ବିଭିନ୍ନ ଦାବି ନେଇ ଏଲଆଇସିର ଏଜେଣ୍ଟଙ୍କ ଧାରଣା

ରାୟଗଡ଼ା ଅଫିସ,୨୧।୧: ରାୟଗଡ଼ାର କସ୍ତୁରୀନଗରଠାରେ ଥିବା ଏଲଆଇସିର ମୁଖ୍ୟଶାଖାରେ ଏଲଆଇସିର ଏଜେଣ୍ଟଙ୍କ ପକ୍ଷରୁ ଲାଇଫ ଇନସ୍ୟୁରାନ୍ସ ଅଫ ଫେଡ଼େରେଶନ ଅଫ ଇଣ୍ଡିଆର ନିର୍ଦ୍ଦେଶ କ୍ରମେ ଏଲଆଇସିର ଏଜେଣ୍ଟମାନେ ରାୟଗଡ଼ା ଶାଖା ବିଭାଗ ପକ୍ଷରୁ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଧାରଣା ଦେଇଛନ୍ତି। ଏଥିରେ ୧୦୦ରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା ଯୋଗଦେଇଛନ୍ତି। ଇନସ୍ୟୁରାନ୍ସ ପ୍ରିମିୟମରେ ଲାଗୁ ହେଉଥିବା ଜିଏସଟିକୁ ଉଚ୍ଛେଦ କରିବା, ପଲିସି କରୁଥିବା ବ୍ୟକ୍ତିଙ୍କ ପାଇଁ ବୋନସ ବୃଦ୍ଧି, ଏଜେଣ୍ଟମାନଙ୍କ ଗ୍ରାଚ୍ୟୁଇଟି ୧୦ ଲକ୍ଷ କରାଯାଉ, ଏଜେଣ୍ଟମାନଙ୍କ ପରିବାର ସଦସ୍ୟଙ୍କୁ ମେଡ଼ିକାଲ ସୁବିଧା ପ୍ରଦାନ ଏପରି ୧୫ଟି ଦାବି ରହିଛି ା ରାୟଗଡ଼ା ଶାଖାର ଶାଖା ପରିଚାଳକଙ୍କୁ ଏକ ଆବେଦନ ପତ୍ର ପ୍ରଦାନ କରାଯାଇଛି ା ଦିନିକିଆ କାର୍ଯ୍ୟ ବନ୍ଦ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରୁ ଆନ୍ଧ୍ର, ଖୋର୍ଦ୍ଧା, ପୁରୀ ସାମୀ ସିଲ୍‌ : ୨୪ ଘଣ୍ଟିଆ ଯାଞ୍ଚ, ସିସିଟିଭି ବ୍ୟବସ୍ଥା

ଛତ୍ରପୁର, ୧୮।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମର ଆନ୍ଧ୍ର, ଖୋର୍ଦ୍ଧା, ପୁରୀ ଜ଼ିଲା ସୀମାକୁ ସିଲ୍‌ କରାଯାଇଛି। ଜିଲାପାଳ ବୁଜୟ ଅମୃତ କୁଲାଙ୍ଗେଙ୍କ...

ରଣପଶି ରେଲ୍‌ଓ୍ବେ ଓଭରବ୍ରିଜ୍‌ରେ ଫାଟ: ଦୋଷ ଢାଙ୍କିବାକୁ ପିଚୁ ପ୍ୟାଚ୍‌

ଢେଙ୍କାନାଳ ଅଫିସ,୧୭ା୭-ଢେଙ୍କାନାଳ ସଦର ବ୍ଲକ ରଣପଶି ନିକଟରେ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମିତ ରେଲୱେ ଓଭରବ୍ରିଜରେ ଫାଟ ସୃଷ୍ଟି ହୋଇଛି। ଏହି ଘଟଣା ପଦାକୁ ଆସିବା...

କାଳବୈଶାଖୀର ତାଣ୍ଡବରେ ଗଛଭାଙ୍ଗି ରାସ୍ତା ଅବରୋଧ : ବିଧାୟକ ଅଗ୍ନିଶମ କର୍ମଚାରୀଙ୍କୁ ଡକାଇ କଲେ ସଫା

ପାଟଣା,୨।୬(ସ୍ବ.ପ୍ର.): କାଳବୈଶାଖୀ ତାଣ୍ଡବରେ ସୋମବାର ଅପରାହ୍ନରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ବହୁ କ୍ଷତି ଘଟିଛି। ଏଠାରେ ଘଡ଼ଘଡ଼ି ସାଙ୍ଗୁ ବର୍ଷା ପବନରେ ବଡ଼ ବଡ଼...

ବସ୍‌ରେ ବିଦ୍ୟୁତ୍‌ ତାର ଲାଗି ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାର ପିଛା ମିଳିବ ୨ ଲକ୍ଷ ଟଙ୍କା ଅନୁକମ୍ପା

ଭୁବନେଶ୍ୱର,୯।୨(ବ୍ୟୁରୋ)- ଗଞ୍ଜାମ ଜିଲାରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଘଟିଥିବା ବସ୍‌ ଦୁର୍ଘଟଣାରେ ମୃତକଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଭୀର ଶୋକ ପ୍ରକାଶ...

ନବ ନିର୍ମାଣ କୃଷକ ସଙ୍ଗଠନର ଶୋଭାଯାତ୍ରା

ଜଗତ୍‌ସିଂହପୁର ଅଫିସ, ୧୭ା୧୨: ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ସୋମବାର ପୂର୍ବାହ୍ନରେ ସ୍ଥାନୀୟ ବସ୍‌ଷ୍ଟାଣ୍ଡ ନିକଟରୁ ଟାଉନ ହଲ ପର୍ଯ୍ୟନ୍ତ ଏକ ବିକ୍ଷୋଭ ଶୋଭାଯାତ୍ରା...

‘ଯାଯାବର’କୁ ହତାଦର

ଢେଙ୍କାନାଳ ଅଫିସ, ୧୦।୬ – ରାଜ୍ୟର ପର୍ଯ୍ୟଟନ ଶିଳ୍ପକୁ ପ୍ରୋତ୍ସାହିତ କରିବାକୁ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ‘ଯାଯାବର’। ଏହାର ଉଦ୍ଦେଶ୍ୟ ଥିଲା ଏକ ବର୍ଣ୍ଣାଢ଼୍ୟ...

ଉତ୍ସବ ଋତୁ ଉତ୍ସାହ ହୀନ

ଅନୁଗୋଳ ଅଫିସ, ୧୬ା୧୧: ପୂଜା ଆସିଲେ ନବବଧୂଟିଏ ପରି ସଜେଇ ହୋଇଉଠେ ଅନୁଗୋଳ। ରଙ୍ଗବେରଙ୍ଗର ଆଲୋକମାଳାରୁ ବାରି ହୋଇପଡ଼େ ଗଁା ଓ ସହରର ଉତ୍ସାହ ଉଦ୍ଦୀପନା। ମଣ୍ଡପଗୁଡ଼ିକରୁ...

ଭକ୍ତଙ୍କ ପାଇଁ ଖୁସି ଖବର: ୨୧ରୁ ହଟିବ କାଳିଆ ଦର୍ଶନ କଟକଣା

ପୁରୀ ଅଫିସ,୧୦।୧: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଉ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଦରକାର ପଡ଼ିବନି। ଆସନ୍ତା ୨୧ ତାରିଖରୁ ଏହି କଟକଣା ହଟିଯିବ। ଏନେଇ...

Play 250+ Trending Games
Archives

Model This Week

Why Dharitri