ବିଭିନ୍ନ ଦାବିରେ ଦୁଇଦିନିଆ ବଲାଙ୍ଗୀର ବନ୍ଦ

ବଲାଙ୍ଗୀର ଅଫିସ, ୨୦।୧୧: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା, ଲୋୟର ସୁକତେଲ ବୃହତ୍‌ ଜଳସେଚନ ପ୍ରକଳ୍ପ ଓ ବଲାଙ୍ଗୀର ସହରରେ ବାଇପାସ ରାସ୍ତା ନିର୍ମାଣ ଦାବିରେ ବଲାଙ୍ଗୀର ଆକ୍ସନ କମିଟି ନେତୃତ୍ୱରେ ବୁଧବାରଠାରୁ ଦୁଇଦିନିଆ ବନ୍ଦ ପାଳନ ଆରମ୍ଭ ହୋଇଛି। ଆକ୍ସନ କମିଟି ସଦସ୍ୟମାନେ ସକାଳୁ ବିଭିନ୍ନ ସରକାରୀ ଅଫିସ ସମ୍ମୁଖରେ ପିକେଟିଂ କରିଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସମସ୍ତ ଅଫିସ ବନ୍ଦ କରାଯାଇଛି। ଜିଲାପାଳ ଅଫିସ ସମ୍ମୁଖରେ କମିଟି ସଦସ୍ୟମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି ଆନ୍ଦୋଳନକୁ ସହରର ବିଭିନ୍ନ ସାମାଜିକ ସଙ୍ଗଠନ ସମର୍ଥନ ଜଣାଇଛନ୍ତି। ଗୁରୁବାର ମଧ୍ୟ ଆନ୍ଦୋଳନ ଜାରି ରହିବ ବୋଲି ଆକ୍ସନ କମିଟି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆମରଣ ଅନଶନ

ଭଦ୍ରକ ଅଫିସ, ୨୧।୨: ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଏକ ପରିବାର ଆମରଣ ଅନଶନରେ ବସିଛନ୍ତି। ବିନା କବଲାରେ ଜମି ମାଲିକଙ୍କ ଅଗୋଚରରେ ଅନ୍ୟ ବ୍ୟକ୍ତିଙ୍କ...

କୁଖ୍ୟାତ ଅପରାଧୀ ଚକ୍ରଧରଙ୍କୁ ତଡ଼ିପାର କଲା ପୋଲିସ

ଭୁବନେଶ୍ୱର,୩୧ା୫(ବ୍ୟୁରୋ): ରାଜଧାନୀର କୁଖ୍ୟାତ ଅପରାଧୀ ଚକ୍ରଧର ସାହୁଙ୍କୁ କମିଶନରେଟ୍‌ ପୋଲିସ ତଡ଼ିପାର ନିର୍ଦ୍ଦେଶ ଦେଇଛି। କମିଶନରେଟ୍‌ ପୋଲିସ ପକ୍ଷରୁ ୬ ମାସ ପାଇଁ ଚକ୍ରଧରଙ୍କୁ ତଡ଼ିପାର...

ନାହାନ୍ତି ଡାକ୍ତର: ଚିକିତ୍ସା ଅଭାବରୁ ଦିବ୍ୟାଙ୍ଗଙ୍କ ଜୀବନ ଗଲା

ଜଗନ୍ନାଥ ପ୍ରସାଦ, ୨୪।୧୦(ଡି.ଏନ.ଏ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଦୁଇଦିନ ଧରି ଡାକ୍ତର ଅନୁପସ୍ଥିତ ଥିବା ଯୋଗୁ ଜଣେ ଆୟୁଷ ଆୟୁର୍ବେଦ ଡାକ୍ତରଙ୍କ...

ବଡ଼ବାବୁଙ୍କ ଝିଅ, ଭାଇଙ୍କ ପ୍ରତି ଅନୁକମ୍ପା

ଅନୁଗୋଳ ଅଫିସ, ୨୧।୧୨ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଚାଳନାରେ ବ୍ୟାପକ ଦୁର୍ନୀତି ନେଇ ଅଭିଯୋଗ ବଢ଼ିବାରେ ଲାଗିଛି। ବର୍ଷ ବର୍ଷ ଧରି ଗାଦିମାଡ଼ି...

ଆଜି ସନ୍ଧ୍ୟାରେ କରୋନା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ: ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର, ୬।୪(ବ୍ୟୁରୋ): ଆଜି ସଂଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସ୍ଥିତିର ସମୀକ୍ଷା କରିବେ। ବରିଷ୍ଠ ଅଧିକାରୀ ଓ ଜିଲାପାଳମାନଙ୍କ ସହ ସେ ଆଲୋଚନା...

ଭୁବନେଶ୍ୱରରୁ ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକକୁ ଉଡ଼ିବ ବିମାନ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକକୁ ସିଧାସଳଖ ବିମାନ ଉଡ଼ିବ। ସପ୍ତାହକୁ ୩ ଥର ୧୮୬ ସିଟ୍‌ ବିଶିଷ୍ଟ ବିିମାନ ଚଳାଚଳ କରିବ। ଇଣ୍ଡିଗୋ ଏହି...

କେହି କିଛି ଜାଣୁ ନାହାନ୍ତି, କଥା କହୁଛନ୍ତି

ଭୁବନେଶ୍ୱର, ୧୭।୫(ବ୍ୟୁରୋ):ରାଜ୍ୟରେ କରୋନାକୁ ନେଇ ଏବେ ଭୟଙ୍କର ସ୍ଥିତି ଉପୁଜିବାରେ ଲାଗିଛି। ଦ୍ୱିତୀୟ ଲହର ସମସ୍ତଙ୍କ ନିଦ ହଜାଇ ଦେଇଥିବାବେଳେ ନୂଆ ଷ୍ଟ୍ରେନ୍‌ ଅଧିକ ଦ୍ରୁତ...

ଖୋଲିପାରୁନି ୟୁନିଟ୍‌-୨ ଫଳ ବଜାର

ଭୁବନେଶ୍ୱର,୧୬।୫ (ବ୍ୟୁରୋ): ରାସ୍ତାରେ ଠେଲାଗାଡ଼ିର ଲମ୍ବା ଧାଡ଼ି। ବିଶେଷକରି ୟୁନିଟ-୧, ଯୁନିଟ-୨, ରାଜମହଲ ଛକ ଆଦି ସ୍ଥାନରେ ବ୍ୟବସାୟୀମାନେ ଠେଲାଗାଡ଼ିରେ ବେପାର ଜମାଉଛନ୍ତି। ସେମାନଙ୍କ ମଧ୍ୟରେ...

Advertisement
Archives

Model This Week