ବିବାହ ବିଚ୍ଛେଦର ୧୦ ବର୍ଷ ପରେ ପୁଣି ବେଦିରେ ବସିବେ ଏହି ଅଭିନେତ୍ରୀ

ମୁମ୍ବାଇ: ବିବାହ ବିଚ୍ଛେଦର ୧୦ ବର୍ଷ ପରେ ପୁଣି ଜଣଙ୍କ ହାତ ଧରି ବେଦିରେ ବସିବାକୁ ଯାଉଛନ୍ତି ବଲିଉଡ୍‌ର ଜଣେ ଅଭିନେତ୍ରୀ। ଏକଥା ଆମେ କହୁନାହୁଁ। ଏକ ସାକ୍ଷାତକାରରେ ଏହି କଥା ସ୍ପଷ୍ଟ କରିଛନ୍ତି ଖୋଦ୍‌ ଅଭିନେତ୍ରୀ ଜଣକ। ଆଉ କେହି ନୁହନ୍ତି, ସେ ହେଉଛନ୍ତି କାମ୍ୟା ପଞ୍ଜାବୀ। ସେ ଏକ ସାକ୍ଷାତକାରରେ କହିଛନ୍ତି, ଫେବୃୟାରୀରେ ସେ ବିବାହ କରିବାକୁ ଯାଉଛନ୍ତି। ସେ ତାଙ୍କ ବୟଫ୍ରେଣ୍ଡ୍‌ ତଥା ପ୍ରତିଷ୍ଠିତ ବ୍ୟବସାୟୀ ଶଲଭ ଡାଙ୍ଗଙ୍କ ହାତ ଧରିବେ। ଶଲଭ ଦିଲ୍ଲୀରେ ରୁହନ୍ତି।
ସ୍ମରଣଯୋଗ୍ୟ,କାମ୍ୟା ପ୍ରଥମ ସ୍ବାମୀଙ୍କଠାରୁ ୩ ବର୍ଷ ଅଲଗା ରହିବା ପରେ ୨୦୧୩ରେ ତାଙ୍କୁ ଛାଡ଼ପତ୍ର ଦେଇଥିଲେ। ବର୍ତ୍ତମାନ ୧୦ ବର୍ଷ ପରେ ପୁଣି ଥରେ ବିବାହ କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପଲ୍‌ ଟିଭିରେ ପ୍ରସାରିତ ହେବ ସଲମାନଙ୍କ ‘ରାଧେ’

ମୁମ୍ବାଇ: ବଲିଉଡ୍‌ ଷ୍ଟାର ସଲ୍‌ମାନ ଖାନ୍‌ଙ୍କ ‘ରାଧେ’ ଚଳଚ୍ଚିତ୍ର ଆପଲ୍‌ ଟିଭିରେ ପ୍ରସାରିତ ହେବ। ଏହା ବେଲଜିୟମ, ଡେନ୍‌ମାର୍କ, କାନାଡା, ଫିଜି, ମ୍ୟାଲେସିଆ, ଶ୍ରୀଲଙ୍କା, ଦକ୍ଷିଣ...

ଫିଲ୍ମକୁ ଦେଖିବା ପାଇଁ ଆସାମରେ ସରକାରୀ କର୍ମଚାରୀ ନେଇପାରିବେ ଅଧା ଦିନ ଛୁଟି

ଦିସପୁର,୧୬।୩: ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ସାରା ଦେଶରେ ବର୍ତ୍ତମାନ ଚର୍ଚ୍ଚା ଜୋର ଧରିଛି। ନିକଟରେ ଏହି ଫିଲ୍ମ ରିଲିଜ...

ଉଲଗ୍ନ ଭିଡିଓ ଶେୟାର କରି ଚର୍ଚ୍ଚାରେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଆମେରିକୀୟ ଗାୟିକା, ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ଜେନିଫର୍‌ ଲୋପେଜ ଏବେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଜାନୁଆରୀ ୨୦ରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଶପଥ ଗ୍ରହଣ...

ବଲିଉଡ୍‌ ପୂର୍ବରୁ ଏହି ଅଭିନେତ୍ରୀମାନେ ସାଉଥ୍‌ ପିଲ୍ମରୁ ଆରମ୍ଭ କରିଥିଲେ ନିଜର କ୍ୟାରିୟର

ମୁମ୍ବାଇ: ବଲିଉଡର ଏକ ନମ୍ବର ଅଭିନେତ୍ରୀଙ୍କ ମଧ୍ୟରେ ଦୀପିକା ପାଦୁକୋନ, ପ୍ରିୟଙ୍କା ଚୋପ୍ରା ଓ ଐଶ୍ୱର୍ଯ୍ୟା ରାୟଙ୍କୁ ଗଣାଯାଏ। ସେମାନେ ବଲିଉଡ୍‌ରେ ଏକାଧିକ ହିଟ୍‌ ଫିଲ୍ମରେ...

ହୋଇନି ବ୍ରେକ୍‌ଅପ୍‌ !

ବମ୍ବେ: କଥାରେ ଅଛି ସତ କେବେ ଲୁଚି ରହେନା। ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫ କେବେ ବି ଖୋଲାଖୋଲି ଅଭିନେତ୍ରୀ ଦିଶା ପଟାନୀଙ୍କ ସହ ସମ୍ପର୍କକୁ...

ରାଗରେ ରୋହିତଙ୍କ ଉପରେ ବୋତଲ ଭାଙ୍ଗିଲେ ଶିଳ୍ପା

ବମ୍ବେ: ରାଗିଗଲେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ। ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କ ହାତରେ କାଚ ବୋତଲ ଭାଙ୍ଗିଦେଲେ। ଏଭଳି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର...

ଅଙ୍କିତା ଶେୟାର କଲେ ନିଜ ଆକାଉଣ୍ଟ ଡିଟେଲ୍ସ: ସୁଶାନ୍ତଙ୍କ ଭଉଣୀ ରଖିଲେ ଏଭଳି ପ୍ରତିକ୍ରିୟା

ମୁମ୍ବାଇ: ବଲିଉଡ୍‌ ଭର୍ସାଟାଇଲ ଅଭନେତା ସୁଶାନ୍ତ ସିଂହ ରାଜପୁତଙ୍କ ମାମଲାରେ ପ୍ରତିଦିନ ନୂଆ ନୂଆ ଚାଞ୍ଚଲ୍ୟକର ଖୁଲାସା ହେଉଛି। ନିକଟରେ ଅଭିନେତ୍ରୀ ତଥା ସୁଶାନ୍ତଙ୍କ ଏକ୍ସ-ଗର୍ଲଫ୍ରେଣ୍ଡ...

ଆଲିଆଙ୍କୁ ପୂରିଲା ୨୭: ଗତବର୍ଷ ରୋଜଗାର କରିଛନ୍ତି ୫୯.୨୧ କୋଟି

ମୁମ୍ବାଇ: ବଲିଉଡ୍‌ର ସୁନ୍ଦରୀ ଚୁଲ୍‌ବୁଲୀ ଅନିନେତ୍ରୀ ଆଲିଆ ଭଟ୍ଟ ରବିିବାର ୨୭ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୯୩ ମାର୍ଚ୍ଚ ୧୫ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ।...

Advertisement
Archives

Model This Week