ବିବାହ ପରେ ପ୍ରଥମ ଥର ପରଦାରେ ନଜର ଆସିବେ ରଣବୀର- ଦୀପିକା

ରଣବୀର ସିଂହ ଫିଲ୍ମ ‘୮୩’ରେ କପିଳ ଦେବଙ୍କ ଭୂମିକାରେ ନଜର ଆସିବେ। ଏହି ଫିଲ୍ମରେ ଦୀପିକାଙ୍କୁ ଦେଖିବାକୁ ମିଳିବ। ଏଥିରେ ଦୀପିକା କପିଲ ଦେବଙ୍କ ସ୍ତ୍ରୀ ରୋମି ଭାଟ୍ଟିଆଙ୍କ ଭୂମିକାରେ ଅଭିନୟ କରୁଛନ୍ତି। ବିବାହ ପରେ ପ୍ରଥମ ଥର ପରଦାରେ ନଜର ଆସିବେ ଏହି ଯୋଡ଼ି। ଦୀପିକା-ରଣବୀର’। କହିରଖିଛୁ, ଏକ ସାକ୍ଷାତକାରରେ ରଣବୀର ଏମିତି କିଛି କଥା ଦର୍ଶକଙ୍କୁ କହିଛନ୍ତି; ଯାହା ପୂର୍ବରୁ କେହି ଶୁଣି ନ ଥିବେ।

ଦୀର୍ଘଦିନ ପରେ ଯେତେବେଳେ ଦୀପିକାଙ୍କ ସହ ଦେଖା ହୁଏ କ’ଣ କରନ୍ତି ବୋଲି ପ୍ରଶ୍ନର ଉତ୍ତରରେ ରଣବୀର କହିଛନ୍ତି, ‘ମୁଁ ଦୀପିକାଙ୍କୁ ଆଲିଙ୍ଗନ କରିବା ସହ ତାଙ୍କୁ କେବେ ଛାଡ଼ି ଯିବିନି ବୋଲି କହିଥାଏ। ଶୁଟିଂରେ ବ୍ୟସ୍ତ ରହୁଥିବାରୁ କିଛିଦିନ ଦୀପିକାଙ୍କ ଠାରୁ ଦୂରେଇ ରହିବାକୁ ପଡ଼େ। ତେଣୁ ଦୀର୍ଘଦିନ ପରେ ଦେଖା ହେଲେ ଆମେ ଦୁଇଜଣ ବହୁ ଖୁସି ମନାଉ ବୋଲି ରଣବୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ୍‌ କଲେ ବି ଖୁବ୍‌ ସୁନ୍ଦର ଲାଗନ୍ତି କରିନା: ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ବେବୋ କରିନା କପୁର ଖାଁ ଓ ଖିଲାଡି ବୟ ଅକ୍ଷୟ କୁମାରଙ୍କ ଯୋଡିଙ୍କୁ ପୁଣିଥରେ ଦେଖିବାକୁ ମିଳିବ। ଫିଲ୍ମ ‘ଗୁଡ୍‌ ନ୍ୟୁଜ’ରେ ଆସିବେ...

୧୨୪ ବର୍ଷ ପୂର୍ବେ ଏହି ଫିଲ୍ମରୁ ଆରମ୍ଭ ହୋଇଥିଲା ଚୁମ୍ବନ ସିନ୍‌

ଆଜିକାଲି ଫିଲ୍ମରେ ଚୁମ୍ବନ ସିନ୍‌ ସାଧାରଣ କଥା ହୋଇଗଲାଣି। କିନ୍ତୁ ବହୁ ବର୍ଷ ପୂର୍ବେ ଚୁମ୍ବନ ସିନ୍‌ କରିବାକୁ ଅଭିନେତ୍ରୀ ମାନେ ଅସହଜ ମନେ କରୁଥିଲେ।...

ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମାର ଶାନ୍ତି ପାଇଁ ଏପରି କଲେ ଭଉଣୀ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୨ ମାସ ବିତିଯାଇଛି। ହେଲେ ଆଜି ପର୍ଯ୍ୟନ୍ତ ତାଙ୍କ ମୃତ୍ୟୁ ରହସ୍ୟରୁ ପରଦା ଉଠୁ ନାହିଁ। ସୁଶାନ୍ତଙ୍କ...

ପିଲାଦିନ ଫଟୋ ଶେୟାର କଲେ ଏହି ଲୋକପ୍ରିୟ ଅଭିନେତ୍ରୀ, ଖୁବ୍‌ ଶ୍ରୀଘ୍ର ଅଭିଷେକଙ୍କ ସହ ଆସିବେ ନଜର

ବଲିଉଡ ଅଭିନେତ୍ରୀ ଇଲିଆନା ଡିକ୍ରୁଜ ସେହି ତାରକାଙ୍କ ମଧ୍ୟରୁ ଜଣେ ଯିଏ, ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଟନ୍ତି। ଇଲିଆନା ସୋସିଆଲ ମିଡିଆରେ ନିଜର ବାସ୍ତବ...

ଟେଲିଭିଜନ ଜଗତର ଏହି ୫ ଅଭିନେତାଙ୍କ ବୟସ ସ୍ତ୍ରୀଙ୍କଠୁ କମ୍‌

ଏକ ସୁନ୍ଦର ସମ୍ପର୍କ ପାଇଁ ଭଲପାଇବା ଆବଶ୍ୟକ। ସମ୍ପର୍କ ଉପରେ ବୟସ କେବେ ଫରକ ପକାଇ ନ ଥାଏ। ଏହି କଥାକୁ ଠିକ୍‌ ପ୍ରମାଣ କରିଛନ୍ତି...

ଭାଇରାଲ ହେଲା ନୁସରତଙ୍କ ଫଟୋ

ମୁମ୍ବାଇ: ନାୟିକା ତଥା ଏମ୍‌ପି ନୁସରତ ଜାହାଁ ପୁଣିଥରେ ଆସିଛନ୍ତି ଚର୍ଚ୍ଚାକୁ। ଏଥର ସେ ଟ୍ରାଡିଶନାଲ ଶାଢି ପିନ୍ଧି ଚର୍ଚ୍ଚାକୁ ଆସିଥିବା ଜଣାପଡିଛି। ନାୟିକା ଭାବେ...

ଏକ୍ସ-ବୟଫ୍ରେଣ୍ଡ୍‌ଙ୍କୁ ମନେପକାଇ ଗୀତ ଗାଇଲେ ନେହା କକ୍କର

ବଲିଉଡ୍‌ର ଲୋକପ୍ରିୟ କଣ୍ଠଶିଳ୍ପୀ ନେହା କକ୍କର ଏବେ ଟେଲିଭିଜନ ଶୋ’ ‘ଇଣ୍ଡିଆନ ଆଇଡଲ ୧୧’ର ଜଜ୍‌ କରୁଛନ୍ତି। ଏହି ଶୋ’ର ଏକ ସ୍ବତନ୍ତ୍ର ଏପିସୋଡ ‘ଶାଦି...

ସାରାଙ୍କ ଟେନସନ

ସୈଫ ତନୟା ସାରା ଅଲ୍ଲୀ ଖଁ। କ’ଣ କରିବେ ଜାଣିପାରୁନାହାନ୍ତି। କାରଣ ପ୍ରେମ ତାଙ୍କ ପାଇଁ ଟେନସନ ସାଜିଛି। ଯୁଆଡ଼େ ଗଲେ ସେହି ଗୋଟିଏ ପ୍ରଶ୍ନ।...

Coronavirus Update


Archives

Model This Week

Why Dharitri