ବିବାହ ବିଚ୍ଛେଦର ୧୦ ବର୍ଷ ପରେ ପୁଣି ବେଦିରେ ବସିବେ ଏହି ଅଭିନେତ୍ରୀ

ମୁମ୍ବାଇ: ବିବାହ ବିଚ୍ଛେଦର ୧୦ ବର୍ଷ ପରେ ପୁଣି ଜଣଙ୍କ ହାତ ଧରି ବେଦିରେ ବସିବାକୁ ଯାଉଛନ୍ତି ବଲିଉଡ୍‌ର ଜଣେ ଅଭିନେତ୍ରୀ। ଏକଥା ଆମେ କହୁନାହୁଁ। ଏକ ସାକ୍ଷାତକାରରେ ଏହି କଥା ସ୍ପଷ୍ଟ କରିଛନ୍ତି ଖୋଦ୍‌ ଅଭିନେତ୍ରୀ ଜଣକ। ଆଉ କେହି ନୁହନ୍ତି, ସେ ହେଉଛନ୍ତି କାମ୍ୟା ପଞ୍ଜାବୀ। ସେ ଏକ ସାକ୍ଷାତକାରରେ କହିଛନ୍ତି, ଫେବୃୟାରୀରେ ସେ ବିବାହ କରିବାକୁ ଯାଉଛନ୍ତି। ସେ ତାଙ୍କ ବୟଫ୍ରେଣ୍ଡ୍‌ ତଥା ପ୍ରତିଷ୍ଠିତ ବ୍ୟବସାୟୀ ଶଲଭ ଡାଙ୍ଗଙ୍କ ହାତ ଧରିବେ। ଶଲଭ ଦିଲ୍ଲୀରେ ରୁହନ୍ତି।
ସ୍ମରଣଯୋଗ୍ୟ,କାମ୍ୟା ପ୍ରଥମ ସ୍ବାମୀଙ୍କଠାରୁ ୩ ବର୍ଷ ଅଲଗା ରହିବା ପରେ ୨୦୧୩ରେ ତାଙ୍କୁ ଛାଡ଼ପତ୍ର ଦେଇଥିଲେ। ବର୍ତ୍ତମାନ ୧୦ ବର୍ଷ ପରେ ପୁଣି ଥରେ ବିବାହ କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ଅପେକ୍ଷାରେ ବୈଶାଳୀ

ଓଡ଼ିଆ ସିନେମା ‘ବୈଶାଳୀ’ ଚଳିତ ମାସ ୧୯ରେ ପରଦା ଉପରକୁ ଆସୁଛି। ଏହି ଫିଲ୍ମରୁ ନିଜର ଆକ୍ଟିଂ କ୍ୟାରିୟର ଆରମ୍ଭ କରୁଛନ୍ତି ନବାଗତ ଡ. ପ୍ରୀତ୍‌।...

ଅର୍‌ମାନଙ୍କ ରିସେପ୍‌ସନ ପାର୍ଟିରେ ମଲାଇକା, ଅର୍ଜୁନ

କରିନା- କରିସ୍ମାଙ୍କ ସମ୍ପର୍କୀୟ ଭାଇ ଅରମାନ ଜୈନଙ୍କ ରିସେପ୍‌ସନ ପାର୍ଟିରେ ବହୁ ନାମୀଦାମୀ ଅତିଥି ଯୋଗ ଦେଇଥିଲେ। ମାତ୍ର ପାର୍ଟିରେ ମୁଖ୍ୟ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିଲେ...

ଉତ୍କଳ ଗଣନାଟ୍ୟରୁ ଯାତ୍ରା ସ୍ବପ୍ନମହଲ

‘ଉତ୍କଳ ଗଣନାଟ୍ୟ’ରୁ ଆରମ୍ଭ ହୋଇଥିଲା ତାଙ୍କ ଅଭିନୟର ଯାତ୍ରା। ଏହା ୧୯୯୧ ମସିହା କଥା। ପ୍ରଥମ ନାଟକ ଥିଲା ‘ପାଗଳୀ ଆସିଛି ଆମ ଗଁାକୁ’। ଚେହେରା...

ନିର୍ଭୟା ବଳାତ୍କାରୀଙ୍କ ସହ ୪ ଦିନ ଜେଲରେ ରୁହନ୍ତୁ ଇନ୍ଦିରା ଜୟସିଂ: କଙ୍ଗନା

ମୁମ୍ବାଇ,୨୩।୧: ବଲିଉଡ୍‌ର ‘ପଙ୍ଗା’ ଅଭିନେତ୍ରୀ କଙ୍ଗନା ରାନାଓ୍ବତ କିଛି କା କିଛି ବିବାଦୀୟ ବୟାନ ଦେଇ ସବୁବେଳେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାଆନ୍ତି। ଏଥର ସେ...

କ୍ୟାମେରାକୁ ଦେଖି ଚିଡ଼ିଗଲେ ତୈମୁର, ଲୋକେ କହୁଛନ୍ତି, ‘ବେବୋଙ୍କଠାରୁ ଶିଖିଛନ୍ତି’

ବମ୍ବେ: କ୍ୟାମେରା ଫ୍ରେଣ୍ଡଲୀ କରିନା କପୁର ଖାଁ ଓରଫ ବେବୋଙ୍କ ପୁଅ ତୈମୁର। କ୍ୟାମେରା ଦେଖିଲେ ସେ ଭଳିକି ଭଳି ପୋଜ୍‌ ଦେଇଥାନ୍ତି। ପିଲାଦିନୁ ତାଙ୍କର...

ସୁଶାନ୍ତଙ୍କ କ୍ରେଡିଟ୍‌ କାର୍ଡ ଏକ ବର୍ଷ ଧରି ବ୍ୟବହାର କରୁଥିଲେ ରିୟା ଚକ୍ରବର୍ତ୍ତୀ: ପୋଲିସ ଆଗରେ କଲେ ସ୍ବୀକାର

ମୁମ୍ବାଇ, ୨୨।୭: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ତଦନ୍ତରେ ପ୍ରତିଦିନ ନୂଆ କଥା ଶୁଣିବାକୁ ମିଳୁଛି। ଏବେ ସୋସିଆଲ୍‌ ମିଡ଼ିଆରେ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌...

ସନ୍ନିଙ୍କ ଫୁଟ୍‌ବଲ ପ୍ରେମ

ମୁମ୍ବାଇ: ବଲିଉଡ୍‌ ନାୟିକା ସନ୍ନିି ଲିଓନ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରୁହନ୍ତି। ଫ୍ୟାନ୍‌ମାନଙ୍କ ସହ ଯୋଡ଼ିହୋଇ ରହିବାକୁ ସନ୍ନି ଇନ୍‌ଷ୍ଟାଗ୍ରାମରେ ନିଜର ଟିକିନିଖି ଅପ୍‌ଡେଟ୍‌ସ...

ଫ୍ୟାନ୍‌ଙ୍କୁ ସରପ୍ରାଇଜ୍‌ ଦେବେ ଶକ୍ତିମାନ

ଦେଶର ପ୍ରଥମ ଧାରାବାହିକ ସୁପରହିରୋ ‘ଶକ୍ତିମାନ’ ୯୦ ଦଶନ୍ଧିରେ ସବୁଠୁ ଚର୍ଚ୍ଚିତ କାର୍ଯ୍ୟକ୍ରମ ମଧ୍ୟରୁ ଗୋଟିଏ ଥିଲା। ଏମିତି ଏକ ସୁପରହିରୋ ଯାହାକୁ ଦେଖିବା ପାଇଁ...

Coronavirus Update


Archives

Model This Week

Why Dharitri