ବିବାହ ଶୋଭାଯାତ୍ରା ଅନୁମତି ରଦ୍ଦ: ଦେହ ଖରାପ ହେଲେ ଛୁଟିରେ ଯିବେ ପୋଲିସ କର୍ମଚାରୀ

ଭୁବନେଶ୍ୱର, ୧୩।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାରଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ବିବାହ ଉତ୍ସବ, ଶୋଭାଯାତ୍ରାକୁ ରଦ୍ଦ କରାଯାଇଛି। ଯେଉଁମାନେ ଅନୁମତି ନେଇଥିଲେ ସେସବୁକୁ ମଧ୍ୟ ରଦ୍ଦ କରାଯାଇଥିବା ଜଣାପଡ଼ିଛି। ଲୋକମାନଙ୍କୁ କୌଣସି ସ୍ଥାନରେ ଏକାଠି ହେବାକୁ ମଧ୍ୟ ମନା କରାଯାଇଥିବା ଶୁକ୍ରବାର କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି। ପୋଲିସ କର୍ମଚାରୀଙ୍କ ଦେହ ଖରାପ ହେଲେ ସେମାନେ ଛୁଟିରେ ଯିବାକୁ କୁହାଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାନସ ହତ୍ୟା ମାମଲା: ଚାନ୍ଦବାଲି ଥାନାରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌

ଚାନ୍ଦବାଲି,୨୪।୩ (ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଚାନ୍ଦବାଲି ଥାନରେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌ ପହଞ୍ଚିଛନ୍ତି। ବୁଧବାର କ୍ରାଇମବ୍ରାଞ୍ଚର ତଦନ୍ତ...

ଲକ୍‌ଡାଉନ୍‌ରେ ଥିଲେ ଠାକୁର: ବାଗ୍‌ଚୀ

ଭୁବନେଶ୍ୱର,୨୩।୩(ବ୍ୟୁରୋ)କରୋନା ଭୂତାଣୁର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଆସନ୍ତା ୨୯ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର ୫ଟି ଜିଲା ସହିତ ୮ଟି ସହରରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି।...

ରେତଙ୍ଗ ଷ୍ଟେଶନର ମୁଖ୍ୟ ରାସ୍ତା ଜଳମଗ୍ନ

ଯାଁଳା, ୨୫। ୯(ଡି.ଏନ.ଏ.): ଖୋର୍ଦ୍ଧା- ଭୁବନେଶ୍ୱର ଜାତୀୟ ରାଜପଥ ନଂ. ୧୬ର ଯାଁଳାଠାରୁ ରେତଙ୍ଗ ରେଳ ଷ୍ଟେଶନକୁ ଯାଇଥିବା ମୁଖ୍ୟ ରାସ୍ତାଟି ଲଗାଣ ବର୍ଷା ଯୋଗୁ...

ଏକତ୍ରିତ ହୋଇ ନିଜ ଅଧିକାର ପାଇଁ ଲଢେଇ କରିବା ଦରକାର: ଡମ, ଗଣା ସମାଜର ନୂଆଁଖାଇ ଭେଟ୍‌ଘାଟ୍‌

ନୂଆପଡା ଅଫିସ/ତରବୋଡ,୧।୧୦(ଡି.ଏନ.ଏ.) ସମାଜରେ ଶିକ୍ଷାର ଆବଶ୍ୟକତା ରହିଛି । ଶିକ୍ଷିତ ହୋଇ ସଙ୍ଗଠିତ ହେବା। ଏକତ୍ରିତ ହୋଇ ନିଜର ସାମ୍ବିଧାନିକ ଅଧିକାର ପ୍ରତି ସଜାଗ ହୋଇ...

ଭଦ୍ରକରେ ରାଜନୈତିକ ହିଂସା: ଯୁବକଙ୍କୁ ମାଡ଼ ମାରି ପୋଖରୀରେ ଫିଙ୍ଗିଲେ; ପ୍ରତିବାଦରେ ରାସ୍ତାରୋକୋ

ଭଦ୍ରକ ଅଫିସ,୧।୨: ଭଦ୍ରକ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି, ରାଜନୈତିକ ହିଂସା କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ ଭଦ୍ରକ...

ସ୍ତ୍ରୀଙ୍କୁ ହତ୍ୟା କରି ନିଜ ହାତ, ଗୋଡ଼ ହାଣିଦେଲେ ସ୍ବାମୀ

ଦିଗପହଣ୍ଡି,୯ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗାଁରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ବାମୀ ହିରଣ୍ୟ ସେଠୀ ସ୍ତ୍ରୀ ଝୁନୁଙ୍କୁ କାତିରେ ହାଣି...

ଶିଶୁଙ୍କ ପୁଷ୍ଟିସାଧନ, ମାନସିକ ବିକାଶ ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୨୦।୮(ବ୍ୟୁରୋ): ଶିଶୁମାନେ ହେଉଛନ୍ତି ଦେଶ ଓ ଜାତିର ଭବିଷ୍ୟତ। ଶିଶୁର ସାମଗ୍ରିକ ବିକାଶ କ୍ଷେତ୍ରରେ ମାତାପିତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଶିଶୁଙ୍କ ଗୁଣାତ୍ମକ ଶିକ୍ଷା ପାଇଁ...

କେନ୍ଦ୍ର ନିର୍ଦ୍ଦେଶରେ ବଦଳିଥିଲା ମାସ୍କ ଦାମ୍‌: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୬ା୬(ବ୍ୟୁରୋ)-ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁପ୍‌ମେଣ୍ଟ(ପିପିଇ) କିଟ୍‌ ବିବାଦ ନେଇ ଶନିବାର ମୁହଁ ଖୋଲିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ। ପ୍ରଥମେ ରାଜ୍ୟକୁ ମନଇଚ୍ଛା ପିପିଇ କିଟ୍‌...

Advertisement
Archives

Model This Week