ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଏହି ସୁନ୍ଦରୀ ଏମ୍‌ପି

ଚଳିତବର୍ଷ ସାଧାରଣ ନିର୍ବାଚନ ରଣାଙ୍ଗନରେ ବାଜି ମାରି ନେଇଥିବା ଜଣେ ଅଭିନେତ୍ରୀ ଏବେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଅଭିନେତ୍ରୀରୁ ରାଜନେତ୍ରୀ ପାଲଟିଥିବା ସୁନ୍ଦରୀ ଅଭିନେତ୍ରୀ ଜଣକ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସରୁ ପଶ୍ଚିମବଙ୍ଗରୁ ବସିରହାଟ ଆସନରୁ ନିର୍ବାଚନ ଲଢ଼ି ଏମ୍‌ପି ଭାବେ ବିଜୟୀ ହୋଇଛନ୍ତି।

ସେ କେହି ନୁହନ୍ତି, ସେ ହେଉଛନ୍ତି ନୁସରତ ଜହାଁ। ଖୁବ୍‌ଶୀଘ୍ର ସେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ନୁସରତ କୋଲକାତାର ବ୍ୟବସାୟୀ ନିଖିଲ ଜୈନଙ୍କୁ ବିବାହ କରିବାକୁ ଯାଉଛନ୍ତି। ଏହି ଶୁଭ ଖବର ନୁସରତ ତାଙ୍କ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି। ଯାହାର ଆୟୋଜନ ଇସ୍ତାନବୁଲ୍‌ରେ କରାଯିବ। କୋଲକାତାସ୍ଥିତ ଘରେ ନୁସରତଙ୍କ ବିବାହ ପ୍ରସ୍ତୁତିପର୍ବ ଜୋର୍‌ସୋରରେ ଚାଲିଛି। ତେବେ ବିବାହ ତାରିଖ ଧାର୍ଯ୍ୟ ହୋଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଟ ଡ୍ରେସ୍‌କୁ ନେଇ ଟ୍ରୋଲ୍‌ ହେଲେ ପ୍ରିୟଙ୍କା

ନ୍ୟୁୟର୍କ: ବଲିଉଡ୍‌ ଦେଶି ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ତାଙ୍କ ସ୍ବାମୀଙ୍କ ସହ ନ୍ୟୁୟର୍କରେ ରହୁଛନ୍ତି। ହେଲେ ନିକଟରେ ସେ ଏମିତି ଏକ ଡ୍ରେସ୍‌ରେ ନଜର...

କମ ଫିଲ୍ମ କରି ମଧ୍ୟ କୋଟି କୋଟି ଟଙ୍କାର ମାଲିକାଣୀ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜ ମନି ଲଣ୍ଡରିଂ ମାମଲାରେ ଏବେ ରହିଛନ୍ତି। ଡିସେମ୍ବର ୮ରେ ପଚରାଉଚରା ପାଇଁ ଜ୍ୟାକଲିନଙ୍କୁ ଇଡି ଡାକିଛି। ସୁକେଶ ଚନ୍ଦ୍ରଶେଖର ଏବଂ...

ଭାଇଙ୍କ ପାଇଁ ଭାବବିହ୍ବଳ ପୋଷ୍ଟ ଲେଖିଲେ ସାଜିଦ୍‌

ବଲିଉଡ୍‌ର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଓ୍ବାଜିଦ୍‌ ଖାନ୍‌ଙ୍କ ଅଚାନକ ପରଲୋକ ଘଟିଛି। ଏଥିରେ ଭାଙ୍ଗିପଡିଛନ୍ତି ତାଙ୍କ ଭାଇ ସାଜିଦ୍‌ ଖାନ୍‌। ସେ ହସ୍ପିଟାଲ୍‌ରେ ଚିକିତ୍ସିତ ଥିବା...

କେବେ ମା’ ହେବେ ପ୍ରଶ୍ନରେ ଏମିତି ଉତ୍ତର ଦେଲେ ପ୍ରିୟଙ୍କା ଚୋପ୍ରା

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ସ୍ବାମୀ ନିକ୍‌ ଜୋନାସଙ୍କ ସହ ସୁଖୀ ଦାମ୍ପତ୍ୟ ଜୀବନ ବିତାଉଛନ୍ତି। ନିକଟରେ ପ୍ରିୟଙ୍କା ନିଜର ଦ୍ୱିତୀୟବାର୍ଷିକୀ ପାଳନ କରିଛନ୍ତି।...

ପୋଲିସ ଖୋଜୁଛି ସୁଶାନ୍ତଙ୍କ ଆତ୍ମହତ୍ୟା ପଛର କାରଣ: ଏଯାଏ ୨୬ଜଣଙ୍କୁ ଜେରା

ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲାରେ ପୋଲିସ ଏପର୍ଯ୍ୟନ୍ତ ୨୬ ଜଣଙ୍କୁ ପଚରାଉଚରା କରିଛି। ରିୟା ଚକ୍ରବର୍ତ୍ତୀଙ୍କୁ ପ୍ରାୟ ୯ଘଣ୍ଟା ଧରି ପୋଲିସ ପଚରାଉଚରା କରିଥିଲା। ଏଥିରେ ରିୟା...

ବନ୍ୟାପାଣିରେ ଫଟୋଶୁଟ୍‌ କରି ଟ୍ରୋଲ ହେଲେ ଏହି ମଡେଲ

ବିହାରର ରାଜଧାନୀ ପାଟନାରେ ଲଗାଣବର୍ଷା ହୋଇ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ୧୫ଟି ଜିଲାରେ ରେଡ୍‌ ଆଲର୍ଟ ଜାରିହୋଇଛି। ଏପରିକି ୨୯ ଜଣଙ୍କର ମୃତ୍ୟୁ ମଧ୍ୟ...

ଲକ୍‌ଡାଉନ ଖୋଲିଲେ କ’ଣ କରିବେ ଜରିନ

ମୁମ୍ବାଇ: କରୋନା ଭାଇରସ ସଂକ୍ରମଣକୁ ଦେଖି ସାରା ଦେଶରେ ମେ’ ୧୭ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ବଲିଉଡ୍‌ର ପ୍ରାୟ ସବୁ ସେଲିବ୍ରିଟି...

ଫୋର୍ବସ୍‌ ଇଣ୍ଡିଆ ସେଲିବ୍ରିଟି ୨୦୧୯ ତାଲିକାରେ ସାମିଲ ହେଲେ ଦିପିକା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ପୁଣି ଥରେ ୨୦୧୯ରେ ବିଶ୍ୱର ସବୁଠାରୁ ଅଧିକ ପସନ୍ଦ ମହିଳାଙ୍କ ତାଲିକାରେ ସାମିଲ ହୋଇଯାଇଛନ୍ତି। ବଲିଉଡ୍‌ ଏକମାତ୍ର ଅଭିନେତ୍ରୀ...

Advertisement
Archives

Model This Week