ବିଭିନ୍ନ ଅଞ୍ଚଳରେ କରାଗଲା ସାନିଟାଇଜ୍‌

ରାଇରଙ୍ଗପୁର, ୧୩।୪(ଡି.ଏନ.ଏ.)-କରୋନା ଭୂତାଣୁ ରୋକିବା ସକାଶେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ରାଇରଙ୍ଗପୁର ସହରାଞ୍ଚଳ ସମେତ ବିଭିନ୍ନ ପୁରପଲ୍ଲୀ ଅଞ୍ଚଳର ରାସ୍ତାଘାଟକୁ ସାନିଟାଇଜ୍‌ କରାଯାଇଛି। ରାଇରଙ୍ଗପୁର ଦମକଳବାହିନୀ ପକ୍ଷରୁ ସୋମବାର ରାଇରଙ୍ଗପୁର ହସ୍ପିଟାଲ ପରିସରର ବିଭିନ୍ନ ରୁମ୍‌ ସମେତ ଏହାର ପରିସରକୁ ମଧ୍ୟ ସାନିଟାଇଜ୍‌ କରାଯାଇଛି। ଏହାବ୍ୟତୀତ ସ୍ଥାନୀୟ ପୌର ପରିଷଦ କାର୍ଯ୍ୟାଳୟକୁ ମଧ୍ୟ ସାନିଟାଇଜ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏଇ ଜାତୀୟ ଦଳରେ ଖେଳିପାରନ୍ତି ଭାରତର ଏହି ପୂର୍ବତନ ଉଇକେଟକିପର, ଜାଣନ୍ତୁ…

ଆବୁ ଧାବି, ୧୦।୧୧: ଭାରତର ପୂର୍ବତନ ଉଇକେଟକିପର ବ୍ୟାଟର କେଏସ୍‌ ଭରତ ୟୁଏଇ ଜାତୀୟ ଦଳ ଜରିଆରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ଆସନ୍ତା…

ଶୁକ୍ରଙ୍କ ସିଧା ଚଳନ: ୧୪ ନଭେମ୍ୱରରୁ ବଦଳିବ ୪ ରାଶିର ଭାଗ୍ୟ; ବଢିବ ଧନ, ଚାକିରିରେ ଭଲ ଅଫର୍‌…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ଭୌତିକ ସୁଖ, ବୈଭବ, ପ୍ରେମ, ଦାମ୍ପତ୍ୟ ଜୀବନ ଏବଂ ଆର୍ଥିକ ସମୃଦ୍ଧିର ପ୍ରତିନିଧି ଗ୍ରହ ଭାବେ ବିବେଚନା କରାଯାଏ। ଏଣୁ ଶୁକ୍ରଙ୍କ ଚଳନରେ…

ବନ୍ୟା ପ୍ରଭାବିତଙ୍କୁ ରନ୍ଧନ ଖାଦ୍ୟ ବଣ୍ଟନ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୧୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା(ଏନ୍‌ଏସ୍‌ଏସ୍‌) ଓ ଭାରତ ସ୍କାଉଟ ଆଣ୍ଡ…

ସାକ୍ଷୀଙ୍କୁ ଜେଲରୁ ଧମକ ମାମଲା ତୃତୀୟଥର ଥାନାରେ ହାଜର ହେଲେ ବିକ୍ରମ

ବ୍ରହ୍ମପୁର,୧୦ା୧୧(ସୁବାସ ଚନ୍ଦ୍ର ପାଢ଼ୀ ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଧମକ ଘଟଣାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା…

ଦିବ୍ୟାଙ୍ଗ ଶିଶୁଙ୍କୁ ସହାୟତାର ହାତ, ୨୬୦ଙ୍କ ସ୍ୱାସ୍ଥ୍ୟ ପରୀକ୍ଷାରୁ ୧୧୨ ଚିହ୍ନଟ

ଦାରିଙ୍ଗବାଡ଼ି, ୧୦।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ଅନ୍ତର୍ଗତ ରାପଡ଼ାବାଡ଼ି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା…

୨-୦ରେ ସିରିଜରେ ଆଗରେ ଅଛି ଟିମ ଇଣ୍ଡିଆ…, ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆ ମ୍ୟାଚ କେବେ ଖେଳାଯିବ? ଦୂର ହେଲା ସିରିଜ ହାରିଯିବାର ଭୟ

ନୂଆଦିଲ୍ଲୀ,୧୦।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ତୃତୀୟ ମ୍ୟାଚ ହାମିଲଟନରେ ଖେଳାଯିବାର ଥିଲା,…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର: ନଭେମ୍ୱର ଶେଷ ବଳକୁ ବଦଳିବ ପେମେଣ୍ଟ ନିୟମ? ଲାଗିବ ଏକ୍ସଟ୍ରା ଚାର୍ଜ!

ନୂଆଦିଲ୍ଲୀ,୧୦।୧୧: ପର୍ୱପର୍ୱାଣୀ ଶେଷ ହେବା ପରେ ୟୁପିଆଇ (UPI) ପେମେଣ୍ଟ ଉପରେ ଏମଡିଆର (MDR) ଚାର୍ଜକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ୨,୦୦୦ ଟଙ୍କାରୁ ଅଧିକ ଟ୍ରାଞ୍ଜାକ୍ସନ…

ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଲା ବଡ଼ ଖୁସି ଖବର, ଫିଟ ହେଲେ ଏହି ଖେଳାଳି!

ନୂଆଦିଲ୍ଲୀ,୧୦।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପୂର୍ବରୁ, ଷ୍ଟାର୍‌ ୱିକେଟକିପର-ବ୍ୟାଟର ଋଷଭ ପନ୍ତ ବିସିସିଆଇ (BCCI) ର ‘ସେଣ୍ଟର ଅଫ ଏକ୍ସଲେନ୍ସ’ (COE)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?