଜେକ୍ଟରେ ଅଫର ମିଳିଛି। ରଜନୀକାନ୍ତଙ୍କ ‘ଦରବାର’ ସିନେମାର ଏକ ପ୍ରମୁଖ ଚରିତ୍ରରେ ତାଙ୍କୁ ସୁଯୋଗ ମିଳିଥିବା ଜଣାପଡ଼ିଛି। ଫିଲ୍ମରେ ନଓ୍ବାବଙ୍କ ସହ ସୁନୀଲ ସେଟ୍ଟୀଙ୍କୁ ମଧ୍ୟ ଦେଖିବାକୁ ମିଳିବ। ଫିଲ୍ମରେ ନଓ୍ବାବଙ୍କ ଚରିତ୍ର ଜଣେ ବ୍ୟବସାୟୀର ରହିଛି।
ନଓ୍ବାବଙ୍କୁ ଶେଷ ଥର ପାଇଁ ସଲମାନ୍‌ ଖାନ୍‌ଙ୍କ ଫିଲ୍ମ ‘ଟାଇଗର ଜିନ୍ଦା ହୈ’ରେ ଦେଖିବାକୁ ମିଳିଥିଲା। ଏହି ଫିଲ୍ମ ରିଲିଜ୍‌ ହେବା ଇତିମଧ୍ୟରେ ୨ ବର୍ଷ ବିତିଯାଇଛି। ବର୍ତ୍ତମାନ ନଓ୍ବାବ ସଲମାନ୍‌ଙ୍କ ସହ ଆଉ ଏକ ସିନେମା ‘ଦବଙ୍ଗ-୩’ ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଏଥିସହ ‘ପାନିପତ୍‌’ ରେ ମଧ୍ୟ ତାଙ୍କୁ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ନିସର୍ଗକୁ ନେଇ ଚିନ୍ତାରେ ବଲିଉଡ୍‌ ଷ୍ଟାର୍‌, ଲୋକଙ୍କୁ ସତର୍କ ରହିବାକୁ ଦେଲେ ପରାମର୍ଶ

ବାତ୍ୟା ଅମ୍ଫନ୍‌ ପରେ ଏବେ ‘ନିସର୍ଗ’କୁ ନେଇ ଚିନ୍ତା ବଢିଯାଇଛି। ଏହି ବାତ୍ୟାର ପ୍ରଭାବ ମହାରାଷ୍ଟ୍ର ଏବଂ ଗୁଜରାଟ ଉପରେ ରହିଛି। ବୁଧବାର ଅପରାହ୍ନରେ ବାତ୍ୟା...

ନିଜକୁ ଚାପୁଡା ମାରିଲେ ଡ୍ରାମା କୁଇନ୍‌

ବଲିଉଡର ଡ୍ରାମା କୁଇନ୍‌ ରାଖୀ ସାୱନ୍ତ ତାଙ୍କ ସ୍ବାମୀ ଆଦିଲ ଖାନ ଦୁରାନୀଙ୍କ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ପ୍ରତିଦିନ ସେ ସ୍ବାମୀଙ୍କ ନାଁରେ ନୂଆ...

ପାଣି ଟିକକ ପାଇଁ ହାତୀ କରୁଛି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

କପିଲଙ୍କ ଶୋ’ ଛାଡ଼ିବେ କି ନାହିଁ ସ୍ପଷ୍ଟ କଲେ ସୁମୋନା

ମୁମ୍ବାଇ: ଛୋଟପରଦାରେ ଲୋକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଉଥିବା ‘କପିଲ ଶର୍ମା ଶୋ’କୁ ନେଇ ଏବେ ଚର୍ଚ୍ଚା ଜୋର୍‌ରେ। ଶୋ’ର ପ୍ରତ୍ୟେକ ଅଭିନେତ୍ରୀ/ଅଭିନେତା ଜଣେ ଜଣେ ପାର୍ଟ।...

ଓଟିଟି ପ୍ଲାଟଫର୍ମରେ କ୍ରାଇମ ସିରିଜ ଜୌନପୁର

ଡିସ୍‌ ଟିଭି ଇଣ୍ଡିଆ ଲିମିଟେଡ୍‌ର ଏବଂ ଦୃତ ଅଭିବୃଦ୍ଧିଶୀଳ ଓଟିଟି ପ୍ଲାଟ୍‌ଫର୍ମରେ ଏକ ନୂତନ କ୍ରାଇମ୍‌ ସିରିଜ୍‌ ‘ଜୌନପୁର’ର ପ୍ରିମିୟର ଶୁଭାରମ୍ଭ ହୋଇଛି। ଏହି ସିରିଜ୍‌ରେ...

ସାହୋ: ରିଲିଜ୍‌ ହେଲା ‘ଇନି ସୋନି’ର ଟିଜର୍‌

ମୁମ୍ବାଇ: ଶ୍ରଦ୍ଧା କପୁର ଓ ପ୍ରଭାସଙ୍କ ଅଭିନୀତ ଫିଲ୍ମ ‘ସାହୋ’ର ରୋମାଣ୍ଟିକ୍‌ ଟ୍ରାକ୍‌ ‘ଇନି ସୋନି’ ଗୀତର ଟିଜର୍‌ ହୋଇଛି। ନିକଟରେ ଏହାର ପୋଷ୍ଟର ରିଲିଜ୍‌...

ଟ୍ୟାକ୍ସ ଚୋରି ଅଭିଯୋଗକୁ ନେଇ ମୁହଁ ଖୋଲିଲେ ସୋନୁ ସୁଦ, କହିଲେ..

ରିଲ୍‌ରୁ ରିଅଲ ହିରୋ ସାଜିଥିବା ସୋନୁ ସୁଦ ନିକଟରେ ଆୟକର ରାଡାର୍‌ରେ ଆସିଥିଲେ। ସେ ଟ୍ୟାକ୍ସ ଫାଙ୍କିଥିବା ନେଇ ହୋଇଛି ଖୁଲାସା। ପାଖାପାଖି ୨୦ କୋଟିରୁ...

ବ୍ରେକ୍‌ଅପ୍‌କୁ ନେଇ ମୁହଁ ଖୋଲିଲେ ସାରା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସାରା ଅଲି ଖାନ୍‌ ଏବଂ ଅଭିନେତା କାର୍ତ୍ତିକ ଆର୍ଯ୍ୟନ୍‌ଙ୍କ ସମ୍ପର୍କକୁ ନେଇ ବି-ଟାଉନରେ ସର୍ବଦା ଚର୍ଚ୍ଚା ଲାଗିରହୁଥିଲା। ସେମାନଙ୍କ ବ୍ରେକ୍‌ଅପ୍‌କୁ ନେଇ...

Advertisement
Archives

Model This Week