ବିବାହ ସରିବା ମାତ୍ରେ ଦୁର୍ଘଟଣା: ନବଦମ୍ପତିଙ୍କ ମୃତ୍ୟୁ

ଅରେଞ୍ଜ (ଟେକ୍ସାସ),୨୬ା୮: ବିବାହର ଖୁସି ମୁହୂର୍ତ୍ତକ ମଧ୍ୟରେ ପାଣିଫୋଟକା ଭଳି ମିଳାଇଗଲା। ବିବାହ ସମ୍ପନ୍ନ ହେବାର କେଇ ମିନିଟ ପରେ ଟ୍ରାକ୍ଟର ବୋଝେଇ ଏକ ଟ୍ରେଲର ଧକ୍କାଦେଲା। ବିବାହ ସ୍ଥଳରେ ଦୁର୍ଘଟଣାରେ ନବଦମ୍ପତିଙ୍କ ଜୀବନ ଗଲା। ପଛରେ ଛିଡ଼ା ହୋଇଥିଲେ ପରିବାର ସଦସ୍ୟ ଓ ଆତ୍ମୀୟ ସ୍ବଜନ। ଏଭଳି ଦୁଃଖଦ ଘଟଣା ଘଟିଛି ଆମେରିକାର ଟେକ୍ସାସରେ। ୧୯ ବର୍ଷୀୟା ମୋର୍ଗାନ ଓ ୨୦ ବର୍ଷୀୟ ବୋଦ୍ରେକ୍ସ ପିଲାଦିନୁ ପରସ୍ପରକୁ ଭଲ ପାଉଥିଲେ ଓ ବିବାହ ପାଇଁ ନିଷ୍ପତ୍ତିି ନେଇଥିଲେ। ଶୁକ୍ରବାର ଅରେଞ୍ଜ କାଉଣ୍ଟିର ଜଷ୍ଟିସ୍‌ ଅଫ ପିସ୍‌ ଡୁବୋସ୍‌-ସିମୋଣ୍ଟନ୍‌ ସେମାନଙ୍କର ବିବାହ କରାଇଥିଲେ। ବିବାହ ଶେଷ ହେବା ପରେ ଜଷ୍ଟିସ୍‌ ଅଫ୍‌ ପିସ୍‌ ପରିସରରୁ କାର ଚଳାଇ ନବଦମ୍ପତି ବାହାରିବା ବେଳକୁ ଟ୍ରେଲର ଧକ୍କା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୁର୍କିନା ଫାସୋରେ ୯ ମାସରେ ଦ୍ୱିତୀୟ କ୍ଷମତା ଦଖଲ…

ଓଗାଡୋଗୁ, ୧।୧୦ : ଗତ ୯ ମାସ ମଧ୍ୟରେ ବୁର୍କିନା ଫାସୋରେ ଦ୍ୱିତୀୟ ଥର ପାଇଁ କ୍ଷମତା ଦଖଲ ହୋଇଛି। ସୈନ୍ୟବାହିନୀ ଶୁକ୍ରବାର ବିଳମ୍ବିତ ରାତିରେ...

୧୨ ହଜାର ବାୟୁସେନା କର୍ମଚାରୀଙ୍କ ଚାକିରି ଯିବ, ନେଇ ନାହାନ୍ତି କରୋନା ଟିକା…

ଓ୍ବାଶିଂଟନ,୩୧।୧୦: ଆମେରିକାର ୧୨ ହଜାର ବାୟୁସେନା କର୍ମଚାରୀଙ୍କୁ ଚାକିରିରୁ ବାହାର କରିବାକୁ ଯୋଜନା ଆରମ୍ଭ ହୋଇଛି। ସମ୍ପୃକ୍ତ କର୍ମଚାରୀମାନେ କରୋନା ଟିକା ନେଇ ନଥିବାରୁ ଏଭଳି...

ଇମ୍ରାନ୍‌ଙ୍କୁ ଭାରତର କଡ଼ା ଜବାବ: ଏବେ ଖାଲି କରିବାକୁ ପଡ଼ିବ ପିଓକେ

ଜେନେଭା, ୨୬।୯: ଜାତିସଂଘ ଜେନେରାଲ ଆସେମ୍ବ୍ଲିରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କୁ ଭାରତ ପକ୍ଷରୁ ପୁଣି କଡ଼ା ଜବାବ ଦିଆଯାଇଛି। ଇମ୍ରାନ୍‌ କଶ୍ମୀର ପ୍ରସଙ୍ଗ ଉଠାଇଥିଲେ।...

ଲିବିୟାରେ ସଂଘର୍ଷ ଜାରି: ଭାରତୀୟଙ୍କ ପାଇଁ ଜାରି ହେଲା ହେଲ୍‌ପ ଲାଇନ୍‌

ତ୍ରିପୋଲି,୧୯।୪: ଲିବିୟାର ରାଜଧାନୀ ତ୍ରିପୋଲିକୁ ଦଖଲ କରିବାକୁ ଲିବିୟା ସେନା ଓ ବାଗି ଜେନରାଲ ହଫ୍‌ଦାରର ଲିବିୟା ନ୍ୟାଶନାଲ ଆର୍ମି ମଧ୍ୟରେ ସଂଘର୍ଷ ଜାରି ରହିଛି।...

ଇରାନରେ ଡ୍ରୋନ ଆକ୍ରମଣ: ଇସ୍ରାଏଲ ଉପରେ ସନ୍ଦେହ…

ତେହେରାନ,୩୦।୧ : ଇରାନର ଏକ ଅସ୍ତ୍ରଶସ୍ତ୍ର କାରଖାନା ଉପରେ ଡ୍ରୋନ ଆକ୍ରମଣ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଜାରି ରହିଛି। ଇରାନର ଇସ୍ଫାହାନ ସହରରେ ଅବସ୍ଥିତ ଏକ...

ଚଳିତ ବର୍ଷର ନବମ ମିଶାଇଲ ପରୀକ୍ଷା କଲା ଉତ୍ତର କୋରିଆ

ସିଓଲ,୫ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଚରମ ସୀମାରେ ପହଞ୍ଚିଥିବା ବେଳେ ଉତ୍ତର କୋରିଆ ଶନିବାର ସକାଳେ ଏକ ଅଜଣା ମିଶାଇଲ ପରୀକ୍ଷା କରି ଏହାର ପଡୋଶୀ...

ୟୁକ୍ରେନ୍ ଫାଷ୍ଟ ଲେଡିଙ୍କ ଇମୋଶନାଲ ପୋଷ୍ଟ ଭାଇରାଲ, ଶେୟାର କଲେ ବମ ସେଲ୍ଟରରେ ଜନ୍ମ ଝିଅର ଫଟୋ

କ୍ୱିଭ୍‌,୧ ।୩: ୟୁକ୍ରେନକୁ ଚପାଇ ଦେବାକୁ ସମସ୍ତ ଶକ୍ତି ଲଗାଇ ଦେଇଛି ରୁଷିଆ । ଲଗାତାର ଭାବେ ପଞ୍ଚମ ଦିନରେ ବି ମିଶାଇଲ ଆକ୍ରମଣ କରି...

ଜାପାନରେ ବଡ଼ ଭୂକମ୍ପ

ଟୋକିଓ,୨୧।୩ : ଜାପାନର ଉତ୍ତର-ପୂର୍ବ ଭାଗରେ ଶନିବାର ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୭.୨ ରେକର୍ଡ କରାଯାଇଛି। ଭୂକମ୍ପ...

Advertisement
Archives

Model This Week