ବିଭିନ୍ନ ପ୍ରସଙ୍ଗ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ

ଛତ୍ରପୁର,୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଶ୍ରମ ଅଧିକାରୀଙ୍କ ମନମୁଖୀ ଶାସନ, ଶ୍ରମିକ ମାରଣ ନୀତି, ଦୁର୍ବ୍ୟବହାର, ଶ୍ରମିକ ସଂଗଠନ ପ୍ରତି ବିରୋଧ ଆଚରଣ ପ୍ରତିବାଦରେ ଗୁରୁବାର କୋଠାବାଡ଼ି ଓ ଅନ୍ୟାନ୍ୟ ନିିର୍ମାଣ ମଜଦୂର ସଂଘ ପକ୍ଷରୁ ଜିଲାପାଳଙ୍କ ଅଫିସ ସମ୍ମୁଖରେ ରିଲେ ଅନଶନ ଓ ଗଣଧାରଣା ଦିଆଯାଇଛି। ଫଳରେ ଅଧିକାରୀ ଓ କର୍ମଚାରୀ ବାହାରକୁ ଆସିପାରୁ ନାହାନ୍ତି । ଏଥିରେ ଶିବସେନା, ଓଡ଼ିଶା ଶ୍ରମିକ ସଂଘ, ଛତ୍ରପୁରର ଗଞ୍ଜାମ ଜିଲା ହରିଜନ କଲ୍ୟାଣ ସମିତି ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri