ବିବାହ ଭୋଜିକୁ ଯାଉଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୮ ଗୁରୁତର

ମାଲକାନଗିର,୯ା୩(ଡି.ଏନ୍‌.ଏ): ଏକ ବିବାହ ଭୋଜି ପାଇଁ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ୪୦୭ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣାରୁ ପ୍ରକାଶ ଯେ, ସୋମବାର ମାଲକାନଗିରି ଜିଲା ସଦର ବ୍ଲକ୍‌ ସିଆଡ଼ିମାଳ ଗ୍ରାମରୁ ପ୍ରାୟ ୨୦ ଜଣ ଲୋକ କାଲିମେଳା ଥାନା ଅଧୀନ ପାତାକୋଣ୍ଡା ଗ୍ରାମକୁ ବିବାହ ଭୋଜି ପାଇଁ ଯାଉଥିଲେ। ତେବେ ମାଲକାନଗିରି-କାଲିମେଳା ମୁଖ୍ୟରାସ୍ତା ଏମ୍‌.ଭି. ୧୯ ଗ୍ରାମ ନିକଟ ବୁଲାଣି ରାସ୍ତାରେ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏଥିରେ ୧୫ ଜଣ ଆହତ ହୋଇଥିବାବେଳେ ସେଥିମଧ୍ୟରୁ ୮ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାପଡ଼ିଛି। ଗୁରୁତରମାନଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂକ୍ରମଣ ସୀମା ଡେଉଁଛି

ଅନୁଗୋଳ ଅଫିସ, ୧୩।୧୦ ଅନୁଗୋଳ ଜିଲାରେ କରୋନା ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ମେ’ରୁ ଅଗଷ୍ଟ ମାସ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ମାତ୍ର...

ସୁଶାନ୍ତ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ସମେତ ୪ ଗିରଫ

ପୋଲସରା,୩୦ା୮(ଡି.ଏନ.ଏ.)- ପୋଲସରା ଥାନା ପାଣ୍ଡିରିପଡ଼ା ପଞ୍ଚାୟତ ଇଚ୍ଛାପୁର ଗ୍ରାମରେ ଜୁନ ୧୮ ତାରିଖ ରାତିରେ ସୁଶାନ୍ତ ନାୟକଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୂର୍ବରୁ ପୋଲିସ...

ନିର୍ମାଣାଧୀନ ରେଲଓ୍ବେ ଟ୍ରାକ୍‌ ଖାତରେ ପଡ଼ି ଛେଳି ଚରାଳି ମୃତ : କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ପରଜଙ୍ଗ, ୧୬।୮(ଡି.ଏନ.ଏ.)-ଅନୁଗୋଳ-ଡୁବୁରି ରେଲଓ୍ବେ ଟ୍ରାକ୍‌ ନିର୍ମାଣ ପାଇଁ ଖୋଳାଯାଇଥିବା ଖାତରେ ଖସିପଡ଼ି ଜଣେ ଛେଳିଚରାଳିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପରଜଙ୍ଗ ଥାନା ବାରିହାପୁର ଗ୍ରାମର...

ସପ୍ତାହେ ହେବ ଜଳୁନି ଷ୍ଟ୍ରିଟ ଲାଇଟ

ଆଳି,୩ା୯(ଡି.ଏନ.ଏ.): ରାଜ୍ୟ ସରକାର ଗଁା ଗହଳିଠାରୁ ଆରମ୍ଭ କରି ବଜାର ଘାଟ ସବୁ ସ୍ଥାନରେ ଆଲୋକୀକରଣ ନିମନ୍ତେ ଷ୍ଟ୍ରିଟ ଲାଇଟର ବ୍ୟବସ୍ଥା କରିଛନ୍ତି। ଏହି ଅବସରରେ...

ଅନ୍ୟ ରାଜ୍ୟକୁ ଚାଲାଣ ହେଉଥିଲା ଗୋରୁ: ପୋଲିସର ଜିମା ଦେଲେ ସ୍ଥାନୀୟ ଲୋକେ

ଭଦ୍ରକ ଅଫିସ, ୨୪।୨: ବେଆଇନ୍‌ ଭାବେ ବାହର ରାଜ୍ୟକୁ ଚାଲାଣ ହେଉଥିବା ବେଳେ ଏକ ଗୋରୁ ବୋଝେଇ ପିକଅପ ଭ୍ୟାନ୍‌କୁ ଜବତ କରାଯାଇଛି। ୨୦ରୁ ଊର୍ଦ୍ଧ୍ୱ...

ଖାତା ମୂଲ୍ୟାଙ୍କନକାରୀଙ୍କୁ ଭତ୍ତା ପ୍ରଦାନ ପାଇଁ ଦାବିପତ୍ର

କେନ୍ଦୁଝର, ୧ା୬ (ସ୍ବ.ପ୍ର.)-ଚଳିତବର୍ଷ କରୋନା ମହାମାରୀ ସତ୍ତ୍ୱେ ମାଧ୍ୟମିକ ଶିକ୍ଷା ପରିଷଦ, କଟକ ଦ୍ୱାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଖାତା ମୂଲ୍ୟାୟନ ଗତ ୨୬...

ଏନ୍‌ଜିଟି ନିୟମ ମାନୁନାହାନ୍ତି ବ୍ୟବସାୟୀ

କେନ୍ଦ୍ରାପଡ଼ା ଅଫିସ, ୩୧ା୫:କେନ୍ଦ୍ରାପଡ଼ା ଜିଲାରେ ଇଟାଭାଟି ଓ ବାଲି ଚୋରାଚାଲାଣ ଲାଗି ନଦୀଶଯ୍ୟାକୁ ଖୋଳାଯାଉଛି। ଏନ୍‌ଓସି ନ ଥାଇ ଅବାଧରେ ବାଲି ଚାଲାଣ ହେଉଛି। ବେଆଇନ...

ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ, ସ୍ବାମୀ ଗିରଫ

ବାଲିଗୁଡା,୧୫ା୯(ଡି.ଏନ.ଏ.)-ବାଲିଗୁଡ଼ାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାସକ୍ତ ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ଶନିବାର ସ୍ତ୍ରୀଙ୍କର ମୃତ୍ୟୁ ହୋଇଛି। ବାଲିଗୁଡ଼ା ଥାନା ସୁଡ୍ରା ପଞ୍ଚାୟତ କୁନାସାଲୁ ଗ୍ରାମର...

Advertisement
Archives

Model This Week