ବିଭିନ୍ନ ଦାବି ନେଇ ନାଲ୍‌କୋ ସିପିପି ଟ୍ରକଚାଳକଙ୍କ ଆନ୍ଦୋଳନ

ବଅଁରପାଳ,୧୭ା୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋ ସିପିପି ପ୍ଲାଣ୍ଟକୁ ପରିବହନ ପାଇଁ ଯାଉଥିବା ଟ୍ରକଚାଳକମାନେ ବିଭିନ୍ନ ଦାବି ନେଇ ରବିବାର ପ୍ଲାଣ୍ଟର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ପ୍ଲାଣ୍ଟରୁ ପାଉଁଶ ପରିବହନ ପାଇଁ ଶତାଧିକ ଟ୍ରକ ପ୍ଲାଣ୍ଟରେ ନିୟୋଜିତ ହୋଇଛି। ମାତ୍ର ପ୍ଲାଣ୍ଟକୁ ପରିବହନ ପାଇଁ ଟ୍ରକଗୁଡିକ ଯାଉଥିବା ବେଳେ ଅନେକ ସମୟରେ ଗାଡ଼ି ଚାଳକମାନଙ୍କୁ ପ୍ଲାଣ୍ଟର ସୁରକ୍ଷା କର୍ମଚାରୀମାନେ ଦୁର୍ବ୍ୟବହାର ପ୍ରଦର୍ଶନ କରିଛନ୍ତି। ଲୋଡିଂ ପଏଣ୍ଟରେ ମଧ୍ୟ ଅଯଥାରେ ହଇରାଣ କରାଯାଉଛି। ଚାଳକମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ବିଶ୍ରାମାଗାର ଓ ପିଇବା ପାଣିର ମଧ୍ୟ ବ୍ୟବସ୍ଥା ନାହିଁ। ତେଣୁ ସେମାନଙ୍କର ନ୍ୟାଯ୍ୟ ଦାବି ପୂରଣ ପାଇଁ ଆନ୍ଦୋଳନକୁ ଓହ୍ଲାଇଥିବା ଟ୍ରକଚାଳକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ଦୂରର କଥା….ବିଜୟଙ୍କ ଉପରେ ବର୍ଷିଲେ ଷ୍ଟାଲିନ, ୩ରୁ୬ ମାସରେ ଖେଳ ଶେଷ

ଚେନ୍ନାଇ,୨୯।୬: ତାମିଲନାଡୁ ରାଜନୀତିରେ ବୟାନବାଜି ତୀବ୍ର ହୋଇଛି । ରବିବାର ଦିନ ଡିଏମକେ ମୁଖ୍ୟ ଏମ୍ କେ ଷ୍ଟାଲିନ୍ ବିଜୟଙ୍କ ନେତୃତ୍ୱାଧୀନ ସରକାରର ସ୍ଥିରତା ଉପରେ ପ୍ରଶ୍ନ…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ…

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ମହୁଲ ଗଛରେ ଝୁଲୁଛି…

ପାଟଣା, ୨୯/୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଡାଳପକା ପଞ୍ଚାୟତର କେନ୍ଦୁଯୋଡା ଗ୍ରାମରେ ଜଣେ ୧୮ ବର୍ଷୀୟା ବିବାହିତା ମହିଳାଙ୍କ ସନ୍ଦେହଜନକ…

ରାଇକିଆରେ ଦେବସ୍ନାନ ପୂର୍ଣ୍ଣିମା: ହାତୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ରାଇକିଆ,୨୯/୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏଥିରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି। ପୂର୍ବାହ୍ନରେ ମନ୍ଦିର ପରିସରସ୍ଥ…

ଗାଁ ଗାଁ ବୁଲି ଡବଲ୍‌ ଇଞ୍ଜିନ ସରକାରର ସଫଳତା ବାଣ୍ଟୁଛନ୍ତି ଭାଜପା କର୍ମୀ: ବୁଦ୍ଧିଜୀବୀଙ୍କୁ ସାକ୍ଷାତ କଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ):ରାଜ୍ୟ ସରକାରଙ୍କ ୨ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଭାଜପା ଉଭୟ ସରକାରଙ୍କ ସଫଳତା ଓ କାର୍ଯ୍ୟଧାରା…

ଖେମେନେଇଙ୍କ ଶେଷକୃତ୍ୟରେ ସାମିଲ ହେବ ଭାରତ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ….

ତେହରାନ,୨୯।୬: ବିହାର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ସୟଦ ଆତା ହାସନେନ୍ ଏବଂ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ର ମାର୍ଗେରିଟା ଭାରତ ସରକାରଙ୍କ ପକ୍ଷରୁ ସର୍ବୋଚ୍ଚ ନେତା ଆୟାତୋଲ୍ଲା ସେୟଦ…

୩ ଜିଲାର ସୀମାରେ ପହଞ୍ଚିଲେ ଭାଜପାର ନେତା, ବିଧାୟକ ଉଦଘାଟନ କଲେ …

ଦାରିଙ୍ଗବାଡି,୨୯।୬(ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପା ସଂଗଠନକୁ ସୁଦୃଢ଼ କରିବା ପାଇଁ ନେତା ଏବଂ କର୍ମୀମାନେ ଅଣ୍ଟା ଭିଡିଛନ୍ତି । ସମସ୍ତ ବୁଥ ସ୍ତରରେ କର୍ମୀମାନେ ପ୍ରତେକ…

ଥ୍ରୀ-ଲାଙ୍ଗୁଏଜ୍ ପଲିସି ଉପରେ CBSEର ବଡ଼ ନିଷ୍ପତ୍ତି! ତୃତୀୟ ଭାଷାରେ ଦେବାକୁ ପଡ଼ିବନି…

ନୂଆଦିଲ୍ଲୀ,୨୯।୬: CBSEର ଥ୍ରୀ-ଲାଙ୍ଗୁଏଜ ପଲିସି ସମ୍ପର୍କରେ ଛାତ୍ରୀଛାତ୍ର ଏବଂ ସେମାନଙ୍କ ଅଭିଭାବକମାନଙ୍କର ଅନେକ ପ୍ରଶ୍ନ ଥିଲା, ଯାହାକୁ ବୋର୍ଡ ଏବେ ସମାଧାନ କରିଛି। ବୋର୍ଡ କହିଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri