ବିଭିନ୍ନ ଦାବି ନେଇ ବଡ଼ଶାଳ ଗ୍ରାମବାସୀଙ୍କ ଭୋଟ ବର୍ଜନ ଚେତାବନୀ

କପ୍ତିପଦା,୧୮।୪(ଡି.ଏନ.ଏ): କପ୍ତିପଦା ବ୍ଲକ ଅଧିନ ଲାବଣ୍ୟଦେଇପୁର ପଞ୍ଚାୟତର ବଡ଼ଶାଳ ଗଁ।ର ଆଗାମୀ ନିର୍ବାଚନ ଅର୍ଥାତ୍‌ ଏପ୍ରିଲ ୨୯ରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଗଁ।ଲୋକେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଦୀର୍ଘ ଦିନ ଧରି ଗଁ।ରେ ବିଭିନ୍ନ ମୌଳିକ ସମସ୍ୟା ଲାଗି ରହିଥିବା ବେଳେ ବାରମ୍ବାର ରାଜନେତାମାନେ ସେମାନଙ୍କୁ ମିଥ୍ୟା ପ୍ରତିଶୃତି ଦେଉଥିବା ଅଭିଯୋଗ ହୋଇଛି। ଫଳରେ ଗଁ।ଲୋକେ ଚଳିତ ଥର ନିର୍ବାଚନରେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେଣ୍ଟ କମ୍ୟୁନିଟି ହସ୍‌ପିଟାଲ ଲାଗି ଜମି ସର୍ଭେ

ଜଳେଶ୍ୱର, ୭।୬(ଡି.ଏନ.ଏ.)-ମହାମାରୀ କରୋନା ସମଗ୍ର ବିଶ୍ୱକୁ କବଳିତ କରିଥିବା ବେଳେ ଏହାର ନିସ୍ତାର ଲାଗି ସ୍ବାସ୍ଥ୍ୟବିଭାଗ ନାକେଦମ ହେଉଛି। କେନ୍ଦ୍ର ଓ ରାଜ୍ୟ ସରକାର ପର୍ଯ୍ୟାପ୍ତ...

ରପେୟା ସରକାରୀ ହାଇସ୍କୁଲରେ ଛାତ୍ରୀଛାତ୍ର, ଅଭିଭାବକଙ୍କ ଧାରଣା ଜାରି

ଖଇରା, ୨୨।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରପେୟା ସରକାରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ, କିରାଣି ଏବଂ ପିଅନ ପଦବୀ ପୂରଣ ଲାଗି ଛାତ୍ରୀଛାତ୍ର, ଅଭିଭାବକ...

କଂଗ୍ରେସ ପକ୍ଷରୁ ଖାଦ୍ୟ ବଣ୍ଟନ

ବାଲେଶ୍ୱର ଅଫିସ, ୧୫।୪-କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାକୁ ନେଇ ସମଗ୍ର ବାଲେଶ୍ୱର ସହରରେ ଜିଲା ପ୍ରଶାସନ ପକ୍ଷରୁ ତାଲା ବନ୍ଦ ଘୋଷଣା କରଯାଇଥିବାରୁ ସହରର ଗରିବ...

ପାଇପ୍‌ ଲାଇନ ମଝିରେ ଫସିଲା ବାଳକଙ୍କ ଗୋଡ଼

ବାଲେଶ୍ୱର ଅଫିସ,୨୨ା୫:  ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରସ୍ଥାନ ମୁଖ୍ୟ ଗେଟ୍‌ରେ ଗୋରୁଗାଈଙ୍କ ପ୍ରବେଶ ରୋକିବା ଲାଗି ଲାଗିଥିବା ପାଇପ ଲାଇନ୍‌ ମଝିରେ ଜଣେ ୫ ବର୍ଷର...

୭ ସ୍ବାସ୍ଥ୍ୟକେନ୍ଦ୍ରରେ ୬ ଡାକ୍ତର, ଧାରଣାରେ ବସିଲା ସୂଚନା ଅଧିକାର ଅଭିଯାନ ସଂଘ

ବାଲିଆପାଳ, ୩।୩(ଡି.ଏନ.ଏ./ସ୍ବ.ପ୍ର.)-ବାଲିଆପାଳ ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମେତ ଅନ୍ୟ ୭ଟି ସ୍ବାସ୍ଥ୍ୟକେନ୍ଦ୍ରରେ ଏବେ ୬ଜଣ ଡାକ୍ତର କାର୍ଯ୍ୟ କରୁଛନ୍ତି। ଅବଶିଷ୍ଟ ୧୪ ଡାକ୍ତରୀ ପଦବୀ...

ଭିଏଲ ଏସ୍‌ଆର ସାମ୍‌ କ୍ଷେପଣାସ୍ତ୍ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ ୨୨।୨: ବାଲେଶ୍ୱର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ. ଲଞ୍ଚପ୍ୟାଡ୍‌ରୁ ସୋମବାର ୧.୨୮ ମିନିଟରେ ପ୍ରଥମ ରାଉଣ୍ଡ ଭିଏଲ ଏସ୍‌ଆର...

ଡାକ୍ତରଖାନା ଅବ୍ୟବସ୍ଥା ଦେଖିଲେ କେନ୍ଦ୍ରମନ୍ତ୍ରୀ

ବସ୍ତା,୧୭।୧୦(ସ୍ବ.ପ୍ର.)-କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ଅପରାହ୍ନରେ ଅଚାନକ ବସ୍ତା ହସ୍‌ପିଟାଲ ପରିଦର୍ଶନ କରିଥିଲେ। ତାଙ୍କ ସହ ରଘୁନାଥ ମହାନ୍ତି ଓ ଅନ୍ୟ ନେତୃମଣ୍ଡଳୀ ଉପସ୍ଥିତ ଥିଲେ।...

ପୋଖରୀରେ ବୁଡ଼ି ଶିଶୁକନ୍ୟା ମୃତ

ବାଲେଶ୍ୱର ଅଫିସ,୧୫।୧୦-ବାଲେଶ୍ୱର ସଦର ଥାନା ବଡ଼ଡିହ ଗ୍ରାମର ବୀରେନ୍ଦ୍ର ଦିଣ୍ଡାଙ୍କ ୨ବର୍ଷର ଝିଅ ଶୁଭଲକ୍ଷ୍ମୀ ମଙ୍ଗଳବାର ପୋଖରୀରେ ବୁଡ଼ି ଯାଇ ପ୍ରାଣ ହରାଇଛନ୍ତି। ବୀରେନ୍ଦ୍ର କଲିକତାରେ...

Advertisement
Archives

Model This Week