Posted inଜାତୀୟ

ବିବେକ ଜୋହ୍‌ରି ବିଏସ୍‌ଏଫ୍‌ ଡିଜି

ନୂଆଦିଲ୍ଲୀ୍‌, ୧ା୯(ପି.ଟି.): ଆଇପିଏସ୍‌ ଅଫିସର ବିବେକ କୁମାର ଜୋହ୍‌ରି ଶନିବାର ବିଏସ୍‌ଏଫ୍‌ର ୨୫ତମ ଡିଜି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଏସ୍‌ଏଫ୍‌ ମୁଖ୍ୟାଳୟଠାରେ ୧୯୮୪ ବ୍ୟାଚ୍‌ ମଧ୍ୟପ୍ରଦେଶ କ୍ୟାଡର୍‌ର ଏହି ଅଫିସର୍‌ ରଜ୍‌ନୀକାନ୍ତ ମିଶ୍ରଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ‘ର’(ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଓ୍ବିଙ୍ଗ)ରେ ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଥିଲେ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ଅଫିସର ଇନ୍‌ ସ୍ପେଶାଲ ଡ୍ୟୁଟି(ଏସ୍‌ଓଡି)ଭାବେ ସେ କାର୍ଯ୍ୟ କରିଥିଲେ। ଭୋପାଳରେ ଇଞ୍ଜିନିୟରିଂ ଗ୍ରାଜୁଏଟ୍‌ ଡିଗ୍ରୀ ହାସଲ କରିଥିବା ଜୋହ୍‌ରି ସିବିଆଇରେ ମଧ୍ୟ କାର୍ଯ୍ୟ କରିଛନ୍ତି। ସେ ଆସନ୍ତା ବର୍ଷ ସେପ୍ଟେମ୍ବରରେ ଅବସର ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଗତ ୨୪ ଘଣ୍ଟାରେ ୮୭ ପୋଲିସ କରୋନା ପଜିଟିଭ

ମୁମ୍ବାଇ,୨୪।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସ୍ଥିତି ବେଳକୁ ବେଳ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୮୭ ଜଣ...

ବଲିଉଡ୍‌ ମୁଭି ‘ଶିକାରା’ଦେଖି କାନ୍ଦି ପକାଇଲେ ଆଡଭାନୀ

ନୂଆଦିଲ୍ଲୀ,୮।୨: ବଲିଉଡ୍‌ର ନାମୀ ନିର୍ଦ୍ଦେଶକ ବିଧୁ ବିନୋଦ ଚୋପ୍ରାଙ୍କ ଫିଲ୍ମ ‘ଶିକାରା’ ରିଲିଜ୍‌ ହୋଇ ସାରିଛି। କଶ୍ମୀର ପଣ୍ଡିତଙ୍କ କାହାଣୀକୁ ନେଇ ତିଆରି ହୋଇଥିବା ଏହି...

ଡରାଇ ଚାଲିଛି କରୋନା: ୨୪ ଘଣ୍ଟାରେ ୨୪ହଜାର ଅତିକ୍ରମ କରି ପୁଣି କଲା ରେକର୍ଡ

ନୂଆଦିଲ୍ଲୀ,୫।୭: ସମସ୍ତଙ୍କ ଚିନ୍ତା ବଢାଇ ଚାଲଛି କରୋନା ସଂକ୍ରମଣ। ଦେଶରେ ସଂକ୍ରମଣର ସଂଖ୍ୟା ରେକର୍ଡ ପରେ ରେକର୍ଡ କରି ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ...

ଲଖିମପୁର ଖେରି ହିଂସା: ଆଶିଷଙ୍କୁ ମିଳିଲା ନାହିଁ ଜାମିନ

ଲକ୍ଷ୍ନୌ,୧୩ ।୧୦: ଲଖିମପୁର ଖେରି ହିଂସାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କ ଜାମିନ ଆବେଦନକୁ ସିଜେଏମ୍ କୋର୍ଟ ଖାରଜ...

ଚର୍ଚ୍ଚାରେ ଫଳ ଦୋକାନୀ: କଦଳୀ ଝୁଲାଇ ବୋର୍ଡରେ ଲେଖିଲେ ଏମିତି

ଚେନ୍ନାଇ,୨୩।୫: ଦେଶରେ କରୋନାର ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ନାହିଁ ନ ଥିବା ଅସୁବିଧାର ସାମ୍ନା କରିବାକୁ ପଡୁଛି। କରୋନା ଯୋଗୁ ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍‌...

ଦେଶର ଅର୍ଥନୀତିକୁ ହାତୀ ସହ ତୁଳନା କଲେ ଆନନ୍ଦ ମହିନ୍ଦ୍ରା: ଦେଖନ୍ତୁ ମଜାଦାର ଭିଡିଓ

ନୂଆଦିଲ୍ଲୀ,୨୨।୧୧: ମହିନ୍ଦ୍ରା ଗ୍ରୁପ୍‌ର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସେ ପ୍ରତିଦିନ କିଛି ନୂଆ ନୂଆ ମଜାଦାର ଶିକ୍ଷଣୀୟ ଭିଡିଓ ଶେୟାର...

ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ

ନୂଆଦିଲ୍ଲୀ,୧୨ା୨ପି.ଟି.): ସାଧାରଣ ବଜେଟ ଓ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ପରେ ପାର୍ଲାମେଣ୍ଟ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶୁକ୍ରବାର ଶେଷ ହୋଇଛି।...

ବାଚସ୍ପତି ପଦରୁ ହଟିଲେ ନିର୍ମଳ ସିଂ

ଜମ୍ମୁ,୧୮ା୧୧(ପି.ଟି.): ଜମ୍ମୁ-କଶ୍ମୀର ବିଧାନସଭା ବାଚସ୍ପତି ପଦରୁ ଭାଜପା ନେତା ନିର୍ମଳ ସିଂଙ୍କୁ ହଟାଇ ଦିଆଯାଇଛି। ବାଚସ୍ପତିଙ୍କ କାର୍ଯ୍ୟକାଳ ଶେଷ ହେଲା ବୋଲି ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର...

Advertisement
Archives

Model This Week