ବିଭିନ୍ନ ଦାବି ନେଇ ଖବରଦାତା ସମ୍ମିଳନୀ

ଅନୁଗୋଳ ଅଫିସ,୨୪।୧: ବିଭିନ୍ନ ଦାବି ନେଇ ଅନୁଗୋଳ ଜିଲା ଗୋପବନ୍ଧୁ ପାର୍କ ପରିସରରେ ଜନ ଜୀବନ ସୁରକ୍ଷା କମିଟି ପକ୍ଷରୁ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାବାସୀଙ୍କୁ ସର୍ବନିମ୍ନ ଦୁଇ ଶହ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ୍‌ ଯୋଗାଇ ଦେବା, ବିଦ୍ୟୁତ୍‌ ସେବାର ଘରୋଇ କରଣ ବନ୍ଦ କରିବା, ସେସୁ ପକ୍ଷରୁ ବିଲ୍‌ ଆଦାୟ ନାଁ ରେ ବିଦିତ ଗ୍ରାହକ ମାନଙ୍କ ଉପରେ ଶୋଷଣ ଆଦି ବନ୍ଦ କରିବାକୁ ଦାବି ହୋଇଛି। ଏହି ସମ୍ମିଳନୀରେ କମିଟିର ସଦସ୍ୟ ପ୍ରମୋଦ କୁମାର ପ୍ରଧାନ, ଅଭିମନ୍ୟୁ ସ୍ବାଇଁ, ଦାମୋଦର ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବାକୁ ଯାଇ ଆଉ ଫେରିଲେନି ମହିଳା

ପାଟଣା,୧୨।୧୧(ସ୍ବ.ପ୍ର.): ଗାଁ ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଘରକୁ ଫେରିଲେନି ମହିଳା। ଏଭଳି ଏକ ଘଟଣା ଘଟିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ଜାମୁଳେଇ ବେଡା...

ଭରତିଆ ଟାୱାରରେ ଅଗ୍ନିକାଣ୍ଡ

କଟକ ଅଫିସ,୨୪।୯: କଟକ ବାଦାମବାଡ଼ିସ୍ଥିତ ଭରତିଆ ଟାୱାର ୭ ମହଲାର ଏକ ଘରେ ଶୁକ୍ରବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ପ୍ରାୟ ଦେଢ଼ ଲକ୍ଷ ଟଙ୍କାର...

ଅଦୃଶ୍ୟ ଠକ ଆତଙ୍କ

ଢେଙ୍କାନାଳ ଅଫିସ,୨୨।୫: ଢେଙ୍କାନାଳରେ ସାଇବର କ୍ରାଇମ୍‌ ବଢ଼ିବାରେ ଲାଗିଛି। ଜିଲାରେ ଗତ ଦେଢ଼ବର୍ଷ ମଧ୍ୟରେ ଏଭଳି ୭୦ଟି ମାମଲା ରୁଜୁ ହୋଇଥିବାବେଳେ ମାତ୍ର ୮ଜଣଙ୍କୁ ଗିରଫ...

କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢ଼ାଯାଇପାରେ ବାଲି

ଭୁବନେଶ୍ୱର, ୨୯।୨(ବ୍ୟୁରୋ): ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢ଼ାଯାଇପାରେ ବାଲି। ସୂର୍ଯ୍ୟମନ୍ଦିର ସୁରକ୍ଷା ଆୟୋଜିତ ଜାତୀୟ କର୍ମଶାଳାରେ ଶନିବାର ଦ୍ୱିତୀୟ ଦିନରେ ଏପରି...

ପୁଣି ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଭବାନୀପାଟଣା,୧୦।୧୧(ଡି.ଏନ୍‌.ଏ.): ପୁଣି ଜଣେ ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡା ମାଡ଼ ହୋଇଛି। ଭବାନୀପାଟଣାର ଥୁଆମୂଳ ରାମପୁର ଡୁମେରପଦର ଗାଁରେ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଗାଡ଼ି ଉପରକୁ...

ଜିଲା ପ୍ରଶାସନର ହସ୍ତଗତ ହେଲା ସରକାରୀ ନିର୍ଦ୍ଦେଶନାମା:୭୫ ମିଟର ଉଚ୍ଛେଦ ପାଇଁ ଆଜିଠୁ ସର୍ଭେ

ପୁରୀ ଅଫିସ,୨୮-୮:ଶ୍ରୀମନ୍ଦିର ସୁରକ୍ଷା ପାଇଁ ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ ଲାଗି ସରକାରୀ ନିର୍ଦ୍ଦେଶନାମା ମଙ୍ଗଳବାର ଜିଲା ପ୍ରଶାସନର...

୭ ହଜାର ଲାଞ୍ଚ ପାଇଁ ଆର୍‌ଆଇଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ, ୯।୧୧- ଏକ ଲାଞ୍ଚ ମାମଲାର ବିଚାର କରି ମଙ୍ଗଳବାର ଫୁଲବାଣୀ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଶୁଭଦର୍ଶୀ ପଟ୍ଟନାୟକ ଜଣେ ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କୁ ୩...

ଫଳନ୍ତି ଗଛର ମୂଲ୍ୟ ଘୋଷଣା

କୁଜଙ୍ଗ,୨୯ା୧୨(ଡି.ଏନ୍‌.ଏ.): ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ନିମନ୍ତେ ପାନବରଜ ଭଙ୍ଗା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ, ଗଛ ଚିହ୍ନଟ ପ୍ରକ୍ରିୟା...

Advertisement
Archives

Model This Week