ବିବାହ ଭୋଜ ଖାଇ ଫେରୁଥିଲେ, ଚାଲିଗଲା ୩ ଯୁବକଙ୍କ ଜୀବନ

ଭବାନୀପାଟଣା,୨୭।୨(ଡି.ଏନ୍‌.ଏ.): ବିବାହ ଉତ୍ସବରେ ମଉଜମସ୍ତି କରି ଭୋଜି ଖାଇ ନିଜ ଘରକୁ ଫେରିବା ସମୟରେ ଦୁର୍ଘଟଣା ଘଟି ୩ ଯୁବକଙ୍କ ଜୀବନ ଚାଲିଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି କଳାହାଣ୍ଡି ଜିଲା ମଦନପୁର ରାମପୁର ଥାନା ଅନ୍ତର୍ଗତ ଫପ୍‌ସି ରାସ୍ତାରେ। ବୁଧବାର ରାତିରେ ଦୁଇଟି ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ପ୍ରଥମେ ମ.ରାମପୁର ଡାକ୍ତରଖାନା ଓ ପରେ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ମୃତକମାନେ ହେଲେ କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅନ୍ତର୍ଗତ ରାନୀପଟ୍ଟା ଗ୍ରାମର ପ୍ରସନ୍ନ ମାଝୀ, ମ.ରାମପୁରର ସନ୍ତୋଷ ଡାକୁଆ ଏବଂ ସାଲେପଡ଼ାର ଆକାଶ ମାଝୀ। ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାଡିୟମ ଭିତରେ ଜଣକୁ ହାଣି ହତ୍ୟା

ଚିତ୍ରକୋଣ୍ଡା,୨୩ା୧୨(ଡି.ଏନ.ଏ.):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ମିନି ଷ୍ଟାଡିୟମ ଭିତରେ କେହି ଦୁର୍ବୃତ୍ତ ଜଣେ ବ୍ୟକ୍ତିଙ୍କୁ ସୋମବାର ସନ୍ଧ୍ୟାରେ ହାଣି ଦେଇଛି। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ...

ସାପ୍ତାହିକ ହାଟରେ ମାକ୍ସ, ସାବୁନ ବଣ୍ଟନ

ବନ୍ତ, ୧୩।୪(ଡି.ଏନ.ଏ.)-କରୋନା ମହାମାରୀ ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସାରା ଦେଶକୁ ଲକଡାଉନ୍‌ କରିବା ସହ ସଚେତନ କରାଉଛନ୍ତି। ଏହି ପରିପେକ୍ଷୀରେ...

ସ୍କାଏ ଲାଇଟ୍‌ ତାଡ଼ି ଲକ୍ଷାଧିକ ଟଙ୍କା,ସୁନା-ରୂପା ଲୁଟ: ଥାନାରେ ଅଭିଯୋଗ

ମହାକାଳପଡ଼ା,୮।୪(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନସ୍ଥ ସୁନିତି ପଞ୍ଚାୟତର ସୁଗଲ ଦତ୍ତପୂର ଗ୍ରାମରେ ଲୁଟ୍‌ ହୋଇଛି। ବୁଧବାର ବିଳମ୍ବିତ ରାତ୍ରିିରେ କେହି ଦୁର୍ବୃତ୍ତ ଉକ୍ତ...

ହଟିଲା ଜବରଦଖଲ, ଭାଙ୍ଗିଲା ୧୯ ଦୋକାନ

ରାଜକନିକା, ୩୧ା୮(ଡି.ଏନ.ଏ.): ରାଜକନିକା ଅଞ୍ଚଳରେ ସରକାରୀ ଜାଗା, ପାଣିନାଳ, ଶଶ୍ମାନ, ଗୋଚର, ଖେଳପଡିଆ ଆଦି ସର୍ବସାଧାରଣ ସ୍ଥାନକୁ ବ୍ୟକ୍ତିଗତ ସମ୍ପତ୍ତିରେ ପରିଣତ କରୁଛନ୍ତି। ପାଣି ନିଷ୍କାସନକୁ...

୫୪୫ ପ୍ରାର୍ଥିପତ୍ର ଦାଖଲ କଲେ ଆଶାୟୀ

ବଅଁରପାଳ/ ବଇଣ୍ଡା/ ଛେଣ୍ଡିପଦା, ୧୮।୧(ଡି.ଏନ.ଏ.) ପଞ୍ଚାୟତ ନିର୍ବାଚନ ପାଇଁ ସୋମବାରଠାରୁ ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ ହୋଇଛି। ନିୟମ ଅନୁଯାୟୀ ଏହା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ।...

ବିଲରେ କାମ କରୁଥିବାବେଳେ ମହିଳାଙ୍କ ଜୀବନଗଲା

ହିଞ୍ଜିଳିକାଟୁ,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଆଡ଼ପଡ଼ା ଫାଣ୍ଡି କରାଖଣ୍ଡି ଗ୍ରାମର ଜଣେ ମହିଳା ବିଲରେ କାମ କରୁଥିବାବେଳେ ଅସୁସ୍ଥ ହୋଇପଡ଼ିଥିଲେ। ପାଖରେ ଥିବା ଅନ୍ୟ...

ଭତାରୁ ବଁଚିତ୍‌ ବୁରୁଧ୍‌ ଦମ୍ପତି

ଲୋଇସିଂହା, ୨୫ା୧ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗଁା(ଖ) ସଦର ଗଁାର ବୁରୁଧ୍‌ ଦମ୍ପତି ଯଦୁମଣି ହରପାଲ(୬୩) ଆର ଉଷା ହରପାଲ(୬୦) ବୁଢ଼ାବୁଢ଼ୀ ଭତା...

ଜଳେଶ୍ବରରୁ ୧ କେଜି ବ୍ରାଉନସୁଗାର ଜବତ, ଜଣେ ଗିରଫ

ବାଲେଶ୍ୱର ଅଫିସ,୧୦।୩: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଝାଡ଼େଶ୍ବରପୁର ଅଞ୍ଚଳରୁ ମଙ୍ଗଳବାର ବିଳମ୍ବିତ ରାତିରେ ୧ କେଜି ବ୍ରାଉନ ସୁଗାର ଜବତ ହୋଇଛି। ଘଟଣାରେ...

Advertisement
Archives

Model This Week