Posted inଜାତୀୟ

ବିବାହ ଭୋଜିରେ ନବ ଦମ୍ପତିଙ୍କୁ ଅଢ଼େଇ କିଲୋ ପିଆଜ ଉପହାର

ଚେନ୍ନାଇ,୯।୧୨: ତାମିଲନାଡୁରେ ପିଆଜ କିଲୋ ୨ ଶହ ଟଙ୍କାରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି ଆୟୋଜିତ ଏକ ବିବାହ ଭୋଜିରେ ଅତିଥିମାନେ ନବ ଦମ୍ପତିଙ୍କୁ ଅଢ଼େଇ କିଲୋ ପିଆଜ ଉପହାର ଦେଇଛନ୍ତି। ସ୍ଥାନୀୟ କୁଡ୍ଡାଲୋରରେ ହୋଇଥିବା ବିବାହ ଭୋଜିରେ ଶାହୁଲ ଏବଂ ସବରିନାଙ୍କ ବିବାହରେ ତାଙ୍କ ୬ ଜଣ ବନ୍ଧୁ ଏଭଳି କରିଛନ୍ତି। ଭୋଜିରେ ପିଆଜ ବିନା କୌଣସି ମେନ୍ୟୁ ପ୍ରସ୍ତୁତ କରିବା ଅସମ୍ଭବ। ତେଣୁ ଶାହୁଲଙ୍କୁ ଏହି ଉପହାର ଦେବା ପାଇଁ ଆମେ ଚିନ୍ତା କରିଥିଲୁ ବୋଲି ଜି.ଚେତନ କହିଛନ୍ତି। ଗୋଟିଏ ଦିନ ପୂର୍ବରୁ ପିଆଜ କିଲୋ ୧୯୫ ଟଙ୍କା ଥିଲା। ତେବେ ସେମାନେ ୫୦୦ଟଙ୍କାରେ ଉପହାର ଲାଗି ପିଆଜ କିଣିଥିବା ଚେତନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଜିତିବା ପାଇଁ ଏକ ମାସ ଭିତରେ ଦେଶର ୭୫ ନେତା ଏହି ମନ୍ଦିରରେ କରିସାରିଲେଣି ପୂଜାର୍ଚ୍ଚନା

ସିମ୍‌ଲା,୨୦।୪: ନିର୍ବାଚନ ପାଖେଇ ଆସିଲେ ଦେବାଳୟମାନଙ୍କରେ ରାଜନେତା ମାନଙ୍କର ଭିଡ଼ ଜମିଥାଏ। ଦେବଦେବୀଙ୍କ ଆଶୀର୍ବାଦ ଲାଭ କଲେ ସହଜରେ ନିର୍ବାଚନ ବୈତରଣୀ ଅବିଳମ୍ବେ ପାରି ହୋଇଯିବେ...

ଛତିଶଗଡରେ ଭୂକମ୍ପ

ରାୟପୁର,୨୯।୭: ଛତିଶଗଡରେ ଭୂକମ୍ପ ଝଟକା। ରାତି ପ୍ରାୟ ୧୨ଟା ୫୬ ମିନିଟ୍‌ ସମୟରେ ଭୂକମ୍ପ ଅନୁଭୂତ ହୋଇଛି । ଏ ନେଇ ଜାତୀୟ ଭୂକମ୍ପ ବିଜ୍ଞାନ...

କରୋନା ଭ୍ୟାକ୍ସିନ ସମ୍ପର୍କରେ ସରଳରେ ଲୋକଙ୍କୁ ବୁଝାଇ ଦେବାକୁ କହିଲେ ମୋଦି

ନୂଆଦିଲ୍ଲୀ,୩୦ ।୧୧: କରୋନା ମହାମାରୀକୁ ନେଇ ସାରା ବିଶ୍ୱରେ ଏବେ ଭ୍ୟାକ୍ସିନ ପ୍ରସ୍ତୁତି କାର୍ଯ୍ୟ ଆଗେଇ ଚାଲିଥିବା ବେଳେ ଭାରତ ବି ଏ କ୍ଷେତ୍ରରେ ପଛରେ...

ଚନ୍ଦ୍ରଚୂଡ଼ଙ୍କ ଶପଥ ଗ୍ରହଣକୁ ରୋକିବା ପିଟିଶନକୁ ଖାରଜ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨।୧୧ : ଦେଶର ନୂତନ ପ୍ରଧାନ ବିଚାରପତି ହେବାକୁ ଯାଉଥିବା ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ଶପଥ ଗ୍ରହଣ ବିରୋଧରେ ଦାଖଲ ହୋଇଥିବା ପିଟିଶନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି।...

ସୋସିଆଲ ମିଡିଆ ପାଇଁ ବଞ୍ଚିଗଲେ ଯୁବକ

ନୂଆଦିଲ୍ଲୀ,୨୧।୧୦: ଫେସବୁକ୍‌ରେ ଲାଇଭ୍‌ ଷ୍ଟ୍ରିମିଂ କରି ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣେ ୪୩ ବର୍ଷୀୟ ଯୁବକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୋସିଆଲ ମିଡିଆ ପକ୍ଷରୁ ଇ-ମେଲ...

କରୋନା ଆକ୍ରାନ୍ତ ଜଣାପଡିବା ପରେ ଏମିତି ନିଷ୍ପତ୍ତି ନେଲେ ସମାଜବାଦୀ ପାର୍ଟି ନେତା

ବରେଲି,୩୦।୮: ବରେଲିର ଏସଆରଏମଏସ ମେଡ଼ିକାଲ କଲେଜରେ କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିବା ସମାଜବାଦୀ ପାର୍ଟି ନେତା ରମଣ ଚୌଧୁରୀ ଦିଲ୍ଲୀ-ବରେଲି-ନୈନିତାଲ ରାଜପଥର ଏକ ଓଭରବ୍ରିଜରୁ...

୪୦ ବର୍ଷର ରେକର୍ଡ ଭାଙ୍ଗିଲା ହିମାଚଳ ପ୍ରଦେଶର ତୁଷାରପାତ

କୁଲୁ,୧୯।୧: ହିମାଚଳ ପ୍ରଦେଶରେ କିଛିଦିନ ହେଲା ତୁଷାରପାତ ସାଧାରଣ ଜୀବନଯାତ୍ରା ଉପରେ ବେଶ୍‌ ପ୍ରଭାବ ପକାଇଛି। କୁହାଯାଉଛି ଏଥରର ତୁଷାରପାତ ଗତ ୪୦ ବର୍ଷର ରେକର୍ଡ...

ମୁଁ ବି ଟ୍ରାଫିକ୍‌ ନିୟମ ଭାଙ୍ଗିଛି: ଗଡକରୀ

ନୂଆଦିଲ୍ଲୀ,୬।୯: ଜଣାଶୁଣା ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରୀଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ପରେ ସଡକ ସୁରକ୍ଷା ବୈଶିଷ୍ଟ୍ୟକୁ ନେଇ ଅନେକ...

Advertisement
Archives

Model This Week