Posted inଜାତୀୟ

ବିବାହ ଭୋଜିରେ ନବ ଦମ୍ପତିଙ୍କୁ ଅଢ଼େଇ କିଲୋ ପିଆଜ ଉପହାର

ଚେନ୍ନାଇ,୯।୧୨: ତାମିଲନାଡୁରେ ପିଆଜ କିଲୋ ୨ ଶହ ଟଙ୍କାରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି ଆୟୋଜିତ ଏକ ବିବାହ ଭୋଜିରେ ଅତିଥିମାନେ ନବ ଦମ୍ପତିଙ୍କୁ ଅଢ଼େଇ କିଲୋ ପିଆଜ ଉପହାର ଦେଇଛନ୍ତି। ସ୍ଥାନୀୟ କୁଡ୍ଡାଲୋରରେ ହୋଇଥିବା ବିବାହ ଭୋଜିରେ ଶାହୁଲ ଏବଂ ସବରିନାଙ୍କ ବିବାହରେ ତାଙ୍କ ୬ ଜଣ ବନ୍ଧୁ ଏଭଳି କରିଛନ୍ତି। ଭୋଜିରେ ପିଆଜ ବିନା କୌଣସି ମେନ୍ୟୁ ପ୍ରସ୍ତୁତ କରିବା ଅସମ୍ଭବ। ତେଣୁ ଶାହୁଲଙ୍କୁ ଏହି ଉପହାର ଦେବା ପାଇଁ ଆମେ ଚିନ୍ତା କରିଥିଲୁ ବୋଲି ଜି.ଚେତନ କହିଛନ୍ତି। ଗୋଟିଏ ଦିନ ପୂର୍ବରୁ ପିଆଜ କିଲୋ ୧୯୫ ଟଙ୍କା ଥିଲା। ତେବେ ସେମାନେ ୫୦୦ଟଙ୍କାରେ ଉପହାର ଲାଗି ପିଆଜ କିଣିଥିବା ଚେତନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀଙ୍କୁ ଧରାଇଦେଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ପୁରସ୍କାର: ମାର୍ଚ୍ଚ ୩୧ ଡେଡ୍‌ଲାଇନ

ନୂଆଦିଲ୍ଲୀ,୧୯ା୨ (ପିଟି/ଏଜେନ୍ସି):୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିବାବେଳେ ଉକ୍ତ ଡେଡ୍‌ଲାଇନ୍‌ ପାଖେଇ ଆସିଲାଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷା ବଳର…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚତ୍,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri