କପ୍ତିପଦା,୧୫ା୧୦(ଡି.ଏନ୍.ଏ.)- ବିବାହର ପ୍ରତିଶ୍ରୁତି ଦେଇ ଜନୈକା ଯୁବତୀଙ୍କୁ ପ୍ରତାରଣା କରିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ଶରତ ଥାନା ପୋଲିସ ସୋମବାର ଜଣେ ଶିକ୍ଷକଙ୍କୁ ଗିରଫ କରିଛି। ଗିରଫ ଶିକ୍ଷକ ହେଲେ କପ୍ତିପଦା ବ୍ଲକ ଦୋଳିପଡ଼ା ୟୁଜି ହାଇସ୍କୁଲ୍ର ଶିକ୍ଷକ ସୁରେଶ ଚନ୍ଦ୍ର ମାରାଣ୍ଡି। ପ୍ରତାରଣାରେ ଶିକାର ହୋଇଥିବା ଯୁବତୀ ଜଣକ ୨ ମାସର ଅନ୍ତଃସତ୍ତ୍ୱା ଥିବା ପୋଲିସ କହିଛି।
ପୋଲିସ ସୂଚନା ଅନୁଯାୟୀ, ପୀଡିତା ଯୁବତୀଙ୍କ ଲିଖିତ ଅଭିଯୋଗକୁ ଭିତ୍ତି କରି ଥାନାରେ ଏକ ମାମଲା(ନଂ.୩୬/୧୯) ରୁଜୁ କରାଯାଇଛି। ପୀଡିତାଙ୍କୁ ଡାକ୍ତରୀ ମାଇନା କରାଯାଇ ଅଭିଯୁକ୍ତ ଶିକ୍ଷକଙ୍କୁ କୋର୍ଟଚାଲାଣ କରାଯାଇଛି।
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ
ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…
ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ
ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…
ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ
ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…
କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ
ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…
ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ
ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…
Archives

