ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ଏସ୍‌ଆଇ ନିଲମ୍ବିତ

ପାରଳାଖେମୁଣ୍ଡି, ୧୩ା୫(ସ୍ବ.ପ୍ର.) : ଜଣେ ଯୁବତୀଙ୍କୁ ଗଜପତି ଜିଲା ଆର.ଉଦୟଗିରି ଥାନା ଏସଆଇ ରମେଶ ଜେନା ପ୍ରତାରିତ କରିଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତାଙ୍କୁ ଗଜପତି ଏସପି ସାରା ଶର୍ମା କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଏହି ଏସଆଇ ପୁରୀର ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ତାଙ୍କୁ ଗଜପତି ଜିଲାକୁ ତାଙ୍କୁ ମହେନ୍ଦ୍ରଗଡସ୍ଥିତ ବୁଡୁ ଇଣ୍ଟରନ୍ୟାଶନାଲ ହୋଟେଲରେ ରଖି ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ବିଭିନ୍ନ ସମୟରେ ସମ୍ପୃକ୍ତ ଏସଆଇ ଜେନା ଯୁବତୀଙ୍କଠାରୁ ଅର୍ଥ ଆଦାୟ କରୁଥିଲେ। ଏନେଇ ପ୍ରତାରିତ ଯୁବତୀ ପ୍ରଥମେ ପୁରୀ ସଦର ଥାନାରେ ଏତଲା ଦେଇଥିଲେ। ପରେ ଗଜପତି ଏସପିଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହାର ତଦନ୍ତ କରି ଏସପି ସାରା ଶର୍ମା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ନିଲମ୍ବିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀ ପୂର୍ବରୁ ରାମମନ୍ଦିରରୁ ଚୋରି କଲେ ଦୁର୍ବୃତ୍ତ

ବରଗଡ଼ ଅଫିସ,୯ା୪: ବରଗଡ଼ ସହର ବ୍ରହ୍ମବିହାରସ୍ଥିତ ଶ୍ରୀରାମ ମନ୍ଦିରରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଚୋରମାନେ ମନ୍ଦିର ମଧ୍ୟରେ ଥିବା ଦାନବାକ୍ସ, ମହାପ୍ରଭୁଙ୍କ ଦରବାର,...

ତହସିଲଦାରଙ୍କ ନାଁରେ ମାମଲା, ଲିଜ୍‌ଧାରୀ ଗିରଫ

ବାରିପଦା ଅଫିସ,୩।୫ ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ଆରପଟା ଓ ଡିଙ୍ଗିରା ବାଲି ସଇରାତରୁ ବେଆଇନ ବାଲି ଉତ୍ତୋଳନ ଘଟଣା ଭିନ୍ନମୋଡ଼ ନେଇଛି। ଜାତୀୟ...

ଇଣ୍ଡିଆନ ହ୍ବିଲଚେୟାର ପ୍ରିମିୟର ଲିଗ୍‌ରେ କେନ୍ଦୁଝରର ଯୁବକ

କେନ୍ଦୁଝର, ୧୨ା୬ (ସ୍ବ.ପ୍ର.)- ଦୃଢ ମନୋବଳ ଆଉ ସାହସ ଥିଲେ ଭିନ୍ନକ୍ଷମ ବି ସବୁ କିଛି କରିପାରେ। ଏହାର ଏକ ନିଚ୍ଛକ ଉଦାହରଣ ସାଜିଛନ୍ତି କେନ୍ଦୁଝରର...

ଥମୁନି ହାତୀ ଉପଦ୍ରବ: ମଞ୍ଚାରେ କଟୁଛି ରାତି

କେନ୍ଦୁଝର,୧୪।୮( ସ୍ବ.ପ୍ର.)-ଦିନରେ କଠିନ ପରିଶ୍ରମ ଓ ରାତିରେ ହାତୀ ପାଇଁ ଉଜାଗର । ଏଭଳି କଷ୍ଟ ଯନ୍ତ୍ରଣାରେ ଗରିବ ଚାଷୀ ମାନେ ଦିନ ଓ ରାତି...

ଡେଙ୍ଗୁରେ ଯବାନଙ୍କ ମୃତ୍ୟୁ

ଗୋପାଳପୁର,୯ା୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ କଇଠାପଲ୍ଳୀ ଗ୍ରାମର ଯବାନ ନବକୃଷ୍ଣ ନାୟକ (୨୬) ଡେଙ୍ଗୁ ଜ୍ୱରରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି।...

‘ନିର୍ବାଚନ ପାଇଁ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କର’

ଢେଙ୍କାନାଳ ଅଫିସ,୧୩।୫: ଢେଙ୍କାନାଳ ଜିଲା ଭାଜପା କାର୍ଯ୍ୟାଳୟରେ ଶୁକ୍ରବାର ଲୋକ ସଭା ଭାଜପା ପ୍ରବାସ ଯୋଜନାର କୋର୍‌ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଗୃହ...

ଜଳ ଛତ୍ରରେ ଦୁର୍ବୃତ୍ତ ମିସାଇଲେ ବିଷ: ପାଣି ପିଇ ୩ ଗୁରୁତର

ମାଲକାନଗିରି,୨୧।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଏମ୍ପିଭି ୪୯ ଗ୍ରାମରେ ଜଳ ଛତ୍ରରେ ଗୁରୁବାର ଦୁର୍ବୃତ୍ତ ବିଷ ମିସାଇଦେଇଛନ୍ତି । ବିଷ ପାଣି ପିଇ ୩ ଗୁରୁତର ହୋଇଛନ୍ତି।...

ଲୁହାପଥର ଚୋରା ଚାଲାଣ: ୨ ଗିରଫ

କେନ୍ଦୁଝର,୧୯।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ବନ ବିଭାଗ ରବିବାର ରାତିରେ ୨ ଜଣଙ୍କୁ ଗିରଫ କରିଛି। ଏହା ସହ ଗୋଟିଏ ଟିପ୍ପର ଜବତ ହୋଇଛି ।...

Advertisement
Archives

Model This Week