ବିବାହ ପ୍ରଲୋଭନ ଦେଖାଇ ପ୍ରତାରଣା , ଶିକ୍ଷକ ଗିରଫ

କପ୍ତିପଦା,୧୫ା୧୦(ଡି.ଏନ୍‌.ଏ.)- ବିବାହର ପ୍ରତିଶ୍ରୁତି ଦେଇ ଜନୈକା ଯୁବତୀଙ୍କୁ ପ୍ରତାରଣା କରିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ଶରତ ଥାନା ପୋଲିସ ସୋମବାର ଜଣେ ଶିକ୍ଷକଙ୍କୁ ଗିରଫ କରିଛି। ଗିରଫ ଶିକ୍ଷକ ହେଲେ କପ୍ତିପଦା ବ୍ଲକ ଦୋଳିପଡ଼ା ୟୁଜି ହାଇସ୍କୁଲ୍‌ର ଶିକ୍ଷକ ସୁରେଶ ଚନ୍ଦ୍ର ମାରାଣ୍ଡି। ପ୍ରତାରଣାରେ ଶିକାର ହୋଇଥିବା ଯୁବତୀ ଜଣକ ୨ ମାସର ଅନ୍ତଃସତ୍ତ୍ୱା ଥିବା ପୋଲିସ କହିଛି।
ପୋଲିସ ସୂଚନା ଅନୁଯାୟୀ, ପୀଡିତା ଯୁବତୀଙ୍କ ଲିଖିତ ଅଭିଯୋଗକୁ ଭିତ୍ତି କରି ଥାନାରେ ଏକ ମାମଲା(ନଂ.୩୬/୧୯) ରୁଜୁ କରାଯାଇଛି। ପୀଡିତାଙ୍କୁ ଡାକ୍ତରୀ ମାଇନା କରାଯାଇ ଅଭିଯୁକ୍ତ ଶିକ୍ଷକଙ୍କୁ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଦିନ୧୧ରୁ ବସ୍‌ ଚଳାଚଳ ବନ୍ଦ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଆନ୍ତଃ ରାଜ୍ୟ ବସ୍‌ ଚଳାଚଳ ବନ୍ଦ ପରେ ମଙ୍ଗଳବାରଠାରୁ ଆନ୍ତଃ ଜିଲା ବସ୍‌ ଚଳାଚଳ ବନ୍ଦ କରାଯାଇଛି। କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ମଙ୍ଗଳବାର...

ପୁଣି ଟୁଇନ୍‌ସିଟିରୁ ଧରାହେଲେ ୧୩୫୫ ଅମାନିଆ ଚାଳକ

ଭୁବନେଶ୍ୱର,୯ା୪(ବ୍ୟୁରୋ): ସଂକ୍ରମଣ ରୋକିବାକୁ କମିଶନରେଟ ପୋଲିସ ଯେତେ କଡ଼ା ଆଭିମୁଖ୍ୟ ଗ୍ରହଣ କଲେ ମଧ୍ୟ ଅମାନିଆଙ୍କୁ କାଟୁ କରୁନି। ଲକ୍‌ଡାଉନ୍‌ ସତ୍ତ୍ୱେ ଗାଡ଼ି ଧରି ରାସ୍ତାକୁ...

କାଳିଆ ଟଙ୍କା ପ୍ରଦାନ ନିର୍ବାଚନୀ ଅସ୍ତ୍ର: ବିରୋଧୀ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ରାଜ୍ୟର ୫୩ ଲକ୍ଷ ଚାଷୀଙ୍କୁ କାଳିଆ ସହାୟତା ଦେବାପରେ ପୁଣିଥରେ ରାଜନୀତି ଜୋର ଧରିଛି। ପଞ୍ଚାୟତ ଏବଂ ପୌର...

ସରୁନି ବିଏମ୍‌ସି ନୂଆ ମୁଖ୍ୟାଳୟ ନିର୍ମାଣ

ଭୁବନେଶ୍ୱର,୪।୭ (ବ୍ୟୁରୋ): କାମ ଆରମ୍ଭ ହେବାର ଦୁଇବର୍ଷ ପରେ ବି ବହୁ ପ୍ରତୀକ୍ଷିତ ବିଏମ୍‌ସିର ନୂତନ ମୁଖ୍ୟାଳୟ ନିର୍ମାଣ କାର୍ଯ୍ୟ ସରିବାର ନାଁ ଧରୁନି। ୨୦୧୯...

ଆଇଏଏସ୍‌ ଅଫିସର ସ୍ତରରେ ପଦୋନ୍ନତି: ୪ ଅଧିକାରୀଙ୍କୁ ପ୍ରମୁଖ ସଚିବ ପାହ୍ୟା

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟ ପ୍ରଶାସନରେ ସଂଖ୍ୟାଧିକ ଅଫିସରଙ୍କୁ ପଦୋନ୍ନତି ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପଦୋନ୍ନତି ପାଇଥିବା ଅଧିକାରୀମାନେ...

‘ମିସ୍‌ ବ୍ରିଟିଶ ଏମ୍ପାୟାର୍‌ ୨୦୧୯’: ଶେଫାଳିଙ୍କ ସଫଳତା

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ବଲାଙ୍ଗୀର ଜନ୍ମିତ ଓଡ଼ିଆ ଝିଅ ଶେଫାଳି ଉଦ୍‌ଗାତା ନିକଟରେ ଶ୍ରୀଲଙ୍କାରେ ଅନୁଷ୍ଠିତ ‘ମିସ୍‌ ବ୍ରିଟିଶ ଏମ୍ପାୟାର୍‌-୨୦୧୯’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଦ୍ୱିତୀୟ ରନର୍ସଅପ୍‌ ହେବାର ଗୌରବ...

୪ ଯାଏ ବଡ଼ ବର୍ଷା ନାହିଁ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ରାଜ୍ୟରୁ ଲଘୁଚାପ ଅପସରି ଯାଇଛି। ଆସନ୍ତା ନଭେମ୍ବର ୪ ତାରିଖ ଯାଏ କୌଣସି ବଡ଼ ବର୍ଷାର ସମ୍ଭାବନା ନାହିଁ । ତେବେ ଆସନ୍ତା ୨୪...

ଗ୍ରାମବାସୀ-ବନ କର୍ମଚାରୀ ମୁହାଁମୁହିଁ

କପ୍ତିପଦା,୧।୧(ଡି.ଏନ.ଏ.): ବନ ବିଭାଗର ଏକ ଗୃହ ନିର୍ମାଣକୁ ନେଇ ଗ୍ରାମବାସୀ ଓ ବିଭାଗୀୟ କର୍ମଚାରୀ ମୁହାଁମୁହିଁ ହୋଇଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।...

Advertisement
Archives

Model This Week