ବିଭିନ୍ନ ଦାବି ନେଇ ଏଲଆଇସିର ଏଜେଣ୍ଟଙ୍କ ଧାରଣା

ରାୟଗଡ଼ା ଅଫିସ,୨୧।୧: ରାୟଗଡ଼ାର କସ୍ତୁରୀନଗରଠାରେ ଥିବା ଏଲଆଇସିର ମୁଖ୍ୟଶାଖାରେ ଏଲଆଇସିର ଏଜେଣ୍ଟଙ୍କ ପକ୍ଷରୁ ଲାଇଫ ଇନସ୍ୟୁରାନ୍ସ ଅଫ ଫେଡ଼େରେଶନ ଅଫ ଇଣ୍ଡିଆର ନିର୍ଦ୍ଦେଶ କ୍ରମେ ଏଲଆଇସିର ଏଜେଣ୍ଟମାନେ ରାୟଗଡ଼ା ଶାଖା ବିଭାଗ ପକ୍ଷରୁ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଧାରଣା ଦେଇଛନ୍ତି। ଏଥିରେ ୧୦୦ରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା ଯୋଗଦେଇଛନ୍ତି। ଇନସ୍ୟୁରାନ୍ସ ପ୍ରିମିୟମରେ ଲାଗୁ ହେଉଥିବା ଜିଏସଟିକୁ ଉଚ୍ଛେଦ କରିବା, ପଲିସି କରୁଥିବା ବ୍ୟକ୍ତିଙ୍କ ପାଇଁ ବୋନସ ବୃଦ୍ଧି, ଏଜେଣ୍ଟମାନଙ୍କ ଗ୍ରାଚ୍ୟୁଇଟି ୧୦ ଲକ୍ଷ କରାଯାଉ, ଏଜେଣ୍ଟମାନଙ୍କ ପରିବାର ସଦସ୍ୟଙ୍କୁ ମେଡ଼ିକାଲ ସୁବିଧା ପ୍ରଦାନ ଏପରି ୧୫ଟି ଦାବି ରହିଛି ା ରାୟଗଡ଼ା ଶାଖାର ଶାଖା ପରିଚାଳକଙ୍କୁ ଏକ ଆବେଦନ ପତ୍ର ପ୍ରଦାନ କରାଯାଇଛି ା ଦିନିକିଆ କାର୍ଯ୍ୟ ବନ୍ଦ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୋଡ଼ରେ ଚିତ୍ରକୋଣ୍ଡା ତହସିଲଦାର, ଆଇନ ବିରୋଧି କାର୍ଯ୍ୟ କରି ଲକ୍ଷାଧିକ ଟଙ୍କାର ତଣ୍ଡ ଗଣିଲେ ଜମି ମାଫିଆ

କୋରୁକୋଣ୍ଡା ୨୭।୦୬(ଅବିନାଶ ବେହେରା)ଜଙ୍ଗଲ କଡ଼ରେ ଥିବା ସରକାରୀ ଜମିରେ ଜେସିବି ମେସିନ ଲଗାଇ ରାତାରାତି ବେଆଇନ ଭାବେ ପୋଖରୀ ଖନନ କଲେ ଅସାଧୁ ବ୍ୟକ୍ତି। ଖବର...

ଶ୍ରାବଣ ଶେଷ ସୋମବାର : ଶୈବ ପୀଠରେ ଭକ୍ତଙ୍କ ଭିଡ଼

ଭଦ୍ରକ ଅଫିସ,୧୨ା୮: ଶ୍ରାବଣ ଶେଷ ସୋମବାର ଉପଲକ୍ଷେ ଭଦ୍ରକ ଜିଲାର ଶୈବ ପୀଠଗୁଡ଼ିକରେ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳିଛି l ଜିଲାର ବିଭିନ୍ନ...

୧୧ଲକ୍ଷ ୩୫ ହଜାର ଭତ୍ତା ଟଙ୍କା ଲୁଟ୍‌ ଘଟଣା: ୪ ଅଭିଯୁକ୍ତ ଗିରଫ, ୪ଲକ୍ଷ ଉଦ୍ଧାର

ସୁନ୍ଦରଗଡ଼/କୁଆଁରମୁଣ୍ଡା, ୧୨।୧୨ (ଡି.ଏନ୍‌.ଏ.)- ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କୁଆଁରମୁଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରୁ ୫ଟି ପଞ୍ଚାୟତର ୧୧ଲକ୍ଷ ୩୫ ହଜାର ଭତ୍ତା ଟଙ୍କା...

ଅସହାୟ ଅବସ୍ଥାରେ ୯ ପରିବାର

ଖଇରା,୨୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଶ୍ରୀରାମପୁର ଅଙ୍ଗନୱାଡି କେନ୍ଦ୍ର ଅଧୀନରେ ୯ ପରିବାର ଖାଦ୍ୟ ନ ପାଇ ଅସହାୟ ଅବସ୍ଥାରେ ରହିଛନ୍ତି।...

ମଷ୍ଟର ରୋଲ୍‌ରେ ଦାଦନଙ୍କ ନାଁ

କାମାକ୍ଷାନଗର, ୧୪।୫ (ଡି.ଏନ୍‌.ଏ.) ତେଲଙ୍ଗାନାରେ ଖଟୁଛନ୍ତି ଦାଦନ। ଦୀର୍ଘଦିନ ହେଲା ଗଁାରେ ନାହାନ୍ତି। ଅଥଚ ଗ୍ରାମରେ ଚାଲିଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି...

ମା’ ହିଙ୍ଗୁଳାଙ୍କ ମନ୍ଦିର ନିମନ୍ତେ ଭକ୍ତଙ୍କ ଦାନ, ରତ୍ନମୁଦ ଉତ୍ସବରୁ ମିଳିଲା ୨୩ ଲକ୍ଷ

ତାଳଚେର,୯ା୭(ନି.ପ୍ର.)- ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନୂତନ ମନ୍ଦିରର ରତ୍ନମୁଦ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଲକ୍ଷାଧିକ ଶ୍ରଦ୍ଧାଳୁ ଯୋଗ ଦେବା ସହ...

୩ ଶିଶୁଙ୍କ ନାମ ଚନ୍ଦ୍ରୟାନ

କେନ୍ଦ୍ରାପଡ଼ା, ୨୫ା୮(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ନବଜନ୍ମିତ ୩ ଶିଶୁଙ୍କ ନାମ ଚନ୍ଦ୍ରୟାନ ରଖାଯାଇଛି। ଏହାକୁ ନେଇ ଶିଶୁଙ୍କ ମାତାପିତା ଗର୍ବ ଅନୁଭବ କରିଥିବା ବେଳେ...

ଆଜି ଆଉ ଜଣଙ୍କର ମୃତଦେହ ଜବତ

ଯାଜପୁର ଅଫିସ, ୧୯।୩: ଯାଜପୁର ଟାଉନ୍‌ ଥାନା ବଡ଼ସୁଆର ନିକଟରେ ଖରସ୍ରୋତାରେ ବୁଡିଯିବା ଘଟଣାରେ ଆଜି ଆଉ ଜଣଙ୍କର ମୃତଦେହ ଜବତ କରାଯାଇଛି। ଏହାକୁ ମିଶାଇ...

Advertisement
Archives

Model This Week