ବିଭିନ୍ନ ଦାବିନେଇ ଅଙ୍ଗନଓ୍ବାଡି ମହିଳା କର୍ମୀଙ୍କ ଧାରଣା: ଦାବି ପୂରଣ ନ ହେଲେ ଦିଲ୍ଲୀରେ ଆନ୍ଦୋଳନ ପାଇଁ ଚେତାବନୀ

ଯାଜପୁର ଟାଉନ, ୪।୧୧(ଡି.ଏନ୍‌.ଏ.): ୧୪ ଦଫା ଦାବିନେଇ ଭାରତ ମଜଦ୍ଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍‌ ଓଡ଼ିଶା ଅଙ୍ଗନୱାଡି ମହିଳା କର୍ମୀଙ୍କ ପକ୍ଷରୁ ସୋମବାର ଯାଜପୁର ଜିଲାପାଳଙ୍କ ଅଫିସ ଆଗରେ ଧାରଣା ଦିଆଯାଇଛି। । କର୍ମଚାରୀଙ୍କ ମାସିକ ବେତନ ୧୮ହଜାର, ଅବସରକାଳୀନ ଭତ୍ତା ୩ହଜାର, ଅବସରକାଳୀନ ଗ୍ରାଚ୍ୟୁଇଟି ୨ ଲକ୍ଷ, ସହାୟିକାଙ୍କୁ ମାସିକ ୯ ହଜାର ଟଙ୍କା ଆଦି ୧୪ ଦଫା ଦାବିନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ପ୍ରାୟ ୧ ହଜାରରୁ ଊର୍ଦ୍ଧ୍ୱ ଅଙ୍ଗନୱାଡି ମହିଳା କର୍ମୀ ଏଥିରେ ସାମିଲ ହୋଇଛନ୍ତି। ଯଦି ଓଡ଼ିଶା ସରକାର ତାଙ୍କର ଦାବି ପୂରଣ ନ କରନ୍ତି ତେବେ ଆଗାମୀ ଦିନରେ ଦିଲ୍ଲୀରେ ଆନ୍ଦୋଳନ କରିବା ପାଇଁ ସେମାନେ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri