Posted inଜାତୀୟ

ବିବେକାନନ୍ଦଙ୍କ ବାଣୀ ପ୍ରେରଣା ଯୋଗାଉଛି: ରାଷ୍ଟ୍ରପତି

ନୂଆଦିଲ୍ଲୀ, ୧୨।୧: ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ରବିବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ବିବେକାନନ୍ଦଙ୍କ ୧୫୭ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ, ଯୁଗ ଯୁଗ ଧରି ସ୍ବାମୀ ବିବେକାନନ୍ଦଙ୍କ ବାଣୀ ପ୍ରେରଣା ଯୋଗାଉଛି। ଏହା ପ୍ରେରଣାର ଉତ୍ସ ଭାବେ ପ୍ରତିପାଦିତ ହୋଇଛି। ଏହି ଅବସରରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ସ୍ବାମୀ ବିବେକାନନ୍ଦଙ୍କ ଜୀବନ ଶୈଳୀ ଏବଂ କାର୍ଯ୍ୟ ସବୁବେଳେ ଭାରତୀୟ ଯୁବବର୍ଗଙ୍କ ପାଇଁ ଏକ ଉଦାହରଣ ହୋଇ ରହିଥିବ ବୋଲି କହିଛନ୍ତି। ସୂଚନାଯୋଗ୍ୟ. ସ୍ବାମୀ ବିବେକାନନ୍ଦ ୧୮୬୩ ଜାନୁୟାରୀ ୧୨ରେ ପଶ୍ଚିମବଙ୍ଗର କୋଲକାତାଠାରେ ଜନ୍ମଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri