ବିଭିନ୍ନ ଦାବି ନେଇ କୋଶଲ ସେନାର ସ୍ମାରକପତ୍ର ପ୍ରଦାନ

ବରଗଡ଼ ଅଫିସ,୨୬।୭: ବରଗଡ଼ ଜିଲା କୋଶଲ ସେନା ପକ୍ଷରୁ ଶୁକ୍ରବାର ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ବରଗଡ଼ ଧନୁଯାତ୍ରାରେ ସମ୍ବଲପୁରୀ ଭାଷା ବ୍ୟବହାର, କୋଶଲାଞ୍ଚଳକୁ ମରୁଡ଼ି ଘୋଷଣା, ସମ୍ବଲପୁରୀ /କୋଶଲୀ ଭାଷାକୁ ସମ୍ବିଧାନର ଅଷ୍ଟମ ସୂଚୀରେ ସାମିଲ ଆଦି ଦାବି କରାଯାଇଛି । ପଦ୍ମଶ୍ରୀ ହଲଧର ନାଗ, ବାଳଗୋପାଳ ମିଶ୍ରଙ୍କ ନେତୃତ୍ୱରେ ସ୍ଥାନୀୟ ଡାକବଙ୍ଗଳାରୁ ବାହାରି ଶୋଭାଯାତ୍ରାରେ ଜିଲାପାଳ ଅଫିସକୁ ଆସିଥିଲେ ଏବଂ ବିକ୍ଷୋଭ ପ୍ରଦର୍ଶନ ସହିତ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଭବେ ସ୍ବଭାବ ନଷ୍ଟ

ମଣିଷର ସ୍ବଭାବ ବା ପ୍ରକୃତି ଜନ୍ମଗତ, ଯାହାକୁ ନେଇ ସେ ଜନ୍ମ ହୋଇଥାଏ ଏବଂ ମୃତୁ୍ୟୁ ପର୍ଯ୍ୟନ୍ତ ଛାଡ଼ି ପାରେନା। ତେଣୁ ହୁଏତ କୁହାଯାଏ ‘ମଣିଷ ପ୍ରକୃତି…

ଯୁଦ୍ଧର ଦେୟ ମହଙ୍ଗା ପଡ଼ିପାରେ

ପ୍ରଥମ ବିଶ୍ୱଯୁଦ୍ଧ (ଜୁଲାଇ ୧୯୧୪- ନଭେମ୍ବର ୧୯୧୮)ର ଅବସାନ ହୋଇଥାଏ, ଏବେ କ୍ଳାନ୍ତି ମେଣ୍ଟାଇବାର ସମୟ। ୩ ମିତ୍ରଶକ୍ତି ପ୍ରାୟ ଛଅ ମିଲିୟନ ମାନବ ସମ୍ବଳ ହରେଇବା…

୫ବର୍ଷରେ ବାଦ୍‌ ପଡ଼ିଲେଣି ୭୪.୮୯ଲକ୍ଷ ଭୋଟର

ଭୁବନେଶ୍ୱର,୨୭ା୭ (ରବିନାରାୟଣ ଜେନା): ଭାରତର ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ରାଜ୍ୟରେ ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଜାରି ରହିଛି। ଗତ ୫ତାରିଖରେ ଭୋଟର…

କାହିଁକି ଘରକୁ ଫେରି ନାହାନ୍ତି ଅଭିତିଜ ଦୀପକେ? କେଉଁଠି ଅଛନ୍ତି? ଉଠିଲାଣି ଅନେକ ପ୍ରଶ୍ନ

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଲେ; ଏବେ ପ୍ରହ୍ଲାଦ ଜୋଷୀ ଏହି ପଦ…

ଶନି ବଳୟର କଣିକା ସଂଗ୍ରହ କରିବ ଏଆଇ ରୋବୋଟିକ୍‌ ସିଷ୍ଟମ୍‌

ୱାଶିଂଟନ,୨୭ା୭: ଶନି ଗ୍ରହର ସୃଷ୍ଟି, ଏହାର ଚାରିପାଖରେ ଥିବା ବିଶାଳ ବଳୟ ଏବଂ ବ୍ରହ୍ମାଣ୍ଡରେ ଗ୍ରହଗୁଡ଼ିକର ବିକାଶ ସମ୍ପର୍କରେ ଲୁଚି ରହିଥିବା ଅନେକ ରହସ୍ୟର ପର୍ଦ୍ଦାଫାଶ କରିବା…

ଆଜିଠାରୁ +୩ ପ୍ରଥମ ବର୍ଷ ପାଠପଢ଼ା

ଭୁବନେଶ୍ୱର,୨୭ା୭(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ମହାବିଦ୍ୟାଳୟରେ ସୋମବାରଠାରୁ +୩ ପ୍ରଥମ ବର୍ଷର ନିୟମିତ ପାଠପଢ଼ା ଆରମ୍ଭ ହେବ। ନାମଲେଖା ପ୍ରକ୍ରିୟା…

ଶୋଇଥିବାବେଳେ ଘରେ ପଶିଲା ବନ୍ୟାଜଳ, ଗାଁରେ ଉତ୍ତେଜନା

ବଲାଙ୍ଗୀର, ୨୭ା୭(ବୀରେନ୍ଦ୍ର କୁମାର ଝାଙ୍କର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁରେ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି।…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ୩ ରାଜ୍ୟରେ ବଢିଲା ରାଜନୈତିକ ଆଲୋଚନା; ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୭।୭: NEET ପେପର ଲିକ ନେଇ ବିରୋଧୀଙ୍କ ବିରୋଧ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri