ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ମହିଳା

କେନ୍ଦୁଝର,୨୩।୧୨(ସ୍ବ.ପ୍ର.): ମଦ କାରବାରକୁ ବନ୍ଦ କରିବା ଓ ନଗ୍ନତା ଉପରେ କଟକଣା ଲଗାଇବା ଦାବିରେ ଅଲ ଇଣ୍ଡିଆ ମହିଳା ସାଂସ୍କୃତିକ ସଂଗଠନ ପକ୍ଷରୁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହ ଦାବିପତ୍ର ପ୍ରଦାନ କରାଯାଇଛି। ସଂଗଠନର ଜିଲା ଆବାହକ ସଂଯୁକ୍ତା ସାମଲଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଆନ୍ଦୋଳନରେ କେନ୍ଦୁଝର ଜିଲାର ଶତାଧିକ ମହିଳା ଯୋଗଦେଇଥିଲେ। ମଦ ଲାଇସେନ୍ସ ବନ୍ଦ କରିବା, ଟିଭି ଇଣ୍ଟରନେଟରେ ନଗ୍ନତା, ଅଶ୍ଳୀଳତା, ହିଂସା, ଯୌନ ଉଦ୍ଦୀପକ କାର୍ଯ୍ୟକ୍ରମ ପ୍ରସାରଣ ବନ୍ଦ କରିବା, ନାରୀ ଓ ଶିଶୁମାନଙ୍କୁ ନିରାପତ୍ତା ଯୋଗାଇଦେବା, ନାରୀ ନିର୍ଯାତନା, ବଳାତ୍କାରୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ, ନାରୀ ଓ ଶିଶୁ ଚାଲାଣ ବନ୍ଦ କରିବା, ଡାହାଣୀ ଓ ଗୁଣିଗାରେଡି ସନ୍ଦେହରେ ହତ୍ୟା ରୋକିବା, ନାଗରିକତ୍ୱ ସଂଶୋଧନ ଆଇନ ପ୍ରତ୍ୟାହାର ଆଦି ଦାବି ନେଇ ସେମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସମସ୍ତ ଆଇନ ଶୃଙ୍ଖଳା, ପରିବାର, ଗ୍ରାମ ତଥା ଅଞ୍ଚଳରେ ବୃଦ୍ଧି ପାଉଥିବା ହିଂସା ଓ ଅପରାଧ ପାଇଁ ମଦ ଦାୟୀ ବୋଲି ମହିଳାମାନେ ମତ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଥଟଣା ବେଳେ ଅଘଟଣ: ଶଳାକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଭିଣୋଇ, ଦଳାଚକଟାରେ ଜଣେ ଆହତ

ପୁରୁଷୋତ୍ତମପୁର, ୧୬।୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ରଥଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ରଥଟଣା ଚାଲିଥିବା ବେଳେ ପାରିବାରିକ…

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

ରାସ୍ତାକଡ଼ରେ ଚାଲିଥିଲା ଜୁଆ ଆଡ୍ଡା: ପୋଲିସର ଅତର୍କିତ ଚଢାଉ; ୪ ଗିରଫ, ବାଇକ୍ ଓ ମୋବାଇଲ୍ ସହ…

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଜୁଆଡ଼ିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସାନଖେମୁଣ୍ଡି ବ୍ଲକ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା…

Puri Rath Yatra, ଅଣନିଶ୍ବାସୀ ହୋଇ ଚାଲିଗଲା ୨ ଭକ୍ତଙ୍କ ଜୀବନ!

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଏକ ବଡ଼ ଅଘଟଣ ସାମ୍ନାକୁ ଆସିଛି। ଅଣନିଶ୍ବାସୀ ହୋଇ ୨ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ମୃତାହତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri