ବିଭିନ୍ନ ଦାବିନେଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବନ୍ତ,୯।୧୦(ଡି.ଏନ୍‌.ଏ): ବିଭିନ୍ନ ଦାବିନେଇ ଭଦ୍ରକ ଜିଲା ବନ୍ତ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇ ଜୋନ୍‌ କମିଟି ପକ୍ଷରୁ ବୁଧବାର ଧାରଣା ଦିଆଯାଇଛି। ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକ୍କାଘର, କଂକ୍ରିଟ ରାସ୍ତା ନିର୍ମାଣରେ ଅନିୟମିତତା ଆଦି ଦାବିରେ ବରିଷ୍ଠ ନେତା ଗୋପବନ୍ଧୁ ସେଠୀ, ଜିଲା ସମ୍ପାଦକ ଶୁଭେନ୍ଦୁ ପ୍ରତାପ ମହାନ୍ତି, ପରମେଶ୍ୱର ବାରିକଙ୍କ ନେତୃତ୍ୱରେ ସାଥୀ ସମର୍ଥକମାନେ ଧାରଣାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ଲୋକାର୍ପିତ ହେଲା କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର

ରାୟଗଡ଼ା ଅଫିସ,୧୩ା୪: ରାୟଗଡ଼ା ଜିଲାର ଜେକେପୁର ଠାରେ ସୋମବାର ୧୦୦ ଶଯ୍ୟା ବିଶିଷ୍ଟ ଜିଲାସ୍ତରୀୟ କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟିତ ହୋଇଛି। ସ୍ଥାନୀୟ ଇଏସ୍‌ଆଇ ହସ୍ପିଟାଲ୍‌ରେ ଏହି...

ଟ୍ରାକ୍ଟର ଦୁର୍ଘଟଣା, ଜଣେ ମୃତ

ଦାରିଙ୍ଗବାଡ଼ି,୨୯।୧୨(ଡି.ଏନ୍‌.ଏ.)- ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ରାଜେନପାଙ୍ଗା ଗ୍ରାମ ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ସେ ହେଲେ ସିଆଙ୍ଗବାଲି ଗ୍ରାମର ମସେସ...

ଇଦ୍‌-ଉଲ୍‌-ଜୁହା ଅବସରରେ ସମୂହ ନମାଜ ପାଠ

ଭଦ୍ରକ ଅଫିସ,୧୨।୮: ଭଦ୍ରକ ସହରର କୁଆଁସସ୍ଥିତ ଇଦ୍‌ଗାହଠାରେ ଇଦ୍‌-ଉଲ- ଜୁହା ଅବସରରେ ସମୂହ ନମାଜ ପାଠ ଅନୁଷ୍ଠିତ ହୋଇଯାଇଛି l ସହରର ବିଭିନ୍ନ ସ୍ଥାନରୁ ୧୦...

କମ୍‌ ଦରରେ ତରଭୁଜ ବିକୁଛନ୍ତି ଚାଷୀ

ମାଲକାନଗିରି, ୨୮।୩ (ଡି.ଏନ.ଏ.): ଖରାଦିନ ଆସିଗଲେ ବଜାରରେ ବଢ଼ିଥାଏ ଖରାଦିନିଆ ଫଳର ଚାହିଦା। ଗରମରୁ ଆଶ୍ୱସ୍ତି ପାଇବା ପାଇଁ ଲୋକେ ଖୋଜିଥାନ୍ତି ତରଭୁଜ। ପିଲାଠାରୁ ବୟସ୍କ ପର୍ଯ୍ୟନ୍ତ...

ଶବ ସତ୍‌କାର ଲାଗି ନାକ୍‌ଟେକଲେ ଜାତିଭାଇ: ସହଯୋଗ୍‌ର ହାତ୍‌ ବଢ଼ାଲେ ସାମାଜିକ କରମୀ

ବିଜେପୁର, ୨୧।୮ (ଡି.ଏନ୍‌.ଏ.): ମୁନୁଷ୍‌ ପୁର୍‌ଥିରୁ ଯାଇ ଚଁଦର୍‌ରେ ପୁହୁଁଚିଲାନ। ହେଲେ ଆଏଜ୍‌ ବି ଆମର ସମାଜରୁ ଅଁଧ୍‌ ବିଶୁଆସ, କୁସଂସ୍କାର ନାଇଁ ଯିବାର। ମୁନୁଷ୍‌...

ତାମ୍ପରାରେ ବୋଟିଂ ମଜାନେଲେ ପର୍ଯ୍ୟଟକ

ଛତ୍ରପୁର,୨ା୧(ଡି.ଏନ.ଏ)- ନୂତନ ବର୍ଷର ପ୍ରଥମ ଦିନରେ ବୁଧବାର ଛତ୍ରପୁର ଉପକଣ୍ଠ ହୁମ୍ମର ତାମ୍ପରା ପର୍ଯ୍ୟଟନ କ୍ଷେତ୍ରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା । ରାଜ୍ୟ...

ବିଦେଶୀ ପର୍ଯ୍ୟଟକଙ୍କ ଉପରେ ନଜର

ଫୁଲବାଣୀ ଅଫିସ, ୭ା୩ ସାରା ବିଶ୍ୱରେ ଏବେ କରୋନା ଭୟ। ଓଡିଶାରେ ବି ଏହାର ପ୍ରଭାବ ପଡିିଛି। ଏହାର ମୁକାବିଲା ଲାଗି କନ୍ଧମାଳ ଜିଲା ପ୍ରଶାସନ...

ବୁଗୁଡ଼ା ସହରରେ ଶଟ୍‌ଡାଉନ୍‌ର ପ୍ରଭାବ: ରାସ୍ତାଘାଟ ଜନଶୂନ୍ୟ

ବୁଗୁଡ଼ା,୭ା୬(ଡି.ଏନ୍‌.ଏ.): ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏହି ମହାମାରୀରୁ ରକ୍ଷା ପାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସପ୍ତାହର ଶନିବାର ଏବଂ...

Advertisement
Archives

Model This Week