Posted inଜାତୀୟ

ବିଭତ୍ସ ହତ୍ୟା: ବାଇକ୍‌ ପଛରେ ଯୁବକଙ୍କୁ ବାନ୍ଧି ୧୫ କିଲୋମିଟର ଘୋଷାଡି ମାରିଲେ ଦୃର୍ବୃତ୍ତ

ଲକ୍ଷ୍ନୌ,୨୫।୯:ଉତ୍ତରପ୍ରଦେଶର ମିରଟରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକଙ୍କ ବେକରେ ରଶି ବାନ୍ଧି ବାଇକ୍‌ ପଛରେ ୧୫କିମି ଘୋଷାଡି ଘୋଷାଡି ହତ୍ୟା କରାଯାଇଛି। ତେବେ କେଉଁ କାରଣରୁ ଯୁବକଙ୍କୁ ଏଭଳି ହତ୍ୟା କରାଯାଇଛି ତାହା ସ୍ପଷ୍ଟ ଜଣାପଡିନାହିଁ। ସୂଚନାଯୋଗ୍ୟ, ମିରଟର ଖାରଖୋଡା ନିକଟରେ ଏଭଳି ବିଭତ୍ସ କାଣ୍ଡ ଘଟିଛି। ପୋଲିସ ଯୁବକଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରିଛି। ଯେଉଁ ରାସ୍ତାରେ ଯୁବକଙ୍କୁ ଘୋଷାଡି ନିଆଯାଇଛି, ସେହି ରାସ୍ତାରେ ରକ୍ତ ଛିଟା ପଡି ଥିବାର ପୋଲିସ କହିଛି। ମୃତ ଯୁବକଙ୍କ ନାମ ମୁକୁଲ। ତାଙ୍କ ଶରୀରରେ ଗୁଳି ଚିହ୍ନ ମଧ୍ୟ ରହିଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନରମିଲେ ରାଓ୍ବତ

ନୂଆଦିଲ୍ଲୀ,୨୩।୧୨: କଂଗ୍ରେସ ନେତା ହରିଶ ରାୱତ ବୁଧବାର ତାଙ୍କ ହାତ ଓ ପାଦ ବନ୍ଧା ଯାଇଥିବା ଟୁଇଟ୍‌ କରିବା ପରେ ଗୁରୁବାର ସ୍ବର ବଦଳାଇଛନ୍ତି। ସେ...

ସୁଶାନ୍ତଙ୍କ ନାମରେ ନାମିତ ହେବ ଦକ୍ଷିଣ ଦିଲ୍ଲୀର ରୋଡ୍‌

ନୂଆଦିଲ୍ଲୀ,୨୨।୧: ଦକ୍ଷିଣ ଦିଲ୍ଲୀର ଆଣ୍ଡ୍ରିୟୁ ଗଞ୍ଜର ଏକ ରୋଡ୍‌ର ନାମ ଦିବ୍ୟଙ୍ଗତ ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ନାମରେ ରଖାଯିବ। ଏ ନେଇ ଦିଆଯାଇଥିବା...

ଜଣଙ୍କୁ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ୫ ଜଣ

ଆଗ୍ରା,୧୭।୩: ସେପ୍ଟିକ ଟ୍ୟାଙ୍କରେ ବୁଡ଼ି ପ୍ରାଣ ହରାଇଛନ୍ତି ୩ ଭାଇଙ୍କ ସମେତ ୫ ଜଣ। ଏଭଳି ହୃଦୟ ବିଦାରକ ଘଟଣା ଆଗ୍ରାର ଫତେହାବାଦ ଥାନା ଅନ୍ତର୍ଗତ...

କୋର୍ଟରେ ହାଜର ହେଲେ ଚିନ୍ମୟାନନ୍ଦ

ଶାହଜାହାନପୁର,୭ା୧(ପି.ଟି.)-ଯୌନ ଶୋଷଣ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦ ସୋମବାର ସ୍ଥାନୀୟ ଅଦାଲତରେ ହାଜର ହୋଇଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ୨୦ ତାରିଖକୁ ଧାର୍ଯ୍ୟ କରାଯାଇଛି।...

ନେପାଳରେ ବି ୱାଣ୍ଟେଡ ଘୋଷିତ ହେଲେ ଅମୃତପାଲ ସିଂ

କାଠମାଣ୍ଡୁ,୨୮ ।୩: ନେପାଳ ସରକାର ପଳାତକ ଅମୃତପାଲ ସିଂଙ୍କୁ ତାଙ୍କ ସର୍ଭିଲାନ୍ସ ଲିଷ୍ଟରେ ସାମିଲ କରି ଦେଇଛନ୍ତି । ଏହାପରେ ଅମୃତପାଲ ସିଂଙ୍କୁ ନେଇ ନେପାଳରେ...

ପ୍ରକୃତ ତଥ୍ୟ ଦେଉନାହାନ୍ତି ରାଜ୍ୟ

ନୂଆଦିଲ୍ଲୀ, ୧୫।୬: ସାରା ଦେଶରେ ଗତ କିଛିଦିନ ହେବ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଭାରତ ଏବେ ସର୍ବାଧିକ ସଂକ୍ରମଣ...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ଅବହେଳା, ଇନ୍ଦୁ ମାଲହୋତ୍ରାଙ୍କ ନେତୃତ୍ୱରେ ଯାଞ୍ଚ୍‌ କମିଟି ଗଠନ …

ନୂଆଦିଲ୍ଲୀ, ୧୨।୧ : ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା କ୍ଷେତ୍ରରେ ଅବହେଳା ହୋଇଥିବା ଘଟଣାର ଯାଞ୍ଚ୍‌ ପାଇଁ ୫ ଜଣିଆ କମିଟି...

ଭାରତ ଯୋଡୋ ଯାତ୍ରାରେ ସାମିଲ ହେଲେ ମେହବୁବା ମୁଫତି

ଶ୍ରୀନଗର,୨୮।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଜାରି ରହିଥିବା ଭାରତ ଯୋଡୋ ଯାତ୍ରା ସୁରକ୍ଷା ମଧ୍ୟରେ ଅବନ୍ତିପୋରାର ଚେରସୁ ଗ୍ରାମରୁ ଆରମ୍ଭ ହୋଇଥିଲା। ଏହି...

Advertisement
Archives

Model This Week