Posted inଖେଳ

ବିବିଏଲ ପାଇଁ ଏନ୍‌ଓସି ଦେଲା ନାହିଁ ପିସିବି

କରାଚୀ,୧୩।୧୨- ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଅଲରାଉଣ୍ଡର ଫହିମ ଅଶରଫ ଓ ପେସର ଉସମାନ ଶିନଓ୍ବାରିଙ୍କୁ ଅଷ୍ଟ୍ରେଲିଆର ବିଗ୍‌ ବାଶ ଲିଗ୍‌ (ବିବିଏଲ)ରେ ଖେଳିବାକୁ ଏନ୍‌ଓସି ଦେବାକୁ ମନା କରିଦେଇଛି। ନିକଟରେ ଉଭୟ କ୍ରିକେଟରଙ୍କ ସହ ବିବିଏଲ ଚୁକ୍ତି କରାଯାଇଥିଲା। ଚୂଡ଼ାନ୍ତ ବିଶ୍ୱକପ ଦଳରୁ ବାଦ୍‌ ପଡ଼ିବା ପରେ ଅଶରଫ ଏପର୍ଯ୍ୟନ୍ତ ଜାତୀୟ ଦଳ ପାଇଁ ଖେଳି ନାହାନ୍ତି। ସେ ମେଲବୋର୍ନ ରେନେଗାଡେସ ପାଇଁ ଖେଳିଥାନ୍ତେ। ଶିନଓ୍ବାରିଙ୍କ ସମାନ ଦଳ ପ୍ରଥମ ୫ ମ୍ୟାଚ୍‌ ପାଇଁ ଚୁକ୍ତି କରିଥିଲା। ପିସିବି ସୂତ୍ରରୁ ଜଣାପଡ଼ିଛି, ଅଶରଫଙ୍କୁ ଘରୋଇ କ୍ରିକେଟରେ ଧ୍ୟାନ ଦେବାକୁ କୁହାଯାଇଥିବାବେଳେ ସିନିଓ୍ବାରିଙ୍କୁ ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟ ଲାଗି ଡାକରା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri